କଟକରେ ଆସନ୍ତା ୧୨ ତାରିଖରେ ରହିଛି ୫ ମ୍ୟାଚ୍ ବିଶିଷ୍ଟ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ । ଏଥିରେ ଖେଳିବେନି କେ ଏଲ୍ ରାହୁଲ ।
କଟକ ଏସସିବି ମେଡିକାଲରେ ୧୩ ଦିନ ହେଲାଣି ନାଇଜେରୀୟ ଅଭିଯୁକ୍ତଙ୍କ ମୃତଦେହ ପଡ଼ି ରହିଛି। ଗତ ମେ’ ୨୬ ତାରିଖରେ ଅଗଷ୍ଟିନ୍ଙ୍କ ମୃତ୍ୟୁ ହୋଇଛି। ସେବେଠୁ ହସ୍ପିଟାଲ୍ର ଶବ ସଂରକ୍ଷଣ ଗୃହରେ ତାଙ୍କର ମୃତଦେହ ପଡ଼ି ରହିଛି।
୨ ଦିନରେ ମାଟି ତଳୁ ଦୁଇ ହାତୀଙ୍କ କଙ୍କାଳ ଠାବ ପରେ କଟକ ଜିଲ୍ଲା ବଡ଼ମ୍ବା ନରସିଂହପୁର ଜଙ୍ଗଲରେ ଜୀବନ ସହ ସଂଘର୍ଷ କରୁଛି ଗୁଳିବିଦ୍ଧ ଦନ୍ତା। ଦନ୍ତା ମୁଣ୍ଡରେ ବାଜିଛି ଶିକାରୀର ଗୁଳି।
କଟକ ବାରବାଟୀ ଷ୍ଟାଡିୟମରେ T20 ମ୍ୟାଚ୍ ସମ୍ପର୍କିତ ମାମଲା ଖାରଜ ହୋଇଛି। ମ୍ୟାଚ୍ ବାତିଲ ଆବେଦନ ସମ୍ପର୍କିତ ମାମଲାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଭର୍ଚୁଆଲରେ ଉପସ୍ଥିତ ରହି ହାଇକୋର୍ଟଙ୍କୁ ଏଜି ତଥ୍ୟ ଦେଇଛନ୍ତି।
ମାଳତୀ ନାନିଙ୍କ ଥ୍ରୀ ଇନ୍ ୱାନ ବରା। ବିଦ୍ୟାଧରପୁରରୁ ବିଡ଼ାନାସୀ ଯାଏଁ ବରା ଖାଇବାକୁ ଲୋକଙ୍କ ଲାଗୁଛି ଲମ୍ବା ଲାଇନ୍। ବୁଟ, ଆଳୁ, ବିରି ପକାଇ ଆଣ କରିଦେଉଛି ଦୋକାନୀ ଭାଇ। ସନ୍ଧ୍ୟାରେ ଚାହିଦା ଏତେ ଯେ, ଗୋଟିଏ ବରା ଖାଇବା ପାଇଁ ଲୋକଙ୍କ ଲାଗୁଛି ଲମ୍ବା ଲାଇନ୍ ।
ଭାରତ-ଦକ୍ଷିଣ ଆଫ୍ରିକା ବାରବାଟୀ ଟି-ଟ୍ବେଣ୍ଟି ପାଇଁ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଲୁଟ୍ ଘଟଣାରେ ମହିଳାଙ୍କ ସହ ତାଙ୍କ ପ୍ରେମିକ ଓ ଅନ୍ୟ ଜଣେ ନାବାଳକକୁ ଗିରଫ କରିଛି କଟକ ଲାଲବାଗ ଥାନା ପୋଲିସ । ଗିରଫ ଅଭିଯୁକ୍ତ ହେଲେ ପ୍ରିୟଙ୍କା ସାହୁ ଓ ତାଙ୍କ ପ୍ରେମିକ ଅରବିନ୍ଦ ନାୟକ ।
T-20 ପାଇଁ ବାରବାଟୀ ଷ୍ଟାଡିୟମକୁ ଆସିଲା ୫୦ ଲକ୍ଷ ବ୍ୟୟର ‘ସୁପର ସୋପର’..
ଶୈଳବାଳା ମହିଳା ସ୍ବୟଂ ଶାସିତ ମହାବିଦ୍ୟାଳୟ ଜମି ଅଧିଗ୍ରହଣ ପ୍ରସଙ୍ଗରେ ହାଇକୋର୍ଟଙ୍କ ନୋଟିସ୍ ଜାରି...
