• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Cuttack (କଟକ)

Flood
ଆସୁଛି ଆଉ ଏକ ଲଘୁଚାପ, ବଢ଼ିଲା ବନ୍ୟା ଆଶଙ୍କା ! ୧୫ ଯାଏଁ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା 

ହୀରାକୁଦର ୨୦ଟି ଗେଟ୍‌ରେ ହେଉଛି ଜଳ ନିଷ୍କାସନ । ଅବିଶ୍ରାନ୍ତ ବର୍ଷାରେ ଭୂସ୍ଖଳନ, ଜଳବନ୍ଦୀ ଆଶଙ୍କା  ।

Cuttack Indoor Stadium
ପଦାରେ ପଡ଼ିଲା ଇଣ୍ଡୋର ଷ୍ଟାଡିୟମ୍‌ ବିକଳ ଚିତ୍ର, କେନ୍ଦ୍ର ଗୃହମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ସଭା ଛାତରେ ପଡ଼ିଥିଲା ପାଲ

ବର୍ଷାରୁ ରକ୍ଷା ପାଇଁ ଷ୍ଟାଡିୟମ ଛାତରେ ପଡ଼ିଥିଲା ଜରି ପାଲ । ଅନ୍ତର୍ଜାତୀୟ ଇଭେଣ୍ଟ ମାନ୍ୟତାପ୍ରାପ୍ତ ସ୍ଥଳର ବିଳକ ଚିତ୍ରକୁ ନେଇ ବଢୁଛି କ୍ଷୋଭ ।

Loot
ଦିବ୍ୟାଙ୍ଗଙ୍କ ରାସନ ଖାଉଛନ୍ତି ଡିଲର ! ଯେତେ ନେହୁରା ହେଲେ ବି ଶୁଣୁନି ପ୍ରଶାସନ

ସରକାର ଦେଉଥିବା ରାସନ ପାଇବା ପାଇଁ ଦିବ୍ୟାଙ୍ଗଙ୍କ ପରିବାର ବାରମ୍ବାର ଡିଲରଙ୍କୁ ଗୁହାରି କରିଥିଲା, ନେହୁରା ବି ହୋଇଥିଲା । ହେଲେ କିଛି ଶୁଣିନଥିଲେ ଡିଲର ।

 Union Home Minister Amit Shah Attend 75th Anniversary Of The Prajatantra Newspaper
ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କଲେ ଅମିତ ଶାହ, କହିଲେ- ଓଡ଼ିଶାର ଅଚ୍ଛେଦିନ୍‌ ଆସିଗଲା

‘ଓଡ଼ିଶା ଖଣିଜ ସମ୍ପଦରେ ଭରପୂର ରହିଛି। ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ ମୁଁ ଦେଖିପାରୁଛି’ ବୋଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହା କହିଛନ୍ତି।

Poor road condition of Link Road to Badambadi
ରାତାରାତି ଗଡ଼ବଡ଼: ବୁଧବାର ରାତିରେ ରାସ୍ତା କାମ, ଗୁରୁବାର ସକାଳୁ ଉଠିଗଲା ପିଚୁ

ବୁଧବାର ରାତିରେ କଟକ ଲିଙ୍କ୍ ରୋଡ-ବାଦାମବାଡ଼ି ମୁଖ୍ୟ ରାସ୍ତା କାମ ହୋଇଥିଲା। ତେବେ ଗୁରୁବାର ସକାଳକୁ ରାସ୍ତାରେ ଆଉ ପିଚୁ ନାହିଁ, ରାସ୍ତା ସାରା ଖାଲି ଗୋଡ଼ି ହିଁ ଗୋଡ଼ି।

Cuttack SCB Medical doctors successfully perform Rare Surgery
SCBରେ ମହିଳାଙ୍କ ସଫଳ ମାଢ଼ି ପ୍ରତିରୋପଣ: ବ୍ଲାକ ଫଙ୍ଗସ ରୋଗରେ ଆକ୍ରାନ୍ତ ହୋଇଥିଲେ ମହିଳା

ବ୍ଲାକ ଫଙ୍ଗସ ରୋଗରେ ଆକ୍ରାନ୍ତ ହୋଇଥିଲେ ମହିଳା ...୭ ଜଣିଆ ଡାକ୍ତରୀ ଟିମ କଲେ ସଫଳ ମାଢ଼ି ପ୍ରତିରୋପଣ...

