ଭୁବନେଶ୍ବର ସେକ୍ସ ରାକେଟରେ ବାଂଲା ସୁନ୍ଦରୀ। ଜଣେ କି ଦୁଇଜଣ ନୁହେଁ ୨୦ରୁ ଅଧିକ ବାଂଲାଦେଶୀ ଯୁବତୀ ଏବେ ଓଡ଼ିଶାରେ ସେକ୍ସ ରାକେଟରେ ସଂପୃକ୍ତି ଅଭିଯୋଗ ହୋଇଛି।
କଟକ ବାଲିଯାତ୍ରା ପଡ଼ିଆରେ ଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି ପ୍ରାୟ ୫୦ରୁ ଅଧିକ ଅଣଓଡ଼ିଆ ଭିକାରୀ । ଏଥର କିନ୍ତୁ ଏତେ ସଂଖ୍ୟାରେ ଅଣଓଡ଼ିଆ ଭିକାରୀଙ୍କୁ ନେଇ ଉଠିଛି ପ୍ରଶ୍ନ ।
ମଟନ, ଚିକେନ, ପନିର, ଛତୁ, ବୈଡ୍, ବିରିୟାନୀ... କୌଣସି ଖାଦ୍ୟ ବାଦ୍ ପଡିନି ବାସି ଲିଷ୍ଟରୁ ।
ମହାନଦୀର ନୀଳ ଜଳରାଶିରେ ବିଭିନ୍ନ ପ୍ରକାର ଜଳକ୍ରୀଡ଼ାର ମଜା ନେଉଛନ୍ତି ଲୋକେ ।
କଟକରେ ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଗିରଫ ହୋଇଛି । ତ୍ରିଶୁଳିଆ ଅଞ୍ଚଳରୁ ଅଭିଯୁକ୍ତକୁ ଗିରଫ କଲା ବାରଙ୍ଗ ଥାନା ପୋଲିସ ।
୮ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । କଟକ ବାରଙ୍ଗ ଥାନା ଅଞ୍ଚଳରେ ଘଟିଛି ଲଜ୍ଜାଜନକ ଘଟଣା ।
ଦୁଲୁକିଲା ବାଲିଯାତ୍ରା ପଡ଼ିଆ, ନାଚିଲା କଟକ । ଏକାକାର ହେଲେ ପିଲାଙ୍କଠାରୁ ବୟସ୍କ ।
କାହିଁକି ପୂର୍ବତନ ମନ୍ତ୍ରୀ ସମୀର ଦେ ରାଜନୀତିରେ ଚଢି ଚାଲିଥିଲେ ସଫଳତାର ଶିଡି । ବିରୋଧୀଙ୍କୁ କେମିତି ଦେଉଥିଲେ ମାତ୍ । ଏଇ ବିଶେଷ ଗୁଣ ପାଇଁ ସେ ହୋଇଯାଇଥିଲେ ଅଜାତଶତ୍ରୁ ।
ଚିକିତ୍ସାଧୀନ ଅବସ୍ଥାରେ କଟକର ଘରୋଇ ହସ୍ପିଟାଲରେ ଦେହାନ୍ତ । ସମୀରଙ୍କ ଦେହାନ୍ତରେ ରାଜନୈତିକ ମହଲରେ ଶୋକର ଛାୟା ।
ଆଉ ନାହାନ୍ତି ସମୀର ଦେ । ୬୭ ବର୍ଷରେ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି ।
ବ୍ୟାସକବି ଫକୀର ମୋହନ ସେନାପତିଙ୍କ କୌଣସି ଲେଖାକୁ ପ୍ରଶ୍ନ କରିବାର ଧୃଷ୍ଟତା ମୋର ନାହିଁ । କାରଣ ବ୍ୟାସକବିଙ୍କ ଲେଖାକୁ ନେଇ ମୋର କୌଣସି ଜ୍ଞାନ ନାହିଁ ବୋଲି ମନୋଜ ମିଶ୍ର କହିଛନ୍ତି ।
ସ୍ୱାମୀ ସ୍ତ୍ରୀଙ୍କ ଦର ୪୦ ହଜାର । ସତ ସତିକା ନୁହେଁ ପିତ୍ତଳର ସ୍ୱାମୀ ଓ ସ୍ତ୍ରୀଙ୍କ ମୂର୍ତ୍ତିର ଦର ହେଉଛି ୪୦ ହଜାର ଟଙ୍କା ।
କଟକ ସହରରୁ ଲଗାତର ତିନି ଥର ନିର୍ବାଚିତ ହୋଇଥିଲେ ସମୀର । ୧୯୯୫ ମସିହାରେ ସେ ପ୍ରଥମ ଥର ପାଇଁ ବିଧାୟକ ହୋଇଥିଲେ । ଏହାପରେ ୨୦୦୦ ଓ ୨୦୦୪ରେ ମଧ୍ୟ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।
ସୋସିଆଲ୍ ମିଡିଆରେ ବେଶ୍ କିଛି ଦିନ ଜଣେ ନାବାଳକର ପାଦ ତଳେ ତୁଳସୀ ଥିବା ଫଟୋ ଭାଇରାଲ୍ ହେବାରେ ଲାଗିଛି । ଯାହାକୁ ନେଇ ତେଜିଛି ବିବାଦ ।
ହାତୀର ଗଡ଼ କୁହାଯାଉଥିବା ଆଠଗଡ଼ରେ କେତେ ଅଛନ୍ତି ଗଜରାଜ ? ଆଠଗଡ଼ ବନଖଣ୍ଡ ଅନ୍ତର୍ଗତ ୫ଟି ରେଞ୍ଜରେ ହାତୀଙ୍କ ସଂଖ୍ୟା ବଢ଼ିଛି ନା ହ୍ରାସ ପାଇଛି ?
