ଦଶହରା ଓଡିଶାର ଏକ ପ୍ରମୁଖ ପର୍ବ। ଏନେଇ କଟକର ସ୍ଥାନ ସ୍ୱତନ୍ତ୍ର। ମା’ଙ୍କ ପୂଜା ବିଧିରେ ଭୋଗ ଏକ ନିଆରା ପରମ୍ପରା। କେତେକ ମଣ୍ଡପରେ ସାଧାରଣ ଭୋଗ ହେଉଥିବା ବେଳେ ଆଉ କେତେକ ମଣ୍ଡପର ଭୋଗକୁ ନେଇ ରହିଛି ସ୍ୱତନ୍ତ୍ରତା। ଆସନ୍ତୁ ନଜର ପକେଇବା…
ଟ୍ୱିନସିଟିରେ ପୂଜା ବଜାର ଗରମ । ତେଣେ ରାସ୍ତାଘାଟରେ ଅସମ୍ଭାଳ ଟ୍ରାଫିକ୍ ଜାମ୍ । ସ୍ଥିତି ଏଭଳି ହେଉଛି ଯେ, ରାସ୍ତାରେ ଆମ୍ବୁଲାନ୍ସକୁ ବି ବାଟ ମିଳୁନି ।
ଆଜି ଜଗତ ଜନନୀ ଦେବୀ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଲାଗି ସଜେଇ ହୋଇଛି ପୂଜା ମଣ୍ଡପ। ପୂଜାକୁ ନେଇ ସବୁଠି ବ୍ୟାପକ ଆୟୋଜନ କରାଯାଇଛି।
ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ମୋକିମ୍ଙ୍କୁ ଦଣ୍ଡାଦେଶ ଦେଇଥିଲେ। ଫଳରେ ମୋକିମ୍ଙ୍କ ବିଧାୟକ ପଦ ରଦ୍ଦ ହେବାର ସମ୍ଭାବନା ରହିଛି।
ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଶାଶୁ ଘର ଛାଡିଛନ୍ତି। ଅନ୍ୟପକ୍ଷେ, ପୋଲିସ୍ ଉପସ୍ଥିତିରେ ଘରେ ପ୍ରବେଶ କରିବା ପାଇଁ ଅନୁଭବ ପୁରୀଘାଟ ଥାନାରେ ଲିଖିତ ଭାବେ ଆବେଦନ କରିଛନ୍ତି।
ଆସନ୍ତା ୨ ତାରିଖରୁ ଅର୍ଥାତ୍ ମହାସପ୍ତମୀରୁ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମୋକିମ୍ଙ୍କ ସହ ପୂର୍ବତନ IAS ବିନୋଦ କୁମାରଙ୍କୁ ମଧ୍ୟ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଭିଜଲାନ୍ସ କୋର୍ଟ ।
ହାତୀ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଗତକାଲି ସାରା ରାତି ହାତୀପଲ ଉପଦ୍ରବ ଜାରି ରଖିଥିବା ବେଳେ ଆଜି ଭୋରରେ ଜଣେ ବୃଦ୍ଧା ଓ ବୃଦ୍ଧଙ୍କୁ ଦଳିଦେଇଥିବା ସୂଚନା ମିଳିଛି।
ପୂଜା ଉତ୍ସାହକୁ ଫିକା କରିଦେଇପାରେ ବର୍ଷା ।
କେମିତି ହାତେଇଲା ଜାଲ ପ୍ରସୂତି ଡିସଚାର୍ଜ ସାର୍ଟିଫିକେଟ୍ ? କଟକ ବଡ଼ ମେଡିକାଲ ସୁରକ୍ଷା ଉପରେ ପ୍ରଶ୍ନ ।
ଦୁର୍ଘଟଣାରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ବସ୍ ଭିତରୁ ଯାତ୍ରୀଙ୍କୁ ଉଦ୍ଧାର କରିଛନ୍ତି ।
କପଡା କାଟି ସିଲେଇ ମେସିନରେ ପୋଷାକ ତିଆରି କରିବା ହେଉ ବା ଇଲେକ୍ଟ୍ରି ସରଞ୍ଜାମ ମରାମତି ହେଉ ସବୁଥିରେ ମାହିର ଏହି ବ୍ୟକ୍ତି।