CBI
ମହିମା ମିଶ୍ରଙ୍କ ଘରେ ସିବିଆଇ ରେଡ୍ ଘଟଣା: ୪ ଗିରଫ

ମହିମା ମିଶ୍ରଙ୍କ ଘରେ ସିବିଆଇ ରେଡ୍ ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି...

Portion of road caves in due to JICA construction work in Cuttack
କଟକରେ ଜାଇକା ଖାଲ: ଧସିଲା ମାଟି, ହଠାତ୍‌ ମଝି ରାସ୍ତାରେ ସୃଷ୍ଟି ହେଲା ୬ ଫୁଟର ଖାଲ

କଟକ ଚୌଧୁରୀ ବଜାରର ମୁଖ୍ୟ ରାସ୍ତାରେ ଜାଇକା ଡ୍ରେନରେ ମାଟି ଧସି ହେବାପରେ ହଠାତ୍‌ ରାସ୍ତାରେ ୬ ଫୁଟର ଖାଲ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଥିଲା। 

Pravat Ranjan Biswal
ଓଡ଼ିଶାରେ ଆକ୍ଟିଭ୍‌ ହେଲା କି ED ? ସି-ସୋର ଲିଙ୍କ୍‌ରେ ପ୍ରଭାତ ବିଶ୍ୱାଳଙ୍କର ସମ୍ପତ୍ତି ଆଟାଚ୍

ଗୁରୁ କନସଲଟାଣ୍ଟସ ସଂସ୍ଥାର ୩ କୋଟି ୯୦ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ । ପ୍ରଭାତ କହିଲେ ଜମିଜମା ସଂପର୍କିତ ମାମଲା, କୋର୍ଟରେ ପ୍ରମାଣ କରିବି ।

Cancer
କ୍ୟାନସର ନଥାଇ କେମୋ ପରେ ଅପରେସନରେ କଟାଗଲା ଅଙ୍ଗ !

ଯନ୍ତ୍ରଣା ଭୋଗୁଛନ୍ତି କାମାକ୍ଷାନଗରର ୪୫ ବର୍ଷିଆ ମହିଳା । ଏସସିବି ମେଡିକାଲର ତ୍ରୁଟିପୂର୍ଣ୍ଣ ନିଦାନ ରିପୋର୍ଟକୁ ଦୋଷ ଦେଲେ ପୁଅ । ପ୍ରଶାସନିକ ଅଧିକାରୀଙ୍କୁ ଫେରାଦ ।

Forest officials detect 5 gunshot wounds on injured Elephant in Odisha forest
ନରସିଂହପୁର ବାର୍ସିଗାଁ ଜଙ୍ଗଲରୁ ଗୁଳିବିଦ୍ଧ ହାତୀ ଠାବ: ଦନ୍ତା ଦେହରେ ୫ ଗୁଳି !

ନରସିଂହପୁର ଅଂଚଳରେ ଗୁଳିମାଡ଼ରେ ହାତୀ ଆହତ ଘଟଣା । ଜଙ୍ଗଲରେ ବୁଲୁଥିବା ଦନ୍ତା ଦେହରେ ବାଜିଛି ୫ଟି ଗୁଳି...

SCB medical
ଏଣିକି SCB ଯିବେ ମଙ୍କିପକ୍ସ ରୋଗୀ: ଖୋଲିଲା ନୋଡାଲ ସେଣ୍ଟର

SCBରେ ଖୋଲିଲା ମଙ୍କିପକ୍ସର ନୋଡାଲ ସେଣ୍ଟର....

Watch police rescue woman waiting on rail track with baby to end life
‘ଟ୍ରାକ୍‌ରେ କାହିଁକି ବସିଛି ? ଟ୍ରେନ୍‌ ସିଗ୍ନାଲ୍‌ ଦେଲାଣି, କେତେବେଳେ ବି ଚାଲି ଆସିବ’

ଅନ୍ଧାର ରାତିରେ ଜଣେ ମହିଳା ନିଜର କଅଁଳା ଛୁଆକୁ ଧରି ଆତ୍ମହତ୍ୟା କରିବା ପାଇଁ କଟକ ରେଲ୍‌ୱେ ଷ୍ଟେସନର ରେଳ ଧାରଣାରେ ବସିଥିଲେ। ଜଣେ ମହିଳା ପୋଲିସ୍‌ ଦେବଦୂତ ସାଜି ଆସିଲେ ଓ ଜୀବନ ବଞ୍ଚାଇଲେ। 

Another elephant shot at by poachers in Cuttack forest
ବିପଦରେ ଗଜରାଜ: ପୁଣି ଏକ ହାତୀକୁ ଗୁଳିମାଡ଼ !

କଟକ ନରସିଂହପୁର ଅଞ୍ଚଳରେ ପୁଣି ଏକ ହାତୀକୁ ଗୁଳିମାଡ ହୋଇଥିବା ସୂଚନା ।

DCP Briefs Media On The Murder Of A Woman In Cuttack Odia Bazar
ହତ୍ୟା ପଛରେ ଆପତ୍ତିଜନକ ଫଟୋ ! ଲାପ୍‌ଟପ୍‌ ଗାଏବ !

କଟକ ଓଡ଼ିଆ ବଜାରରେ ମହିଳାଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ। ଏହି ଘଟଣାରେ ୨ ଜଣ ଗିରଫ ହୋଇଛନ୍ତି। 

Cuttack Road
କଟକରେ ରାସ୍ତା ଅବସ୍ଥା ଶୋଚନୀୟ, ମେୟରଙ୍କ କରୁଛନ୍ତି ଚିରାଚରିତ ଯୁକ୍ତି

ସହରର ପ୍ରବେଶ ପଥ ଲିଙ୍କ ରୋଡ଼ରୁ ବାଦାମବାଡ଼ି ପର୍ଯ୍ୟନ୍ତ ରାସ୍ତାରେ ଜାଇକା କାମ ଯୋଗୁଁ ସୃଷ୍ଟି ହୋଇଛି ବଡ ବଡ ଖାଲ । ପୁରୀଘାଟ, ଗଣେଶ ଘାଟ, ସିଡିଏ କାଠଯୋଡ଼ି ବନ୍ଧ, ସବୁଠି ରାସ୍ତାରେ ଖାଲ ।

Mohammed Moquim
BJDରେ ମିଶିବେ କି ମୋକିମ୍ ? କ୍ରସ୍ ଭୋଟିଂ ପରେ ପଲିଟିକାଲ କ୍ୟାରିୟରକୁ ନେଇ ଚର୍ଚ୍ଚା

ମୋକିମ୍ କହିଲେ କଂଗ୍ରେସରେ ଅଛି ରହିବି । କାର୍ଯ୍ୟାନୁଷ୍ଠାନ ଦାବି କଲେ ତାରା-ସୁର । ଶରତ କହିଲେ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା ।

Sarat Pattnaik
ମୋକିମ୍‌ଙ୍କ କ୍ରସ୍‌ ଭୋଟିଂକୁ ପିସିସି ସଭାପତିଙ୍କ ନିନ୍ଦା, କହିଲେ ହାଇକମାଣ୍ଡକୁ କରାଯାଇଛି ଅବଗତ

ମାଟିର ଝିଅ କଥାକୁ ଖଣ୍ଡନ କଲେ ତାରାପ୍ରସାଦ ବାହିନୀପତି । ଯଶୱନ୍ତ ସିଂହ୍ନା ବିହାରର, ତାଙ୍କୁ ବିଜେପି ଭୋଟ ଦେଲା କି ?

Swiggy Delivery Boy Found Dead In Cuttack
ରାସ୍ତାକଡ଼ରୁ ମିଳିଲା Swiggy ବୟଙ୍କ ମୃତଦେହ

କଟକରେ ଜଣେ ସ୍ୱିଗି ଡେଲିଭରି ବୟଙ୍କ ମୃତଦେହ ଉଦ୍ଧାର ହୋଇଛି। ଲ’ ୟୁନିଭର୍ସିଟି କଲେଜ ସମ୍ମୁଖରୁ ସ୍ୱିଗି ବୟଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି।

Alert To Twin City
କଟକ ଓ ଭୁବନେଶ୍ୱରବାସୀଙ୍କୁ ଆଲର୍ଟ, କାମ ନଥିଲେ ବାହାରନ୍ତୁ ନାହିଁ

ଲଗାଣ ବର୍ଷା ଓ ଘଡ଼ଘଡ଼ି ପାଇଁ ଟ୍ୱିନ୍‌ସିଟି କଟକ ଓ ଭୁବନେଶ୍ୱରକୁ ଆଲର୍ଟ ଜାରି କରାଯାଇଛି। କାମ ନଥିଲେ ଘର ବାହାରକୁ ନବାହାରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। 

Body Of Woman With Slit Throat Found Inside House In Cuttack
‘ମୁଁ ଡ୍ୟୁଟିକୁ ଯାଇଥିଲି, ଆସିଲା ବେଳକୁ ମୋ ସ୍ତ୍ରୀ ଆଉ ନାହିଁ’

ଗଳାକଟା ଅବସ୍ଥାରେ ଘର ଭିତରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ଅପରାହ୍ଣରେ କଟକରେ ଏହି ଚାଞ୍ଚଲ୍ୟକର ଘଟଣା ଘଟିଛି। 

Bol Bom
କାଉଡ଼ିଆଙ୍କ ପାଇଁ ବଡ଼ ଖବର: ଧବଳେଶ୍ୱର ପୀଠକୁ ବାହୁଙ୍ଗି ମନା

ଏଣିକି ଧବଳେଶ୍ୱର ପୀଠକୁ ବାହୁଙ୍ଗି ନେଇ ଯାଇପାରିବେ ନାହିଁ କାଉଡ଼ିଆ..

Kidney Transplant
ବିଶ୍ୱସ୍ତରୀୟ SCBରେ ହୋଇପାରିଲାନି କିଡ୍‌ନୀ ପ୍ରତିରୋପଣ ? ହେଲେ ଆଗୁଆ କାଢ଼ି ନେଇଥିଲେ ଡାକ୍ତର

ଜଗତସିଂହପୁରର ୬ ବର୍ଷିୟ ପୁଅର କିଡ୍‌ନୀ ଦାନ କରିଥିଲେ ପରିବାର । ୬ ବର୍ଷିୟ ପୁଅ କିଡ୍ନୀରେ ବଞ୍ଚିଗଲା ଘରୋଇ ହସ୍ପିଟାଲ୍ ରୋଗୀଙ୍କ ଜୀବନ ।

Water Logging At Cuttack Badambadi Bus Stand
ପଙ୍କ କାଦୁଅରେ ପଚପଚ କଟକ ବାଦାମବାଡ଼ି ବସ୍‌ଷ୍ଟାଣ୍ଡ, ଇଏ କ’ଣ ବିଶ୍ୱ ସ୍ତରୀୟ ?

ରାଜ୍ୟର ସବୁ ବିଶ୍ୱ ସ୍ତରୀୟ ବୋଲି ସରକାର ଡିଣ୍ଡିମ ପିଟୁଥିବା ବେଳେ ମୌସୁମୀ ବର୍ଷାରେ ବାଦାମବାଡ଼ିର ଅନୁଗୁଳ-ପାରାଦୀପ ବସ୍‌ଷ୍ଟାଣ୍ଡର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପଙ୍କ କାଦୁଅରେ ପଚପଚ ବସ୍‌ଷ୍ଟାଣ୍ଡ।

27 COVID positive cases detected from college in Cuttack Niali
ଗୋଟିଏ କଲେଜରୁ ୨୭ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ, ୭ ଦିନ ପାଇଁ ସବୁ କ୍ଲାସ୍‌ ବାତିଲ୍‌

କଟକ ଅଡ଼ଶପୁରର ଏକ କଲେଜରୁ ୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଛାତ୍ର ଓ ବାକି ୨୬ ଜଣ ଛାତ୍ରୀ ରହିଛନ୍ତି।