ପ୍ରଦୀପ ପାଣିଗ୍ରାହୀ ପ୍ରସଙ୍ଗରେ କଣ୍ଟାବାଡ଼ରେ ଲୁଗା ପକାଇ ବିଜେଡି କରୁଛି କଳି !
ଦୀପାବଳିରେ କଟକଣା ନମାନି ସମସ୍ତେ ବାଣ ଫୁଟାଇବା ପରେ ସାରା ରାଜ୍ୟ ବିଶେଷ କରି ଭୁବନେଶ୍ୱର ଓ କଟକରେ ବଢ଼ିଥିଲା ବାୟୂ ପ୍ରଦୂଷଣ ।
ସରୋଜଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରିଥିଲେ ସୁଦ୍ଧା ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଥିଲେ।
ବଲିଉଡ କଳାକାର ଅରିଜିତ ସିଂ, ସୋନୁ ନିଗମ, ଶ୍ରେୟା ଘୋଷାଲ, ସୁନିଦି ଚୌହାନ ଓ ଅଭିନେତା ଗୋବିନ୍ଦା ମଧ୍ୟ କାର୍ଯ୍ୟକ୍ରମକୁ ଆସିବା ସମ୍ଭାବନା ରହିଛି।
ମଧ୍ୟରାତ୍ରରେ ମାଆ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ ହେବ। ଏଥର ଭଦ୍ରକର ଚରମ୍ପାରେ ୯ଟି ପୂଜା ମଣ୍ଡପରେ ପୂଜା ପାଇବେ ମାଆ।
ମୁଖାପିନ୍ଧି ଆସିଲେ, ଟଙ୍କା ଟ୍ରଙ୍କ ଧରି ଚମ୍ପଟ ମାରିଲେ । ATM ଭ୍ୟାନ୍ କୁ ରାସ୍ତାରେ ଅଟକାଇ ନଗଦ ୧ କୋଟି ୭୩ ଲକ୍ଷ ଟଙ୍କା ଥିବା ଟ୍ରଙ୍କକୁ ଧରି ଦୁର୍ବୃତ୍ତ ସୀମାପାର୍ ଅଭିଯୋଗ ।
କଟକ ଜିଲ୍ଲା ତିଗିରିଆ ଥାନା ଗୋଡ଼ିଝରିଆ ନିକଟରେ ଆଜି କିଛି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଏଟିଏମ୍ରେ ଟଙ୍କା ଭରିବାକୁ ଯାଉଥିବା ଭ୍ୟାନ୍ରୁ ଟଙ୍କା ଭର୍ତ୍ତି ଟ୍ରଙ୍କ ଲୁଟି ନେଇଥିବା ଅଭିଯୋଗ ହୋଇଛି।
ପାରମ୍ପରିକ ବାଣରେ ଆର୍ସେନିକ, ଲିଥିୟମ ଓ ବେରିୟମ ଭଳି ପ୍ରଦୂଷଣକାରୀ ତଥା କ୍ଷତିକାରକ କେମିକାଲ ମିଶୁଥିବାବେଳେ ଗ୍ରୀନ କ୍ରାକରରେ ଏସବୁ ନ ଥାଏ । ଗ୍ରୀନ୍ କ୍ରାକରରେ ଆଲୁମିନିୟମ, ଲିଡ୍ ଓ କାର୍ବନ ଥାଏ, ଯାହାକି ଫୁଟିବା ବେଳେ କମ୍ ଅଙ୍ଗାରକାମ୍ଳ ନିର୍ଗମନ କରିଥାଏ ।
ଓଲିଉଡ୍ କଳିରେ ମୁଣ୍ଡ ପୁରାଇ ନିରାଶ ହେଲା OFDC। ଆଜି OFDC ଅଧ୍ୟକ୍ଷ ଏକ ବୈଠକ ଡାକି ବିବାଦର ସମାଧାନ ପାଇଁ ଉଦ୍ୟମ କରିଥିଲେ। ହେଲେ ଅଭିନେତା ମନୋଜ ମିଶ୍ର ଏହି ବୈଠକକୁ ଆସିନଥିଲେ। ତେଣୁ ସମାଧାନ ପ୍ରକ୍ରିୟାର ବଲ୍ ଏବେ ମନୋଜଙ୍କ କୋର୍ଟରେ ବୋଲି କହି ହାତ ଟେକି ଦେଇଛନ୍ତି OFDC ଅଧ୍ୟକ୍ଷ।
ଭାଇ,ଭଉଣୀଙ୍କୁ ନିର୍ଯାତନା ଘଟଣାରେ ବାପା ଓ ସାବତ ମା’ଙ୍କୁ ପୋଲିସ୍ ଗିରଫ କରିଛି । ବିସ୍କୁଟ ଖାଇଦେଲେ ବୋଲି ଭାଇ, ଭଉଣୀଙ୍କୁ ନିସ୍ତୁକ ମାଡ଼ ମାରିଥିଲେ ସାବତ ମା’ ।
ଗତବର୍ଷ ବାଲିଯାତ୍ରା ସମୟରେ କଟକ ଇନ୍ କଟକ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଥିଲା । ଏହାକୁ ନବବଧୂ ଭଳି ସଜା ଯାଇଥିଲା । ହେଲେ ଏବେ ଏହା ଜରାଜୀର୍ଣ୍ଣ ଅବସ୍ଥାରେ ।