ବର୍ଷା ଦିନରେ ବିବର୍ଣ୍ଣ ରୂପ ଦେଖି ଶ୍ରଦ୍ଧାଳଙ୍କୁ ମନରେ ଶଙ୍କା । ଉଦ୍ୟାନ ବିଭାଗ କହିଲା ସଁବାଳୁଆ ପ୍ରଭାବରୁ ପତ୍ରଝଡ଼ା ।
ଚୋରି ଯାଇଥିବା ନବଜାତର ମା ଯାଁଳା କନ୍ୟା ପ୍ରସବ କରିଥିଲେ । ଗୋଟିଏ ଝିଅକୁ ଧରି ମା ପ୍ରସୂତି ବିଭାଗ ୱାର୍ଡରେ ଅଛନ୍ତି ।
୨୭ରେ ଗୁଜୁରାଟ ଜାଏଣ୍ଟକୁ ଭେଟିବ ଭିଲୱାରା କିଙ୍ଗ୍ସ । ୨୯ରେ ଇଣ୍ତିଆ କ୍ୟାପିଟାଲ୍ସ ଓ ମଣିପାଲ ଟାଇଗର୍ସ ମଧ୍ୟରେ ମୁକାବିଲା ।
ଭୁବନେଶ୍ୱର, କଟକରେ ଜନସାଧାରଣଙ୍କ ଯାତାୟାତକୁ ସରଳ ସୁବିଧା କରିବା ପାଇଁ ମେଟ୍ରୋ ସେବା ଆରମ୍ଭ କରିବା ଆବଶ୍ୟକ ରହିଛି ବୋଲି ସାଂସଦ ଅପରାଜିତା ମତବ୍ୟକ୍ତ କରିଛନ୍ତି।
ଆସନ୍ତା ୨୬, ୨୭ ଓ ୨୯ ତାରିଖ ପାଇଁ ମୋଟ ୮ ହଜାର ୪ ଶହ ୨୧ ଟିକେଟ୍ ଅଫଲାଇନ୍ରେ ବିକ୍ରି ହେବ । ଗ୍ୟାଲେରୀ ୨ ଓ ୪, କ୍ଲବ ହାଉସ ଓ କର୍ପୋରେଟ ବକ୍ସ ପାଇଁ ମଧ୍ୟ ବିକ୍ରି ହେବ ଟିକେଟ ।
ନକଲି ଔଷଧ ବିକ୍ରି ଧରିବାକୁ ଗତ ୩ ଦିନ ଧରି ରେଡ୍ ଚଳାଇଥିଲା ଡ୍ରଗ୍ସ କଣ୍ଟ୍ରୋଲର ଟିମ୍। ସହରର ୩ଟି ଫାର୍ମରେ ଚଢ଼ାଉ କରି ଡ୍ରଗ୍ସ କଣ୍ଟ୍ରୋଲର ଟିମ୍ ୨୨ ଲକ୍ଷ ଟଙ୍କାର ନକଲି ଔଷଧ ଜବତ କରିଛି।
ଯାଞ୍ଚବେଳେ ମିଳିଲା ଆଖି ତରାଟିଲା ଭଳି ୧୩୯ କେଜିର ରୂପା ଇଟା, ୩୭ କେଜିର ଚାନ୍ଦି ଅଳଙ୍କାର ଓ ପାଖାପାଖି ୧୨ ଲକ୍ଷ ନଗଦ ଟଙ୍କା ।
ସ୍ୱାର୍ଥପର ମଣିଷ। ଦିନେ ଏଇ କୁକୁର ତାକୁ ସୁରକ୍ଷା ଦେଉଥିଲା ହେଲେ ଆଜି ତା’ ଦେହ ଖରାପ ହେଲା ବୋଲି ଅଧା ରାସ୍ତାରେ ଛାଡି ଦେଇ ପଳାଇଲା। ଚର୍ମ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଘର୍ଷ କରୁଛି ଏଇ ବିଦେଶୀ କୁକୁର...ଏମିତି ମାଲିକଙ୍କୁ କହିବେ କଣ?
ଟାଙ୍ଗି ଟୋଲଗେଟରେ ଯାଞ୍ଚ ବେଳେ ଧରିଲେ ଅବକାରୀ ସ୍କ୍ୱାଡ୍
ଲଘୁଚାପ କ୍ଷେତ୍ରଟି ଆଗାମୀ କିଛି ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିିଛି ।
ରାସ୍ତା ଖରାପ ଯୋଗୁଁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ । ଫଳରେ ଆମ୍ବୁଲାନ୍ସ ପାଖକୁ ପାଖାପାଖି ୧ କିଲୋମିଟର ଷ୍ଟ୍ରେଚରରେ ବୁହାହୋଇ ଆସିଲେ ରୋଗଗ୍ରସ୍ତ ମହିଳା । ଶେଷରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ଜୀବନ ଗଲା।
ମିଳିଥିବା ଖବର ଅନୁସାରେ, ୧୩୫୦ ଷ୍ଟ୍ରିପ୍ ନକଲି ଔଷଧ ଜବତ ହୋଇଛି ।