• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Cuttack (କଟକ)

  SCB Medical College & Hospital
SCBରେ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଲେ ହାଉସ ସର୍ଜନ ସଂଘ; ରୋଗୀସେବା ବାଧାପ୍ରାପ୍ତ...

ଅଧୀକ୍ଷକଙ୍କ ହସ୍ତକ୍ଷେପ ପରେ ବି ସମାଧାନ ହେଲାନି ବିବାଦ। ଅନିର୍ଦ୍ଦିଷ୍ଟ କାଳ ଯାଏଁ ହାଉସ ସର୍ଜନ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ। ରୋଗୀସେବା ବାଧାପ୍ରାପ୍ତ।

 Private Hospital Fire Mishap
ଛତୁ ଫୁଟିଲା ଭଳି ହସ୍ପିଟାଲ; ଆବଶ୍ୟକ ଭିତ୍ତିଭୂମି ନଥାଇ କିଭଳି ଚାଲିଛି ରୋଗୀ ସେବା ?

କାହା ପାଖରେ ଫାୟାର ଲାଇସେନ୍ସ ଓ କ୍ଲିନିକାଲ ଏଷ୍ଟାବ୍ଲେସମେଣ୍ଟ ସାର୍ଟିଫିକେଟ ଅଛି ତ ଆଉ କାହାର ନାହିଁ । ସବୁ ନିୟମକୁ ଫୁ କରି ଉଡାଇ ଦେଉଛନ୍ତି କିଛି ହସ୍ପିଟାଲ । 

House Surgeon Protest
ତେଜିଲା ନର୍ସିଂ ଷ୍ଟାଫ୍ ଓ ହାଉସ୍ ସର୍ଜନ ମଧ୍ୟରେ ବିବାଦ

ଦାବି ପୂରଣ ନ ହେବା ଯାଏଁ ଆନ୍ଦୋଳନ ଜାରି ରହିବ । ନର୍ସିଂ କର୍ମଚାରୀ ଓ ହାଉସ ସର୍ଜନଙ୍କ ଭିତରେ ଦୋଷ ଲଦାଲଦି ।

Drowning Case
ମହାନଦୀକୁ ଡେଇଁ ପଡ଼ିଲେ ଯୁବକ ! ଖୋଜାଖାଜି ଜାରି..ମିଳୁନି ପତ୍ତା..

ଅଗ୍ନିଶମ ବାହିନୀ ନିଖୋଜ ପ୍ରଶାନ୍ତଙ୍କୁ ଖୋଜାଖୋଜି ବି କରିଛନ୍ତି। ନଦୀ ନିକଟରୁ ତାଙ୍କ ଚପଲ ଓ କ୍ୟାପ୍ ମିଳିଥିବାରୁ ସେ ମହାନଦୀକୁ ଡେଇଁଥିବା ସନ୍ଦେହ କରାଯାଉଛି।

Cuttack Pvt Hospital Fire
କେମିତି ତ୍ରିଶା ହସ୍ପିଟାଲରେ ଲାଗିଲା ନିଆଁ ? ଅଗ୍ନିକାଣ୍ଡର ପ୍ରକୃତ କାରଣ କଣ ?

ଘରୋଇ ନର୍ସିଂହୋମ୍  ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା; ଅଗ୍ନିନିର୍ବାପକ ବ୍ୟବସ୍ଥା ଥାଇ କାହିଁକି ବ୍ୟବହାର ହୋଇପାରିଲା ନାହିଁ ? ରୋଗୀଙ୍କ ଜୀବନ ବିପଦରେ ପକାଇବାକୁ ଦାୟୀ କିଏ ? 

Nursing Home
କଟକ ଘରୋଇ ନର୍ସିଂହୋମ୍‌ରେ ଅଗ୍ନିକାଣ୍ଡ ଘଟଣା, ୧୧ ଦିନର ଶିଶୁ ମୃତ

କଟକ ଘରୋଇ ନର୍ସିଂହୋମ୍‌ ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା । ଶିଶୁ ଭବନରେ ଚିକିତ୍ସାଧୀନ ଜଣେ ୧୧ ଦିନର ଶିଶୁର ମୃତ୍ୟୁ ହୋଇଛି । ମୃତ ଶିଶୁଟି ଭଦ୍ରକ ଚାନ୍ଦବାଲି ଅଞ୍ଚଳର ହୋଇଥିବା ସୂଚନା ମିଳିଛି ।

