SCB ମେଡିକାଲ୍ ଟିକେଟ୍ କାଉଣ୍ଟର ଭିତରେ ଜଣେ କର୍ମଚାରୀ ମଦ ପିଇବା ଭିଡିଓ ଭାଇରାଲ ହୋଇଥିଲା। ମାମଲାର ତନାଘନା ପରେ ଲିଫ୍ଟ ଅପରେଟର ତଥା ଠିକା କର୍ମଚାରୀ ସନ୍ତୋଷ ଦାସଙ୍କୁ ନିଲମ୍ବନ କରାଯାଇଛି।
କଟକ କାଠଯୋଡ଼ି ନଦୀକୁ ଡେଇଁ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି ।
ପେପରଲେସ୍ ହେବ ରାଜ୍ୟର ସମସ୍ତ ଜିଲ୍ଲା ଜଜ୍ କୋର୍ଟ । ଯୋଜନାର ଶୁଭାରମ୍ଭ କଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ।
ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି । ମାମଲାର ତ୍ୱରିତ ବିଚାର ଲାଗି ଫାଷ୍ଟ ଟ୍ରାକ୍ କୋର୍ଟ ବସେଇବାକୁ ଉଲ୍ଲେଖ ।
ଦୋକାନରେ ବିକ୍ରି ହେଉଥିବା ଖାଦ୍ୟର ନମୁନା ପରୀକ୍ଷା କରାଯାଇଥିଲା। ଏହି ସମୟରେ ଖାଦ୍ୟରେ ରଙ୍ଗର ପରିମାଣ ଅଧିକ ବ୍ୟବହୃତ ହେଉଥିବା ସ୍ୱାସ୍ଥ୍ୟ ବିଭାଗ ଟିମ୍ ଦେଖିବାକୁ ପାଇଥିଲେ।
ସରକାର ଯାହା କହୁଛନ୍ତି ବାସ୍ତବରେ ତାର ଚିତ୍ର କିନ୍ତୁ ଭିନ୍ନ ରହୁଛି । ଲୋକଙ୍କୁ ବିଜ୍ଞାପନ ମାଧ୍ୟମରେ ସରକାର କେବଳ ଗୋଲାପୀ ଚିତ୍ର ଦେଖାଉଛନ୍ତି ।
୧୦୦ ଶଯ୍ୟା ବିଶିଷ୍ଟ ଏହି ଅତ୍ୟାଧୁନିକ ହସ୍ପିଟାଲରେ ଜଣେ ବି ରୋଗୀ ନାହାନ୍ତି ।
ସାଇବର ଠକ କବଳରେ କଟକର ଯୁବତୀ
ଇଏ ବି ଜଣେ ସାଲବେଗ। ମହାପ୍ରଭୁ ଜଗନ୍ନାଥଙ୍କ ଏମିତି ଭଜନ ଗାଉଛନ୍ତି ଯେ ଥରେ ଶୁଣିଲେ ବାରମ୍ବାର ଶୁଣିବାକୁ ହେବ ଇଚ୍ଛା। ବିନା କୌଣସି ତାଲିମରେ ଜଗାର ଭଜନ ଗାଉଛନ୍ତି ମେହେରବାନ୍।
ଗତକାଲି ବିଳମ୍ବିତ ରାତିରେ ଯୁବକ ଜଣକ ମୁଣ୍ଡଳୀ ବ୍ରିଜ୍ରୁ ମହାନଦୀକୁ ଡେଇଁ ପଡ଼ିଥିଲେ। ତେବେ ଆଜି ସକାଳୁ ସୁରକ୍ଷିତ ଭାବେ ତାଙ୍କୁ ଉଦ୍ଧାର କରାଯାଇଛି।
‘ମୁଁ ବାଥ୍ରୁମ୍ ଗଲେ କବାଟ ଧରିକି ଯାଉଛି। କାରଣ ମୁଁ ଅଫିସ୍ରେ ବସୁଛି, ବାଥ୍ରୁମ୍ କବାଟ ଭାଙ୍ଗି ପଡ଼ିଛି।’ କଟକ ମେୟର ସୁବାସ ସିଂ ଗତକାଲି ସିଏମସି କାଉନସିଲ ବୈଠକରେ ଏହି ବକ୍ତବ୍ୟ ଦେଇଥିଲେ। ଆଜି କଟକ ଜିଲ୍ଲା କଂଗ୍ରେସ କଂଗ୍ରେସ୍ ପକ୍ଷରୁ ସୁବାସ ସିଂହଙ୍କ ଉଦ୍ଦେଶ୍ୟରେ କଟକ ମହାନଗର ନିଗମ କମିଶନରଙ୍କୁ ଏକ କବାଟ ଭେଟି ଦିଆଯାଇଛି।