ଓଟିଏମରେ ତାଲା, କାଗଜ କଳରେ ତାଲା, ଲିବ୍ରା କାର୍ପେଟ କମ୍ପାନୀରେ ମଧ୍ୟ ତାଲା ।
ଜନ୍ମକଲା ବାପା ସହ ମିଶି ସାବତ ମା’ର ସୈତାନୀ କାଣ୍ଡରେ ୨ ଭାଇ ଭଉଣୀଙ୍କ ପାଦରୁ ମସ୍ତକ ଯାଏଁ କ୍ଷତ ବିକ୍ଷତ ଚିହ୍ନ। ସାମାନ୍ୟ ବିସ୍କୁଟ ଦି’ଖଣ୍ଡ ପାଇଁ କାହା ପିଠିରୁ ଛାଲ ଉତାରି ଦେଲାଭଳି ମାଡ଼ ମରାଯାଇଛି ତ ଆଉ କାହାର ମୁହଁ ହାତ ଗୋଡ଼ରେ ନିସ୍ତୁକ ପ୍ରହାର କରାଯାଇଛି।
କେନାଲରେ ପଶି ପଥରକୁ ବାହାରକୁ ଆଣିଲେ । ତାପରେ ଦେଖିଲେ ସତରେ ଏଇ ପଥରଟି ଭାସୁଛି । ତାପରେ ଆରମ୍ଭ ହେଲା ପୁଜାର୍ଚ୍ଚନା ।
ସେ ଅନେକ ଗୀତିନାଟ୍ୟ ଲେଖିଛନ୍ତି । ନିଜର ପୁରା ଜୀବନ ଓଡ଼ିଆ ସାହିତ୍ୟ ପାଇଁ ସମର୍ପି ଦେଇଛନ୍ତି । ଓଡ଼ିଆ ସଂସ୍କୃତି, କଳା, ସାହିତ୍ୟକୁ ସେ ସମୃଦ୍ଧ କରିଛନ୍ତି । ଗୀତିନାଟ୍ୟ ଜଗତର ଅପ୍ରତିଦ୍ୱନ୍ଦୀ ମୁକୁଟବିହୀନ ସମ୍ରାଟ ଗଣକବି ବୈଷ୍ଣବ ପାଣି ।
କଟକ ସତୀଚଉରାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ୱରୂପଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ମୁଖାଗ୍ନି ଦେଲେ ବଡ଼ ଝିଅ ନିବୃତ୍ତି ନାୟକ ।
ବହୁ ଓଡ଼ିଆ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ସ୍ୱରୂପ ।
ଐତିହାସିକ କଟକ ବାଲିଯାତ୍ରା ପାଇଁ ଆସନ୍ତା ୩୦ରୁ ଆରମ୍ଭ ହେବ ପ୍ଲଟ୍ ବୁକିଂ ପ୍ରକ୍ରିୟା । ନଭେମ୍ବର ୧୧ ରୁ ନଭେମ୍ବର ୧୫ ଯାଏ ଚାଲିବ ନିଲାମ ପ୍ରକ୍ରିୟା ।
ଅଭିନେତା ମନୋଜ ମିଶ୍ରଙ୍କୁ ବାସନ୍ଦ ନେଇ ଓଲିଉଡ୍ ଦୁଇଫାଳ । ତେଜିବାରେ ଲାଗିଛି ଓଲିଉଡ୍ କଳାକାରଙ୍କ କଳି ।
କାଲି କଟକରେ ପିସିସି ସଭାପତି- ମୋକିମ୍ଙ୍କମଧ୍ୟରେ ହୋଇଥିଲା ଭେଟ।
ଓଏମପି, କଲେଜ ଛକ, ରାଣୀହାଟ, ମଙ୍ଗଳାବାଗ, ବକ୍ସିବଜାର ଓ ପଡ଼ିହାରୀ ପାଠାଗାର ବାଟେ ଦୁର୍ଗାମେଢ ସବୁ ଆସି ପୁରୀଘାଟ ଥାନା ପାଖ ଦେବୀଗଡ଼ାକୁ ବିସର୍ଜନ ପାଇଁ ଯାଉଛନ୍ତି ।
ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ଓ କଟକରେ ଭସାଣି ଉତ୍ସବକୁ ଆକର୍ଷଣୀୟ କରିବାକୁ ପୂଜା କମିଟି ବିଭିନ୍ନ ପ୍ରକାର ଆୟୋଜନ କରିଛନ୍ତି ।
କଟକରେ କିଛି ପୂଜା ମଣ୍ଡପରେ ପରମ୍ପରା ଅନୁସାରେ ମାଙ୍କ ନିକଟରେ ଲାଗି ହୋଇଥିଲା ସୁସ୍ୱାଦୁ ଓ ସୁବାସିତ ଦହି ପାଖଳ । ଚାଉଳିଆଗଞ୍ଜରେ ୧୦ ହଜାର ଓ ଗୋପାଳପୁର ପୂଜା କମିଟି ପକ୍ଷରୁ ୫ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ଦହିପଖାଳର ଭୋଗର ବ୍ୟବସ୍ଥା ହୋଇଥିଲା ।