Mohan Majhi
କଟକ ତ୍ରିଶା ହସ୍ପିଟାଲରେ କେମିତି ଲାଗିଲା ନିଆଁ ? ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଅଗ୍ନିକାଣ୍ଡର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହସ୍ପିଟାଲରେ ଅଗ୍ନି ନିରାପତ୍ତା ସମ୍ପର୍କରେ ତଦନ୍ତ ପାଇଁ ଅଗ୍ନିଶମ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Fire Mishap
ନର୍ସିଂହୋମ୍‌ରେ ଭୟାଭୟ ଅଗ୍ନିକାଣ୍ତ; ଆଇସିୟୁରେ ଲାଗିଲା ନିଆଁ, ଉଦ୍ଧାର ଜାରି

କଟକର ଏକ ଘରୋଇ ନର୍ସିଂହୋମ୍‌ରେ ଲାଗିଲା ନିଆଁ । ପୁରୀଘାଟ ଥାନା ନିକଟ ନର୍ସିଂହୋମ୍‌ର ୩ୟ ମହଲାରେ ନିଆଁ ଲାଗିଛି ।

FAO Election
କ୍ରୀଡ଼ା ରାଜନୀତିରେ ବି ବଡ଼ ପଟ୍ଟ ପରିବର୍ତ୍ତନ, FAO ସଭାପତି ହେଲେ ସମୀର ଦେ’..!

ଫାଓ ସଭାପତି ପଦରୁ ଇସ୍ତଫା ଦେଇଥିଲେ ବିଜେଡି ସାଂସଦ ଦେବାଶିଷ । OCA ସଭାପତି ବବି ଦାସଙ୍କୁ ନେଇ ବଢ଼ିଲା ଚର୍ଚ୍ଚା ।

Balijatra
ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ କଟକ ଲେଖିବ ନୂଆ ଅଧ୍ୟାୟ

ରାଜ୍ୟର ସର୍ବବୃହତ ମୁକ୍ତାକାଶ ବାଣିଜ୍ୟିକ ଓ ସାଂସ୍କୃତିକ ମେଳାକୁ ମିଳିବ ଅନ୍ତର୍ଜାତୀୟ ମାନ୍ୟତା। ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଯୋଡି ହୋଇ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିବ କଟକ।

OCA President
‘OCA ସଭାପତି ପଦରୁ ବବି ଦାସ୍ ଇସ୍ତଫା ଦେବା ଉଚିତ୍‌’

ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍‌ ପଦରୁ ବବି ଦାସ ଇସ୍ତଫା ଦେବା ଉଚିତ୍‌ । ଯେମିତି ଦେବାଶିଷ ସାମନ୍ତରାୟ ସ୍ୱେଚ୍ଛାକୃତ ଇସ୍ତଫା ଦେଲେ ସେହିପରି ବବି ଦାସ ମଧ୍ୟ ଇସ୍ତଫା ଦେଇଦେବା ଉଚିତ୍ ।

FAO President
ଦେବାଶିଷ ଆଉଟ୍‌, ଫୁଟବଲ ସଂଘର ସଭାପତି ହେଲେ ସମୀର ଦେ

ଦୀର୍ଘ ବର୍ଷ ଧରି ‘ଫାଓ’ ସଭାପତି ଥିବା ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟଙ୍କ ସ୍ଥାନରେ ସଭାପତି ହୋଇଛନ୍ତି ସମୀର ।

Gajapati ADM
ଏମିତି ବି ଆସେ ମୃତ୍ୟୁ, ଗୀତ ଗାଉ ଗାଉ ଟଳି ପଡ଼ିଲେ ଗଜପତି ADM

ଚଳଚଞ୍ଚଳ ଥିଲେ...ସମସ୍ତଙ୍କୁ ଆପଣାର କରି ବାଟ ଚାଲୁଥିଲେ... ଈଶ୍ବର ଭକ୍ତି ସହ ମଣିଷ ପଣିଆର ଭିନ୍ନ ଏକ ଭାବ ବନ୍ଧନରେ ବାନ୍ଧି ହୋଇଥିଲେ । କିଏ ଜାଣିଥିଲା ଏହି ସମୟରେ ସେ ଫେରିଯିବେ ଅଫେରା ରାଇଜକୁ !

Sports Complex
କଟକରେ 5-T କାମରେ ମହାଦୁର୍ନୀତି; ନିର୍ମାଣାଧୀନ ସ୍ପୋର୍ଟସ କଂପ୍ଲେକ୍ସରେ ବ୍ୟବହାର ହେଉଛି ପୁରୁଣା ସାମଗ୍ରୀ

କଟକ ମହାନଦୀ ପଠାରେ ବୋଷ ସ୍ପୋର୍ଟସ କପ୍ଲେକ୍ସ ଓ ଏସସିବି ସ୍ପୋର୍ଟସ କଂପ୍ଲେକ୍ସର ନିର୍ମାଣ ଶେଷ ପର୍ଯ୍ୟାୟରେ ଥିବାବେଳେ, ମହାଦୁର୍ନୀତିର ଅଭିଯୋଗ ଆଣିଛନ୍ତି କଟକ ବାସିନ୍ଦା । 

Ratna Bhandar
କେବେ ଖୋଲିବ ରତ୍ନଭଣ୍ଡାର ? ଶନିବାର ଯାଞ୍ଚ କମିଟି ବୈଠକ ପରେ ଆସିବ ସ୍ପଷ୍ଟ ଚିତ୍ର

ଏଇ ରଥଯାତ୍ରା ଭିତରେ ? ନା ନୀଳାଦ୍ରି ବିଜେ ପରେ ? କେବେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ? କାଲି ଆସିବ ସ୍ପଷ୍ଟ ଚିତ୍ର, ଶନିବାର ବସୁଛି ରାଜ୍ୟ ସରକାର ନୂଆକରି ଗଢିଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ମିଟିଂ ।

Wrong Injection Death
ଭୁଲ୍ ଇଞ୍ଜେକସନ୍ ଯୋଗୁଁ ନାବାଳକର ମୃତ୍ୟୁ !

କଟକ ମଙ୍ଗଳାବାଗ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ଭୁଲ ଇଞ୍ଜେକସନ ଯୋଗୁଁ ଜଣେ ନାବାଳକଙ୍କର ମୃତ୍ୟୁ ଅଭିଯୋଗ ହୋଇଛି।

Pravat Biswal
ବିଜେଡି ପରାଜୟ ପରେ ମୁହଁ ଖୋଲିଲେ ପ୍ରଭାତ ବିଶ୍ୱାଳ; କହିଲେ, ‘ଭୁଲ୍‌ ବୁଝାମଣାରୁ ହାରିଲା ଦଳ’

ନବୀନ ପଟ୍ଟନାୟକ ୫ ଥର ମୁଖ୍ୟମନ୍ତ୍ରୀ ହୋଇଥିଲେ । କେଉଁଠି ନା କେଉଁଠି ଆଣ୍ଟି ଇନକମ୍ବେନ୍ସୀ ବା ଦଳ ବିରୋଧୀ ହାୱା ଗୋଟିଏ ବଡ଼ ଫ୍ୟାକ୍ଟର ଭାବରେ କାମ କରିଛି ।

Biju Setu
ବିଜୁ ସେତୁ ସ୍ଥିତି ଦୟନୀୟ ! ଦବିଗଲାଣି ପୋଲ, କେତେବେଳେ ଭୁଶୁଡ଼ିବ କିଛି କହିହେବନି

ପୋଲର ମରାମତି କାର୍ଯ୍ୟ ପାଇଁ ଏବେ ଆନ୍ଦୋଳନ ଦାନା ବାନ୍ଧୁଛି। ତୁରନ୍ତ ମରାମତି କାର୍ଯ୍ୟ ସହିତ ନଷ୍ଟ ପୂର୍ବରୁ ନୂଆ ପୋଲ ପାଇଁ ଅଞ୍ଚଳବାସୀ ସରକାରଙ୍କୁ ଦାବି କରିଛନ୍ତି।

Mo Bus Fire In Cuttack CDA 9
ରାସ୍ତା ଉପରେ ଅଚାନକ ଜଳିଗଲା ମୋ ବସ୍‌

ଅଘଟଣ ଆଶଙ୍କା କରି ତୁରନ୍ତ ଗାଡିରୁ ଯାତ୍ରୀ ଓହ୍ଲାଇ ପଡିଥିଲେ । କିଛି ସମୟ ପରେ ବସ୍‌ଟି ଜଳିଯାଇଥିଲା ।

Vending Zones
ଅବହେଳିତ ଅବସ୍ଥାରେ ଭେଣ୍ଡିଂ ଜୋନ୍; କେବେ ଖୋଲିବ ଦୋକାନ ତାଲା, ଉଠିଲା ପ୍ରଶ୍ନ 

ସହରକୁ ଟ୍ରାଫିକ୍ ମୁକ୍ତ ଓ ସୁନ୍ଦର କରିବା ପାଇଁ ପ୍ରଶାସନ ପକ୍ଷରୁ ଆରମ୍ଭ କରାଯାଇଥିବା ପ୍ରୟାସରେ ସତେ ଯେପରି କଳଙ୍କି ଲାଗି ଯାଇଛି। କାରଣ ଅବହେଳିତ ଅବସ୍ଥାରେ ଭେଣ୍ଡିଂ ଜୋନ୍ ।

Rattan
ପ୍ଲାଷ୍ଟିକ୍‌ ଯୁଗରେ ବି ବଢ଼ୁଛି ବେତ ଓ ବାଉଁଶ ସାମଗ୍ରୀର ଚାହିଦା, ସ୍ୱାବଲମ୍ବୀ ହେଉଛନ୍ତି ମହିଳା

ବେତ ଓ ବାଉଁଶରୁ ଫୁଲଦାନୀ, ଚପଲ ଷ୍ଟାଣ୍ଡ, ପରିବା ଷ୍ଟାଣ୍ଡ, ବାଉଁଶ ଦୋଳି, ଠାକୁର ଖଟୁଲି, ସେର, ପାଛିଆ ଆଦି ବିଭିନ୍ନ ସାମଗ୍ରୀ ତିଆରି ହୋଇଥାଏ।

Drain Slab
‘ମାସକ ଭିତରେ ଭୁବନେଶ୍ୱରର ସବୁ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ’

ନିକଟରେ ୟୁନିଟ୍-୩ ମସଜିଦ କଲୋନୀରେ ଡ୍ରେନ ପାଣିରେ ଭାସି ଜଣେ ନାବାଳକର ମୃତ୍ୟୁ ପରେ ଆକ୍ଟିଭ ଓ ଆକ୍ସନ ମୁଡକୁ ଆସିଛି ଭୁବନେଶ୍ବର ମହାନଗର ନିଗମ କର୍ତ୍ତୃପକ୍ଷ ।

Mati Mafia
ରାଜଧାନୀରେ ମାଟି ମାଫିଆଙ୍କ ରାଜ୍, ଜଙ୍ଗଲରୁ ଉଠାଯାଉଛି ବେଆଇନ ଭାବେ ମାଟି

ରାଜଧାନୀରେ ମାତିଛନ୍ତି ମାଟି ମାଫିଆ । ମଳିପଡ଼ା ପଞ୍ଚାୟତର ଗୋଠପାଟଣା ଜଙ୍ଗଲ ଜମିରୁ ବେଆଇନ ଭାବେ ମାଟି ଉଠା ଯାଉଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଗ୍ରାମବାସୀ ।

heatwave
କଲବଲ କରୁଛି ତାତି; ଗରମ ଓ ଗୁଳୁଗୁଳି ପାଇଁ ୟେଲୋ ୱାର୍ଣ୍ଣିଂ

କିଛି ଦିନର ଲୁଚକାଳି ଖେଳ ପରେ ଓଡ଼ିଶାରେ ଆଗକୁ ବଢୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଉଛି।

Ind Vs Eng ODI
ପୁଣି କମ୍ପିବ ବାରବାଟୀ ଷ୍ଟାଡିୟମ; ଫେବ୍ରୁଆରୀରେ ଭାରତ-ଇଂଲଣ୍ତ ୱାନ୍‌ଡେ ମ୍ୟାଚ୍‌

ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ୱାନ୍‌ଡେ ମ୍ୟାଚ୍‌। ଫେବ୍ରୁଆରୀ ୯ ତାରିଖ ରବିବାର ଦିନ ଖେଳାଯିବ ୱାନ୍‌ ଡେ।