କଟକ ପରିବାର ଅଦାଲତରେ ହାଜର ହେଲେ ଅନୁଭବ, ବର୍ଷା
ଗତ ରାତିରେ ଲଜ୍ ତଳେ ଥିବା ଇଲେକ୍ଟ୍ରିକ୍ ସ୍କୁଟି ସୋରୁମ୍ରେ ଲାଗିଥିଲା ନିଆଁ ।
CMC କାଉନସିଲ ବୈଠକରେ ମେୟରଙ୍କୁ ଟାର୍ଗେଟ କଲେ ବିଜେପି କର୍ପୋରେଟର୍ । ବୈଠକ ଚାଲିଥିବାବେଳେ କଳା ପତାକା ପ୍ରଦର୍ଶନ କରିବା ସହ ହଲ୍ ମଝିକୁ ଆସି ବିଜେପି କର୍ପୋରେଟରମାନେ ବିଭିନ୍ନ ସମସ୍ୟାକୁ ନେଇ ମେୟରଙ୍କୁ ବିରୋଧ କରିଛନ୍ତି ।
ସାଲେପୁରରେ ଶିବ ମନ୍ଦିରରେ ପାଠ ପଢୁଛନ୍ତି ପିଲା । ସ୍କାର୍ଟସ୍କୁଲ୍ ନାଁରେ ଭେଳିକି ଦେଖାଉଛନ୍ତି କି ରାଜ୍ୟ ସରକାର?
ପୂଜା ଯେତିକି ଯେତିକି ପାଖେଇ ଆସୁଛି ସେହି ଅନୁସାରେ ପୂଜା ମଣ୍ଡପଗୁଡିକରେ ମଧ୍ୟ ଜୋରସୋରରେ ଚାଲିଛି ପ୍ରସ୍ତୁତି।
କଟକର ବିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ଚାଲିଛି ବ୍ୟାପକ ପ୍ରସ୍ତୁତି । ଚାନ୍ଦି ମେଢ଼ ସଫାସଫି ପାଇଁ କାରିଗରଙ୍କ ହାତକୁ ବି ଫୁରସତ ନାହିଁ ।
ପୁରୀଘାଟ ଥାନା ଅଞ୍ଚଳରେ ୨ଟି ଷ୍ଟକିଷ୍ଟ ଉପରେ ଚଢ଼ାଉ ହୋଇଥିଲା। ବେଙ୍ଗାଲୁରୁର ଏକ ବ୍ରାଣ୍ଡ୍ କମ୍ପାନୀର ମେଡିସିନ୍କୁ ଡୁପ୍ଲିକେଟ୍ କରିବା ଅଭିଯୋଗରେ ରେଡ୍ ହୋଇଥିଲା।
କଟକ ସ୍ୱତନ୍ତ୍ର ପକ୍ସୋ କୋର୍ଟ ବିଚାରପତି ସୁବାସ ବିହାରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ ସାମ୍ନାକୁ ଆସିଛି। ରଶି ଲଗାଇ ଝୁଲି ପଡ଼ିବାରୁ ବିଚାରପତି ସୁବାସଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି।
ଏହି ନୂଆ ନିଷ୍ପତ୍ତି ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି । ବୈଠକ ସରିବା ପରେ ସେ ଏହା କହିଛନ୍ତି ।
ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୪ ଜଣ ଅସୁସ୍ଥ ହୋଇପଡ଼ିଥିଲେ। ଏଥିରେ ବାପା,ମା’ଙ୍କ ଜୀବନ ଚାଲି ଯାଇଥିବା ବେଳେ ପୁଅ ଓ ଝିଅଙ୍କ ମୃତ୍ୟୁ ଘଟିଛି।
ସୁବାସଙ୍କ ମୃତଦେହ ତାଙ୍କୁ ଦେଖିବାକୁ ଦିଆଯାଇ ନଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ ।