• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Cuttack (କଟକ)

Idol of Lord Jagannath
'ରାତିରେ ସ୍ୱପ୍ନାଦେଶ ହେଲା, ସକାଳେ କାଳିଆକୁ ଗଢ଼ିଲି'

ସେ ଏକ ଲୁଗା ଦୋକାନର ସେଲ୍ସମ୍ଯାନ୍। କଳା କାରିଗରି ସହ ତାଙ୍କର କୌଣସି ସଂପର୍କ ନଥିଲା। ଦିନେ ରାତିରେ ସ୍ୱପ୍ନ ଦେଖିଲେ, ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଗଢୁଛନ୍ତି। ରାତି ପାହିଲା, ହଠାତ୍ ତାଙ୍କ ମନରେ ସାହସ ଆସିଲା, କିଛି ନଜାଣି ମଧ୍ୟ ସେ ସେବେଠୁ ଗଢ଼ିବା ଆରମ୍ଭ କଲେ କାଳିଆର ମୂର୍ତ୍ତି। ସେଦିନର ସେ ଅନୁଭୂତି ଥିଲା ଦେହ ଥରାଇ ଦେଲାପରି। ଆସନ୍ତୁ ଭେଟିବା ସେଲ୍ସମ୍ୟାନ୍‌ରୁ ମହାପ୍ରଭୁଙ୍କ କାରିଗର ପାଲଟି ଯାଇଥିବା ଏହି ବ୍ୟକ୍ତିଙ୍କୁ।

27 students of a college in Cuttack Niali found Covid positive
ଗୋଟିଏ କଲେଜର ୨୭ ଛାତ୍ରଛାତ୍ରୀ ପଜିଟିଭ୍; ୭ ଦିନ ପାଇଁ ପାଠପଢ଼ା ବନ୍ଦ

ଗୋଟଟିଏ କଲେଜ୍‌ରୁ ୨୭ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ହୋଇଥିବା ସୂଚନା...

Girls Students
ଏଥର ବି ମାଟ୍ରିକ୍‌ ପରୀକ୍ଷାରେ ଛାତ୍ରଙ୍କଠାରୁ ଛାତ୍ରୀଙ୍କ ପାସ୍‌ ହାର ଅଧିକ

ଆନୁଷ୍ଠାନିକ ଭାବେ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରେଜଲ୍ଟ ଘୋଷଣା କରିଛନ୍ତି।

Heavy Rain
ତୁହାକୁ ତୁହା ବର୍ଷିଲା, ମୁଶଳଧାରା ବର୍ଷା ଯୋଗୁଁ ଜଳାର୍ଣ୍ଣବ ଟ୍ୱିନ୍‌ ସିଟି

ବର୍ଷା ଯୋଗୁଁ ବାଧାପ୍ରାପ୍ତ ହେଲା ସାଧାରଣ ଜନଜୀବନ । ୨୪ ଘଣ୍ଟା ପାଇଁ ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ।

Matric Result
ବାହାରିବ ମାଟ୍ରିକ୍‌ ରେଜଲ୍ଟ, ବେଶ ଆଶାବାଦୀ ଛାତ୍ରଛାତ୍ରୀ

ଏସ୍ଏମ୍ଏସ୍ ଜରିଆରେ ବି ପରୀକ୍ଷାର୍ଥୀ ରେଜଲ୍ଟ ପାଇପାରିବେ । ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି ।

Varsha - Anubhav
ବର୍ଷାଙ୍କୁ ଗୀତା ଉପହାର ଦେଲେ ଅନୁଭବ, କହିଲେ ଶାନ୍ତିରେ ରୁହ ଶାନ୍ତିରେ ରହିବାକୁ ଦିଅ

ବିବାହ ବିଚ୍ଛେଦ ମାମଲାରେ ଆଜି କଟକ ପାରିବାରିକ ଅଦାଲତରେ ସାକ୍ଷ୍ୟ ଦେଇଛନ୍ତି ଅନୁଭବ । ଏହି ସମୟରେ ବର୍ଷାଙ୍କ ଓକିଲ ଅନୁଭବଙ୍କୁ ଦୀର୍ଘ ସମୟ ଧରି ଜେରା କରିଥିଲେ ।

Anubhav Mohanty
କୋର୍ଟରେ ଅନୁଭବଙ୍କୁ ଜେରା କଲେ ବର୍ଷାଙ୍କ ଓକିଲ

ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡ଼ି ଅନ୍ୟତ୍ର ରହିବା ନିର୍ଦ୍ଦେଶ ଉପରେ କୋର୍ଟ ଲଗାଇଥିଲେ ରୋକ୍ । SDJMଙ୍କ ନିର୍ଦ୍ଦେଶ ଉପରେ ଅନ୍ତରୀଣ ରୋକ ଲଗାଇଥିଲେ କଟକ ଜିଲ୍ଲା ଜଜ୍ ।

prisoner escapes from cuttack SCB Medical
କଟକ ବଡ଼ ମେଡିକାଲରୁ ବିରଧୀନ କଏଦୀ ଫେରାର୍

ବଡ଼ ମେଡିକାଲରୁ ଚମ୍ପଟ୍ ମାରିଲା ବିଚାରାଧୀନ କଏଦୀ....

Covid19: Masks now mandatory for people in Cuttack; CMC issues advisory
ଭୁବନେଶ୍ୱର ପରେ ଏବେ କଟକରେ ମାସ୍କ ବାଧ୍ୟତାମୂଳକ

କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କଲା ସିଏମ୍‌ସି...

MLA Mohammad Moquim
ବାରମ୍ବାର ଦାବି ସତ୍ତ୍ୱେ ଶୁଣିଲେନି ସରକାର: ନାଳ ପାଣିରେ ପଶି ପ୍ରତିବାଦ କଲେ ବିଧାୟକ ମହମ୍ମଦ ମୋକିମ

ସରକାର ନ ଶୁଣିବାରୁ ନାଳ ଭିତରେ ପଶି ପ୍ରତିବାଦ କରିଛନ୍ତି ବିଧାୟକ ମହମ୍ମଦ ମୋକିମ।

Elephant
ପୁଣି ସାମ୍ନାକୁ ଆସିଲା ଆଉ ଏକ ହାତୀ କଙ୍କାଳ

ଗ୍ରାଉଣ୍ଡକୁ ଯାଇ ଅନୁଧ୍ୟାନ କରିଛନ୍ତି ଆଠଗଡ଼ ଡିଏଫ୍ଓ, ଅନୁଗୁଳ ସର୍କଳର ସିସିଏଫ୍, କ୍ରାଇମବ୍ରାଞ୍ଚର ଜଣେ ଡିଏସ୍‌ପି ମିଳିତ ଭାବେ ତଦନ୍ତ କରିଛନ୍ତି ।

cyber loot
ଜିଲ୍ଲାପାଳଙ୍କୁ ବି ଛାଡ଼ିଲେନି ସାଇବର ଲୁଟେରା ! ତାଙ୍କ ନାଁରେ ବି ଫେକ୍‌ ହ୍ୱାଟ୍ସଆପ୍‌ ଆକାଉଣ୍ଟ

କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନିଙ୍କ ନାଁରେ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ ଖୋଲିଛନ୍ତି ସାଇବର ଠକ । ଏବଂ ତାଙ୍କ ନାଁରେ ଲୋକଙ୍କୁ ମେସେଜ୍ ପଠାଇ ଆମାଜନ ଗିଫ୍ଟ କାର୍ଡ ମାଗୁଛନ୍ତି ।

14 brass idols unearthed at Nahabhanga village in Odisha's Cuttack
ମାଟିତଳୁ ଉଦ୍ଧାର ହେଲା ୧୪ଟି ପିତ୍ତଳ ମୂର୍ତ୍ତି

କଟକ ଜଲ୍ଲା ରାଉତି ପାଟଣା ନାହାରଙ୍ଗା ଗାଁର ଜଣେ ବ୍ୟକ୍ତିଙ୍କ ଘରର ମାଟି ତଳୁ ମିଳିଛି ୧୪ଟି ପିତଳ ମୂର୍ତ୍ତି ।

Cases Pending In Orissa High Court
ଓଡ଼ିଶା ହାଇକୋର୍ଟରେ ପଡ଼ି ରହିଛି ୧ ଲକ୍ଷରୁ ଅଧିକ ମାମଲା

ରାଜ୍ୟ ନ୍ୟାୟପାଳିକାର ପ୍ରଦର୍ଶନ ନେଇ ଦେଶରେ ପ୍ରଥମ ଥର ପାଇଁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ପକ୍ଷରୁ ବାର୍ଷିକ ରିପୋର୍ଟ ପ୍ରକାଶ କରାଯାଇଛି। ୨୦୨୧ ସୁଦ୍ଧା ଓଡ଼ିଶା ହାଇକୋର୍ଟରେ ୧ ଲକ୍ଷ ୭୩ ହଜାର ୫୧୦ ମାମଲା ପଡ଼ି ରହିଛି।