ଗୁଜରାଟର ସାବରମତୀ ରିଭରଫ୍ରଣ୍ଟ ଢାଞ୍ଚାରେ ହେବ ମହାନଦୀ ପଠା । ଆମ ରାଜ୍ୟର ଲାଇଫଲାଇନ କୁହାଯାଉଥିବା ମହାନଦୀ ହେବ ମହାନଦୀ ବିହାର।
ପୂର୍ବ ଭାରତର ସର୍ବବୃହତ୍ ବାଣିଜ୍ୟିକ ମହାକୁମ୍ଭ ପାଇଁ କଟକ ମହାନଦୀ ପଠା ସମ୍ପୂର୍ଣ୍ଣ ଲୋକାରଣ୍ୟ। ଏଥର ବାଲିଯାତ୍ରାକୁ ଆକର୍ଷଣୀୟ କରିବାକୁ କିଛି ନୂଆ ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ।
ଚଳିତ ଥର ପ୍ରଥମ ଥର ଲାଗି ହାତୀ ଗଣନାରେ ବ୍ୟବହାର ହୋଇଛି ଡ୍ରୋନ୍।
ଆଜିଠୁ ଆରମ୍ଭ ହେଲା କଟକ ପ୍ରସିଦ୍ଧ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉଦଘାଟନ କରିଛନ୍ତି ।
କଟକ ବାଲିଯାତ୍ରା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି । ଆସନ୍ତାକାଲିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ।
କଟକ ବାଲିଯାତ୍ରା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି । ଆସନ୍ତାକାଲିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ।
ଆସନ୍ତାକାଲିଠୁ କଟକର ଐତିହାସିକ ବାଲିଯାତ୍ରା । ମହାନଦୀ ବାଲିପଠାରେ ୨୨ ତାରିଖ ଯାଏ ଚାଲିବ ।
କାର୍ତ୍ତିକ ପୂର୍ଣ୍ଣିମା ଆସିଲେ ଡଙ୍ଗା କଥା ମନେପଡେ । ଆସନ୍ତକାଲି ଓଡ଼ିଆ ବଣିକମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ପାଳନ ହେବ ପବିତ୍ର ଡଙ୍ଗା ଭସା ଉତ୍ସବ ।
ଏଥର ବଡ଼ ଓଷାରେ ଜାଣିବା ଆସନ୍ତୁ ବଡ଼ ଓଷା ପଛରେ କି କି କିମ୍ବଦନ୍ତୀ ରହିଛି, ଏଥିରେ ଶିବଙ୍କୁ କାହିଁକି ପୂଜା କରାଯାଏ ଓ ଧବଳେଶ୍ଵର ଶିବଙ୍କ ସହ ଏହାର ସମ୍ପର୍କ କ'ଣ ?
ଓଡ଼ିଶାର ଅନେକ ମୁଖ୍ୟ ଓଷା ମଧ୍ୟରେ ଗୋଟିଏ ହେଉଛି ବଡ଼ଓଷା। ଏହି ଅବସରରେ ମହାଦେବଙ୍କୁ ସ୍ୱତନ୍ତ୍ରଭାବେ ପୂଜା କରାଯାଏ। ଆସନ୍ତୁ ଜାଣିବା ଏହା ପଛରେ ଥିବା କାହାଣୀ