ବାପା, ମା ଅସୁସ୍ଥ ଥିବାରୁ ଘର ଛାଡ଼ିବାକୁ ଆବେଦନ କରିଥିଲେ । ବର୍ଷାଙ୍କ ଉପଯୁକ୍ତ ରହଣି ବ୍ୟବସ୍ଥା କରିବେ କହିଥିଲେ ଅନୁଭବ ।
କଟକ ବାରବାଟୀ ଷ୍ଟାଡିୟମରେ T20 ମ୍ୟାଚ୍ ବନ୍ଦ ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର ହୋଇଛି। ଢେଙ୍କାନାଳ ଭୁବନର ଜନୈକ ବ୍ୟକ୍ତିଙ୍କ ପକ୍ଷରୁ ମାମଲା ଦାୟର କରାଯାଇଛି।
ଆସନ୍ତାକାଲି ଠାରୁ ଆରମ୍ଭ ହେବ ବାରବାଟୀ ଟି-20 ମ୍ୟାଚ୍ର ଟିକେଟ୍ ବିକ୍ରି । ଗ୍ୟାଲେରୀ ନମ୍ବର ୨, ୪, ୭, ସ୍ପେଶାଲ ଏନକ୍ଲୋଜର, ନ୍ୟୁ ପାଭେଲିୟନ ଏବଂ ଏସି ବକ୍ସ ପାଇଁ ଟିକେଟ ବିକ୍ରି କରାଯିବ ।
କଟକ ମ୍ୟୁନିସିପାଲ୍ କର୍ପୋରେସନ୍(CMC) ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗୁପଚୁପ୍ ତିଆରି ସ୍ଥାନରେ ରେଡ୍ କରାଯାଇଛି। ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀଙ୍କ ନେତୃତ୍ୱରେ ଏକ ଟିମ୍ କଟକ ଶଙ୍କରପୁର ଅଞ୍ଚଳରେ ଆଜି ସକାଳୁ ସକାଳୁ ରେଡ୍ କରିଛି।
ସୋସିଆଲ ମିଡିଆରେ ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କ ତିନି ତିନିଟି ଭିଡିଓ ପୋଷ୍ଟ ପରେ ହାଇକୋର୍ଟରେ ଆବେଦନ କରିଥିଲେ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ।
ବିଜେଡି ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ହାଇକୋର୍ଟ ତାଗିଦ୍ କରିଛନ୍ତି। ସୋସିଆଲ ମିଡିଆରେ ମନ୍ତବ୍ୟ ନ ଦେବାକୁ ଉଭୟଙ୍କୁ ତାଗିଦ କରାଯାଇଛି।
କଟକରେ ପୁଣି ନକଲି ଫ୍ୟାକ୍ଟ୍ରି ଠାବ ହୋଇଛି । ନକଲି ମୃଦୁ ପାନୀୟ ଫ୍ୟାକ୍ଟ୍ରିରେ ନାମୀଦାମୀ କମ୍ପାନୀର ଲୋଗୋକୁ ଜାଲ୍ କରି ଚାଲିଥିଲା ପ୍ୟାକିଂ କରାଯାଉଥିବା ସୂଚନା ।
ଅନୁଭବ ତାଙ୍କ ଚତୁର୍ଥ ଭିଡିଓ ଛାଡ଼ିବା ପରେ ଗୋଟିଏ କଥାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ତା’ ହେଉଛି ପୂର୍ବ ଭିଡିଓ ଭଳି ଏଥିରେ ସେ ବର୍ଷାଙ୍କ ବିଷୟରେ ପଦଟିଏ ବି କହି ନାହାନ୍ତି।
ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୋସିଆଲ ମିଡିଆରେ ତାଙ୍କ ନାଁରେ ଅପପ୍ରଚାର ବନ୍ଦ ନିର୍ଦ୍ଦେଶ ପାଇଁ ହାଇକୋର୍ଟରେ ବର୍ଷା ପିଟିସନ୍ ଦାଖଲ କରିଛନ୍ତି।
ଅନୁଭବ ମହାନ୍ତିଙ୍କ ନାଁରେ ଥିବା ଏକ ୟୁଟ୍ୟୁବ୍ ଚ୍ୟାନେଲରେ ଆଜି ସକାଳୁ ଏହି ଭିଡିଓଟି ଅପଲୋଡ୍ କରାଯାଇଛି। ଏଥର ନା ସେ ପତ୍ନୀ ବର୍ଷାଙ୍କୁ ଟାର୍ଗେଟ୍ କରିଛନ୍ତି ନା ବର୍ଷାଙ୍କ ଉଦ୍ଦେଶ୍ୟରେ କିଛି କହିଛନ୍ତି। ବରଂ ସେ ନିଜ ପରିବାର ବିଷୟରେ ଓ ଫ୍ୟାନ୍ସଙ୍କ ଉଦ୍ଦେଶ୍ୟରେ କିଛି ବାର୍ତ୍ତା ଦେଇଛନ୍ତି।
ରାଜ୍ୟ ସରକାରଙ୍କ ବେଆଇନ ନିର୍ମାଣ କାମକୁ ନେଇ ବ୍ୟାପକ ଜନଜାଗରଣ ପାଇଁ ସଜ ହେଉଛି ।
ପୁଣି ବର୍ଷାଙ୍କୁ ଟାର୍ଗେଟ କଲେ ଅନୁଭବ। କିଛି ଫେକ୍ ଆକାଉଣ୍ଟ୍ ଓ ଫ୍ୟାନ୍ ପେଜ୍ ଯାହାକି ବର୍ଷା ପ୍ରିୟଦର୍ଶିନୀଙ୍କ ଦ୍ୱାରା ଖୋଲା ଯାଇଛି, ସେସବୁ ପ୍ରତି ସତର୍କ ରହିବାକୁ ଅନଭୁବ ତାଙ୍କ ଅଫିସିଆଲ୍ ଫେସ୍ବୁକ୍ ପେଜ୍ରେ ଆଜି କହିଛନ୍ତି।
ବର୍ଷାଙ୍କ ଏତଲା ଭିତ୍ତିରେ IPC ଧାରା ୫୦୯ ଅର୍ଥାତ୍ ମର୍ଯ୍ୟାଦା ହାନୀ ଏବଂ IT ACTରେ ରୁଜୁ ହୋଇଛି ମାମଲା । ବର୍ଷାଙ୍କ ବିରୋଧରେ ସୋସିଆଲ ମିଡିଆରେ ପୋଷ୍ଟ ହୋଇଥିବା ଲେଖାର ସ୍କ୍ରିନସଟ୍ ଜବତ କରିଛି ପୋଲିସ ।
ପତ୍ନୀଙ୍କ ବିରୋଧରେ ସୋସିଆଲ୍ ମିଡିଆରେ ଭିଡିଓ ଛାଡ଼ି ବିଜେଡି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଏବେ ହରଡ଼ଘଣାରେ। ବର୍ଷାଙ୍କ ଏତଲା ଭିତ୍ତିରେ ସାଇବର ଥାନା ପୋଲିସ ଆଇପିସିର ଧାରା ୫୦୯ ଓ ଆଇଟି ଆଇନରେ ମାମଲା ରୁଜୁ କରିଛି।
ଦିନକୁ ଦିନ ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଜଟିଳ ହେବାରେ ଲାଗିଛି। ସୋସିଆଲ ମିଡିଆରେ ଛବି ଖରାପ କରାଯାଉଥିବା ଅଭିଯୋଗ କରି କଟକ ସାଇବର ଥାନାରେ ବର୍ଷା ଏତଲା ଦେଇଛନ୍ତି।
ବର୍ଷା ଘର ଛାଡ଼ନ୍ତୁ, ତାଙ୍କ ରହିବା ଲାଗି ଭଲ ବ୍ୟବସ୍ଥା କରିବୁ । ଭରଣ ପୋଷଣ ପାଇଁ ଇନକମ୍ ସାର୍ଟିଫିକେଟ୍ ଦିଅନ୍ତୁ । ପତ୍ନୀ ବର୍ଷାଙ୍କ ତରଫରୁ ଦାୟର ଘରୋଇ ହିଂସା ମାମଲାରେ ଅନୁଭବଙ୍କ ପକ୍ଷରୁ କରାଯାଇଥିବା ଏହି ଦୁଇଟି ପିଟିସନ ଉପରେ ଆଜି ଶୁଣାଣି ହୋଇଛି ।