Orissa HC quashes all petitions filed in connection with Srimandir Heritage Corridor project
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ସମସ୍ତ ମାମଲା ରଦ୍ଦ କଲେ ହାଇକୋର୍ଟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଆସି ସାରିଥିବାରୁ ଦାୟର ସମସ୍ତ ମାମଲାର ଶୁଣାଣି କରି ହାଇକୋର୍ଟ ଏହାକୁ ରଦ୍ଦ କରିଛନ୍ତି।

Anubhav Mohanty
ଅନୁଭବଙ୍କୁ ଝଟ୍‌କା ! ଶ୍ୱଶୁର ଘର ଛାଡ଼ିବେନି ବର୍ଷା

SDJMଙ୍କ ନିର୍ଦ୍ଦେଶ ଉପରେ ଅନ୍ତରୀଣ ରୋକ ଲଗାଇଲେ କଟକ ଜିଲ୍ଲା ଜଜ୍ ।

Odisha's famine of 1866
ନଅଙ୍କ ଦୁର୍ଭିକ୍ଷର କଥା ମନେ ପଡ଼ିଲେ ଆଜି ବି ଡର ଲାଗେ, ପ୍ରଶାସନିକ ଅବହେଳା ପାଇଁ ପ୍ରାଣ ହାରିଥିଲେ ୧୦ ଲକ୍ଷ ଲୋକ !

ଆଜି ବି ମନେ ପଡ଼େ ସେଇ ନଅଙ୍କ ଦୁର୍ଭିକ୍ଷର କଥା। ପ୍ରଶାସନିକ ଅବହେଳା ପାଇଁ ଚାହୁଁଚାହୁଁ ୧୦ ଲକ୍ଷ ଲୋକଙ୍କ ପ୍ରାଣ ବାୟୁ ଉଡ଼ିଯାଇଥିଲା। ଆଉ ପଡ଼ି ରହିଥିଲା ଶହଶହ କଙ୍କାଳସାର ମଣିଷଙ୍କ ଶବ..ପରିବେଶବିତ୍‌ କହୁଛନ୍ତି କିଛି କହିହେବନି..କେତେବେଳେ ଆମେ ବି ସାମ୍ନା କରିପାରିବା ନଅଙ୍କ ଦୁର୍ଭିକ୍ଷର ଦଶା..

97 yr old do Yoga
ବୟସ କେବଳ ସଂଖ୍ୟା ମାତ୍ର;୯୭ ବୟସରେ ବି ନଇଁନି ଅଣ୍ଟା, ଏବେବି ବି ଫିଟ୍‌ ଆଉ ହେଲଦି

୯୭ ବର୍ଷ ବୟସରେ ବି ଫିଟ୍ କଟକର ନିରଞ୍ଜନ ପଟ୍ଟନାୟକ। ୨୨ ବର୍ଷ ହେଲା କରୁଛନ୍ତି ଯୋଗାଭ୍ୟାସ୍..

Agniveer
ଅଗ୍ନିବୀରଙ୍କ ପାଇଁ ଭାରତୀୟ ସ୍ଥଳସେନାର ନିଯୁକ୍ତି ବିଜ୍ଞପ୍ତି ପରେ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଦେଲେ ସ୍ୱତନ୍ତ୍ର ଅଫର

ଟ୍ରାଫିକ ଜାମ୍ ଯୋଗୁଁ ଗୁରୁଗ୍ରାମ-ଦିଲ୍ଲୀ ରୋଡ୍‌ରେ ଲୋକେ ନୟାନ୍ତ । ଅଗ୍ନିପଥ ପ୍ରତ୍ୟାହାର ଦାବିରେ ଭାରତ ବନ୍ଦର ପ୍ରଭାବ, ଦେଶବ୍ୟାପି ୫ ଶହ ଟ୍ରେନ୍ ଚଳାଚଳ ପ୍ରଭାବିତ ।

Mahanga Double Murder
ମାହାଙ୍ଗା ଡବଲ ମର୍ଡର: କୋର୍ଟରେ SDPO ହାଜର, ୭ ଜଣଙ୍କ ବୟାନ ରେକର୍ଡ କରି ଦାଖଲ କଲେ ସିଡି

ମନ୍ତ୍ରୀ ପ୍ରତାପ ଜେନାଙ୍କ ଦୁଇ ସହଯୋଗୀ ବାପି ବିଶ୍ୱାଳ ଓ ପୂର୍ବତନ ବ୍ଲକ୍ ଅଧକ୍ଷ ଶରତ ନାୟକଙ୍କ ବୟାନ ମଧ୍ୟ ପୂର୍ବରୁ ରେକର୍ଡ କରି ଏହି କେଶ ଡାଏରିରେ ଦାଖଲ କରାଯାଇଛି ।

Separated conjoined twin Jaga admitted to SCB hospital in Cuttack
SCBରେ ଭର୍ତ୍ତି ହେଲା ଯୋଡ଼ାମୁଣ୍ଡ ଶିଶୁ ଜଗା

ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ SCB ମେଡିକାଲ୍‌ରେ କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗାକୁ ଅଣାଯାଇଛି। ଜଗାର ସିଟି ସ୍କାନ ଓ MRI କରାଯାଇଥିବା ବେଳେ ଆଜି ଦିଲ୍ଲୀ ଏମ୍ସର ସ୍ୱତନ୍ତ୍ର ଡାକ୍ତରୀ ଦଳ ଜଗାର ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଆସିବେ।

Agnipath Recruitment Scheme Protests In Cuttack
କଟକରେ ‘ଅଗ୍ନିପଥ’ ନିଆଁ, ଲାଠିମାଡ଼ କଲା ପୋଲିସ୍‌

‘ଅଗ୍ନିପଥ’ ଯୋଜନାକୁ ନେଇ ଦେଶରେ ପ୍ରତିବାଦର ନିଆଁ ତେଜିବାରେ ଲାଗିଛି। ଅଗ୍ନିପଥ ନିଯୁକ୍ତି ଯୋଜନାକୁ ଓଡ଼ିଶାରେ ମଧ୍ୟ ବିରୋଧ କରାଯାଇଛି। କଟକ କ୍ୟାଣ୍ଟନମେଣ୍ଟ ରୋଡ୍‌ରେ ବିକ୍ଷୋଭକାରୀମାନେ ବିରୋଧ ପ୍ରଦର୍ଶନ କରିଛନ୍ତି।

Barabati ticket fraud- Non VIPs entering stadium with fake passes sparks row
ବାରବାଟୀ ମ୍ୟାଚ୍‌ରେ ଟିକେଟ୍ ନପାଇ କ୍ରିକେଟପ୍ରେମୀ ନିରାଶ; ନକଲି ପାସ୍‌ରେ ଷ୍ଟାଡିୟମରେ ଶହ ଶହ ଏଣ୍ଟ୍ରି ଅଭିଯୋଗ

ବାରବାଟୀ ମ୍ୟାଚ୍‌ରେ ଟିକେଟ୍ ନପାଇ ହଜାର ହଜାର ଦର୍ଶକ ନିରାଶ ହୋଇଥିବାବେଳେ ନକଲି ପାସ୍‌ରେ ଷ୍ଟାଡିୟମରେ ଶହ ଶହ ଏଣ୍ଟ୍ରି କରାଯାଇଥିବା ଅଭିଯୋଗ ହୋଇଛି ।

Elephant Died
ହାତୀ ମୃତ୍ୟୁ ଓ କଙ୍କାଳ ମିଳିବା ଘଟଣାର ତଦନ୍ତ କରିବ ସ୍ପେସାଲ ଟିମ୍

ଆଠଗଡ ବନଖଣ୍ଡ ବଡମ୍ବା ରେଞ୍ଜର ଖାରଡ଼ ଓ ଜେନାପାଳ ଗାଁ ମାଟିତଳୁ ଦୁଇଟି ହାତୀ କଙ୍କାଳ ମିଳିଥିଲା।

Elephant Skeleton
ଚାଲିଗଲା ଆଉ ଏକ ହାତୀର ଜୀବନ; କଙ୍କାଳ ମିଳିଲା କିନ୍ତୁ ଦାନ୍ତ ଗାୟବ

ଆଠଗଡ ବନଖଣ୍ଡ ବଡମ୍ବା ବନାଞ୍ଚଳର ଚନ୍ଦ୍ରଗିରି ସଂରକ୍ଷିତ ଜଙ୍ଗଲର ଖାରୋଡ ଗାଁ ନିକଟରୁ ଏକ ଦନ୍ତାହାତୀର କଙ୍କାଳ ଉଦ୍ଧାର ହୋଇଛି ।