• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Cuttack (କଟକ)

Student Suicide
ଚାଷୀ ଆତ୍ମହତ୍ୟାକୁ ବଳିଗଲା ଷ୍ଟୁଡେଣ୍ଟ ସୁଇସାଇଡ୍ !

NCRBର ରିପୋର୍ଟରେ ଚିନ୍ତାଜନକ ତଥ୍ୟ । ବାର୍ଷିକ ବିଦ୍ୟାର୍ଥୀଙ୍କ ଆତ୍ମହତ୍ୟା ମାମଲା ବଢ଼ିଛି ୪ ପ୍ରତିଶତ ।

Fraud
ମାପ-ଓଜନରେ ସାଂଘାତିକ ଠକେଇ ! ପେଟ୍ରୋଲ ଟାଙ୍କିରେ ବି ଠକେଇ...

କମ୍ ମାପର ତେଲ ଦେଇ ଠକିଛନ୍ତି ୩୭୦ ପେଟ୍ରୋଲ ପମ୍ପ । ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସୂଚନା ପରେ ଚିନ୍ତାରେ ଗ୍ରାହକ ।

Janmastami
କୃଷ୍ଣରସରେ ବୁଡ଼ିଛି ସାରା ରାଜ୍ୟ, ବାଳ ଗୋପାଳଙ୍କ ପାଇଁ ସବୁଠି ଉତ୍ସବ

କଟକରୁ ବାଲେଶ୍ୱର, ବ୍ରହ୍ମପୁରରୁ ରାଉରକେଲା । ଜନ୍ମାଷ୍ଟମୀ ପାଇଁ ସବୁ ମନ୍ଦିରରେ ଭକ୍ତିମୟ ପରିବେଶ। ଏସବୁ ଭିତରେ ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି ରାଧା କୃଷ୍ଣବେଶୀ ପିଲାଙ୍କ ଅଭିନୟ।

OTET
ଗ୍ରେସ୍ ମାର୍କ ଦାବିରେ OTET ପରୀକ୍ଷାର୍ଥୀଙ୍କ ଧାରଣା; ବୋର୍ଡ ଅଫିସ ଆଗରେ ନାରାବାଜି

କଟକ ବୋର୍ଡ ଅଫିସ ଆଗରେ ଧାରଣାରେ ବସିଲେ OTET ପରୀକ୍ଷାର୍ଥୀ। ଚଳିତ ବର୍ଷ OTET ପରୀକ୍ଷାରେ ଉପୁଜିଥିବା ସମସ୍ୟାକୁ ନେଇ ବିକ୍ଷୋଭ ଓ ନାରାବାଜି କରିଛନ୍ତି।

Dengue
ରାଜଧାନୀ ଡେଙ୍ଗୁ ହଟସ୍ପଟ୍!! ରୋଗୀଙ୍କ ସଂଖ୍ୟା ୨୪ ଶହ ପାର୍ ..

ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୪ ଶହ ଟପିଲା । ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ରୋଗୀଙ୍କ ସଂଖ୍ୟା ଅଧିକ ରହିଛି ।

NH-55
୪ ମାସରେ ସରିବ କଟକ-ସମ୍ବଲପୁର ୫୫ ନମ୍ବର NH କାମ !

NHAI ଓଡ଼ିଶା ଆଞ୍ଚଳିକ ଅଧିକାରୀ ବୀରେନ୍ଦ୍ର ସିଂହଙ୍କ ସୂଚନା । ଡିସେମ୍ବର ସୁଦ୍ଧା ସରିବ କଟକ-ସମ୍ବଲପୁର NH-55 କାମ ।

Vigilance Raid
ଟଏଲେଟ୍ ଫ୍ଲସରେ ଟଙ୍କା ବିଡା.. ଆଲିସାନ୍ ବଙ୍ଗଳାରୁ ବାହାରିଲା ହୀରା ହାର !

ରେଡ୍ ବେଳେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ବିପୁଳ ସଂପତ୍ତି ଦେଖି ତାଜୁବ ଭିଜିଲାନ୍ସ ।

SCB Medical
SCBରେ ଦୁଇ ରୋଗୀଙ୍କୁ ଦୁଷ୍କର୍ମ ଘଟଣା, ଡାକ୍ତରଙ୍କୁ ବହିଷ୍କାର ନିର୍ଦ୍ଦେଶ

କଟକ SCBରେ ଦୁଇ ରୋଗୀଙ୍କୁ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗ ଘଟଣା। ସଂପୃକ୍ତ ଡାକ୍ତରଙ୍କୁ ବହିଷ୍କାର ପାଇଁ ନିର୍ଦ୍ଦେଶ ।

Sim Box
ଭୁବନେଶ୍ବର ପରେ କଟକରେ ବି ସିମ୍ ବକ୍ସ ଠାବ

ମଧୁପାଟଣା ଥାନା ରାଜେନ୍ଦ୍ର ନଗର ଅଞ୍ଚଳର ଏକ ଘରୁ ସିମ୍ ବକ୍ସ ଠାବ ହୋଇଛି ।

Weather
ସକ୍ରିୟ ରହିଛି ଲଘୁଚାପ !! ଢାଳିବ ବର୍ଷା, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଉତ୍ତର ବଙ୍ଗୋପସାଗର ଓ ଆଖପାଖରେ ସକ୍ରିୟ ରହିଛି ଲଘୁଚାପ । ଆଗାମୀ ୨ ଦିନ ଭିତରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲମାର୍କଡ ଲୋ ପ୍ରେସରର ରୂପ ନେବାପରେ ବାଂଲାଦେଶ ଉପକୂଳ ମୁହାଁ ହେବ ।

Ganesh Puja
ଏଥର ଗଣେଶଙ୍କ ବିକୃତ ମୂର୍ତ୍ତି ନିର୍ମାଣକୁ ପୋଲିସର ତାଗିଦ୍

କଟକରେ ପୂଜା ପ୍ରସ୍ତୁତି ବୈଠକରେ ପୋଲିସ୍ କମିଶନରଙ୍କ ସୂଚନା । ଗଣେଶ ମୂର୍ତ୍ତି ବିକୃତ ନକରିବାକୁ ଗୁରୁତ୍ୱ ।

Kolkata
କୋଲକାତାରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା, ୧୦ରୁ ଅଧିକ କର୍ମଚାରୀଙ୍କୁ ଉଠାଇ ନେଲା ସିବିଆଇ

ସନ୍ଦେହରେ କିଛି ଷ୍ଟାଫ୍‌ଙ୍କୁ ସିବିଆଇ ନିଜ ହେପାଜତରେ ବି ରଖିଥିବା ସୂଚନା ମିଳିଛି ।

yb khurania ips
ରାଜ୍ୟ ପୋଲିସ ମୁଖିଆ ଭାବେ ଦାୟିତ୍ବ ନେଲେ ଖୁରାନିଆ 

ରାଜ୍ୟ ପୋଲିସ ମୁଖିଆ ଭାବେ ଦାୟିତ୍ବ ଗ୍ରହଣ କଲେ ୱାଇ. ବି. ଖୁରାନିଆ । କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ପହଞ୍ଚି ସେ ଦାୟିତ୍ବ ଗ୍ରହଣ କରିଛନ୍ତି । 

SCB
‘ଅତି ଜରୁରୀ ନଥିଲେ SCB ନଆସିବାକୁ ପରାମର୍ଶ’

ଅତି ଜରୁରୀ ନଥିଲେ SCB ଆସନି । କୌଣସି ରୋଗୀ ସେବା ବ୍ୟାହତ ହୋଇନି, ଆଗକୁ କହି ହେବନି କ’ଣ ହେବ । ଡାକ୍ତରଙ୍କ ଆନ୍ଦୋଳନକୁ ନେଇ ଆଜି ଏଭଳି ପ୍ରତିକ୍ରିୟା ରଖିଛନ୍ତି SCB ଅଧୀକ୍ଷକ । 

Doctor Protest
ରାଜ୍ୟବ୍ୟାପୀ ଡାକ୍ତରଙ୍କ ଆନ୍ଦୋଳନ, ରୋଗୀ ସେବା ପ୍ରଭାବିତ

କଟକ ଏସସିବି, ବୁର୍ଲା ଭୀମସାର, ବ୍ରହ୍ମପୁର ଏମକେସିଜି, ଭୁବନେଶ୍ବର ଏମ୍ସରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରୁଛନ୍ତି ଡାକ୍ତର ।

Vigilance Raid
ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ, ୫ଟି ସ୍ଥାନରେ ଚାଲିଛି ଚଢ଼ାଉ

ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ରଙ୍କ ଘରେ ରେଡ୍ ଜାରି ରହିଛି । ଏହି ଚଢ଼ାଉରେ ୪ ଜଣ DSP, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ, ୫ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି ।

Hadua Water Irrigation Project
ମିଛ କହିଥିଲା ବିଜେଡି ସରକାର, କ୍ଷତିପୂରଣ ଦେବେ କହି ଭଣ୍ଡେଇଦେଲେ..!

ଅଧାପନ୍ତରିଆ ହାଡୁଆ ମଧ୍ୟମ ଜଳସେଚନ ପ୍ରକଳ୍ପ । କ୍ଷତିପୂରଣ ନେଇ ଚିନ୍ତାରେ ବିସ୍ଥାପିତ ପରିବାର ।

Pravati Parida
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଋତୁସ୍ରାବ ପାଇଁ ଦିନେ ଛୁଟି

ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ।

SCB Crime
SCBରେ ୨ ରୋଗୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଡାକ୍ତର ଗିରଫ

ଏହି ଘଟଣାର ତଦନ୍ତ ପାଇଁ ୩ ଜଣିଆ କମିଟି ଗଠନ କରିଛି ସ୍ୱାସ୍ଥ୍ୟ ବିଭାଗ। କମିଟିରେ DMET ସନ୍ତୋଷ ମିଶ୍ର, SCB ଅଧୀକ୍ଷକ ସୁଧାଂଶୁ ମିଶ୍ର ଓ ଯୁଗ୍ମ DMET ରୋମା ରତନ ରହିଛନ୍ତି।

SCB doctor 'rapes' 2 patients
ସତ ହେଲେ ସାଙ୍ଘାତିକ; SCBରେ ଦୁଇ ରୋଗୀଙ୍କୁ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗ

ଦୁଷ୍କର୍ମ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ଅତିରିକ୍ତ ଡିସିପି ଅନୀଲ ମିଶ୍ର। ପୋଲିସ ଘଟଣାକୁ ଗୁରୁତ୍ୱର ସହ ନେଇଛି । ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇ ତଦନ୍ତ କରାଯିବ। ୧୬୧, ୧୬୪ ଧାରାରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯିବ।

Bitihotra Mohanty
ବିତ୍ତିହୋତ୍ର ମହାନ୍ତିଙ୍କ ପରଲୋକ, ଜର୍ମାନ୍ ସହପାଠିନୀଙ୍କୁ ଦୁଷ୍କର୍ମ ମାମଲାରେ ଯାଇଥିଲେ ଜେଲ୍ !

ଭୁବନେଶ୍ବର AIIMSରେ ୪୨ ବର୍ଷରେ କ୍ୟାନସରରେ ମୃତ୍ୟୁ । ୨୦୦୬ରେ ଜର୍ମାନ୍ ସହପାଠିନୀଙ୍କୁ ଦୁଷ୍କର୍ମ ମାମଲାରେ ହୋଇଥିଲା ଜେଲ୍ ।

 Kathajodi River
ଶଳାଭାଉଜ ଓ ନଣନ୍ଦେଇ ନଈକୁ ଡେଇଁବା ଘଟଣାରେ ଟ୍ବିଷ୍ଟ୍; ଚମକି ପଡ଼ିଲା ପୋଲିସ

କଟକ ତ୍ରିଶୁଳିଆ ବ୍ରିଜ୍ ଉପରୁ କାଠଯୋଡ଼ି ନଈକୁ ଡେଇଁବା ଘଟଣାରେ ଟୁଇଷ୍ଟ। ରାତିରେ ଭରାନଈକୁ ଡେଇଁଥିଲେ, ରାତି ପାହିଲାବେଳକୁ ପୁରୀ ଘାଟ ଥାନାରେ ହାଜର ହୋଇଗଲେ। 

SCB medical
SCBରେ ବଡ଼ ଅଘଟଣ; କ୍ରେନ୍‌ ଭାଙ୍ଗି ୩ ଶ୍ରମିକ ଗୁରୁତର...

କଟକ ଏସ୍‌ସିବି ସଂପ୍ରସାରଣ କାମ ବେଳେ ଘଟିଲା ବଡ଼ ଅଘଟଣ  । ଏସ୍‌ସିବି ନିର୍ମାଣ କାର୍ଯ୍ୟରେ ଲାଗିଥିବା କ୍ରେନ୍‌ ଭାଙ୍ଗିପଡ଼ିଲା ନେଇ ସୂଚନା । 

Crime
CCTVରେ କଏଦ ହେଲା ଫେରାର ଦୃଶ୍ୟ, ଦେଖନ୍ତୁ ଭିଡିଓ...

ଅଭିଯୁକ୍ତ ପଛରେ ଗୋଡ଼ାଇ ଗୋଡ଼ାଇ ପୋଲିସ ନିରାଶ ।

Vigilance Raid
ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ, ଏକକାଳୀନ ୮ଟି ସ୍ଥାନରେ ରେଡ୍‌

ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ ।