• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Cuttack

Commissionerate Police
ବାର୍ ବାଉନ୍ସର ନିଯୁକ୍ତି ଉପରେ ଲଗାମ୍ ; ପୋଲିସର ବିନା ଅନୁମତିରେ ରଖିପାରିବେନି ମାଲିକ

ବାଉନସରଙ୍କ ନାଁରେ ଅପାରାଧିକ ମାମଲାର ଖୋଳତାଡ଼ କରିବ ପୋଲିସ । PSARA ଆକ୍ଟ ଅଧୀନରେ ଥିବା ସିକ୍ୟୁରିଟି ଏଜେନ୍ସି ଗାର୍ଡ ନିୟୋଜିତ କରିପାରିବେ ।

Dense Fog
ଟ୍ୱିନ୍‌ ସିଟିରେ ଘନ କୁହୁଡ଼ି; ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ଶୁଖିଲା ପାଗ

ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ଘନ କୁହୁଡି ଦେଖାଦେବ ।

Odisha matric exam 2024
ମାଟ୍ରିକ ପରୀକ୍ଷା; କପି ରୋକିବାକୁ କଡ଼ା ବ୍ୟବସ୍ଥା ! ଦେଢ଼ ଘଣ୍ଟା ପୂର୍ବରୁ ହଲକୁ ଏଣ୍ଟ୍ରି କରିବେ ପିଲା

ପାଖେଇ ଆସିଲାଣି ଛାତ୍ର ଜୀବନର ଗୁରୁତ୍ୱପୂର୍ଣ୍ଣ ସୋପାନ୍ କୁହାଯାଉଥିବା ମାଟ୍ରିକ ପରୀକ୍ଷା । ମଝିରେ ରହିଲା ଆଉ ମାତ୍ର ୨ ସପ୍ତାହ । ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ପରୀକ୍ଷା ।

Accident
ଭୋଜିଖାଇ ଫେରୁଥିଲେ, କାନ୍ଥରେ ପିଟି ହେଲା କାର୍...ଆଖିବୁଜିଲେ ୪ସାଙ୍ଗ

ଦୁର୍ଘଟଣାର ମାତ୍ରା ଏତେ ଅଧିକ ଥିଲା ଯେ, ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ ହୋଇଥିଲା । କାରଟି ଧକ୍କା ଦେବା ପରେ କାନ୍ଥର କିଛି ଅଂଶ ଭାଙ୍ଗିଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

Odisha High Court New Chief Justice
ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ

୨୦୧୦, ଡିସେମ୍ବରରେ ସେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ ଜେନେରାଲ, ୨୦୧୨ ଏପ୍ରିଲ ୫ ତାରିଖରେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।

Poonam Pandey
କ’ଣ ଏହି ସର୍ଭିକାଲ କ୍ୟାନ୍‌ସର ? କେମିତି ଆକ୍ରାନ୍ତ ହୋଇଥାନ୍ତି ମହିଳା ? ଜାଣନ୍ତୁ...

ମୋଟ କ୍ୟାନସରର ୧୮%ରୁ ଅଧିକ ସର୍ଭିକାଲ କ୍ୟାନସର । ୯ରୁ ୧୪ ବର୍ଷର ଝିଅଙ୍କୁ ଟିକା ଦେବାକୁ କେନ୍ଦ୍ରର ଘୋଷଣା ।

Ayushman Bharat
ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଲାଗୁ ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

ଆୟୁଷ୍ମାନ ଭାରତ ଯୋଜନା କେନ୍ଦ୍ର ସରକାରଙ୍କ ଯୋଜନା ହୋଇଥିବାରୁ ଦେଶର ଯେକୌଣସି ସ୍ଥାନରେ ଓଡିଶାବାସୀ ମାଗଣା ସ୍ୱାସ୍ଥ୍ୟ ସେବା ପାଇପାରିବେ ବୋଲି ସମୀର ନିଜ ଆବେଦନରେ ଉଲ୍ଲେଖ କରିଛନ୍ତି।

Garlic Price Up
ରସୁଣ ଏବେ ଅମୂଲମୂଲ, ରୋଷେଇ ଘରୁ ଗାଏବ...ଦରବୃଦ୍ଧି ପାଇଁ ଖାଉଟି ଫେରାଉଛି ମୁହଁ

ଗ୍ରାହକଙ୍କୁ କନ୍ଦାଉଛି ରସୁଣ । ସବୁ ରୋଷେଇରେ ଛୁଙ୍କ ଦେଉଥିବା ରସୁଣ କେଜି ଏବେ ୪୦୦ ଟଙ୍କା । ଶହେ ଗ୍ରାମ୍ କିଣିଲେ ୫୦ ଟଙ୍କା ନେଉଛନ୍ତି ବ୍ୟବସାୟୀ ।

Governor
ସାହେବ ହେବ ତ ଏମିତି...ଯିଏ ଶୁଣୁଛି ବାଃ ବାଃ କରୁଛି

୨ ଚତୁର୍ଥ ଶ୍ରେଣୀ କର୍ମଚାରୀ ଏବଂ ସାହେବଙ୍କ ନିବିଡ଼ ଓ ନିଆରା ସଂପର୍କର ଭିନ୍ନ ଏକ କାହାଣୀ । ଗୋଟିଏ କାହାଣୀ ହେଉଛି, ରାଜ୍ୟ ପୋଲିସ ମୁଖ୍ୟାଳୟର, ଅନ୍ୟଟି ରାଜଭବନର ।

Police DG
ଚାକିରିର ଶେଷଦିନରେ ମିଳିଲା ଏମିତି ସମ୍ମାନ...ଖୁସିରେ ଗଦ୍ ଗଦ୍ ହୋଇ କାନ୍ଦି ପକାଇଲେ ଝାଡ଼ୁଦାର୍

କଟକ ବିଡ଼ାନାସୀ ପୋଲିସ ହସ୍ପିଟାଲର ଝାଡୁଦାର ଧନୀ ନାୟକଙ୍କୁ ନେଇ ଏବେ ଚର୍ଚ୍ଚା । ଧନୀ ନାୟକ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ।

Odisha High Court
ଜୁନିଅର ଟିଚର ନିଯୁକ୍ତି ଅନିୟମିତତା ମାମଲା; ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ

ନିଯୁକ୍ତି ପ୍ରକ୍ରିୟା ଉପରେ ଲାଗିଥିବା ଅନ୍ତରୀଣ ରହିତାଦେଶ ବଳବତ୍ତର ରହିଛି । ଆଜି ମାମଲାର ଚୂଡାନ୍ତ ଶୁଣାଣି ଚାଲିଥିବା ବେଳେ ରାଜ୍ୟ ସରକାର କେତୋଟି ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଛନ୍ତି ।

Twin City Police Commissioner
‘ଆଇନଶୃଙ୍ଖଳା-ଅପରାଧ-ମହିଳାଙ୍କ ସୁରକ୍ଷାକୁ ଦିଆଯିବ ଗୁରୁତ୍ୱ’

ଦାୟିତ୍ୱ ଗ୍ରହଣ କଲେ ନୂଆ ପୋଲିସ କମିଶନର । ପୋଲିସ କମିଶନର ଭାବେ ଦାୟିତ୍ବ ଗ୍ରହଣ କଲେ ସଂଜୀବ ପଣ୍ଡା ।

Miscreants Attacked
ଦଶମ ଶ୍ରେଣୀ ଛାତ୍ରର ବେକ କାଟି ଦୁର୍ବୃତ୍ତ ଫେରାର୍‌

ହେଲ୍‌ମେଟ୍‌ ପିନ୍ଧି କଳା ପଲ୍‌ସରରେ ଆସିଲେ ଦୁଇ ଦୁର୍ବୃତ୍ତ। ଦଶମ ଶ୍ରେଣୀ ଛାତ୍ରଙ୍କ ବେକରେ ଛୁରା ମାଡ଼ କରି ଚମ୍ପଟ ମାରିଲେ।

Cuttack Bus Terminal
କାହା ପାଇଁ କଟକର ନେତାଜୀ ବସ ଟର୍ମିନାଲ ! ହନ୍ତସନ୍ତ ହେଉଛନ୍ତି ଦୂର ଦୂରାନ୍ତରୁ ଆସୁଥିବା ଯାତ୍ରୀ

ଯାତ୍ରୀଙ୍କୁ ରାଜାବଗିଚା ପଟୁ ବସଷ୍ଟାଣ୍ଡକୁ ଚାଲି ଚାଲି ଯିବା ଲାଗି ମିଳୁନି ଅନୁମତି, ଫଳରେ ଯାତ୍ରୀ ରାଜାବଗିଚା ପଟୁ ଖାନନଗର ନଦୀବନ୍ଧ ଦେଇ ବସଷ୍ଟାଣ୍ଡକୁ ଆସିଲେ ଅଧିକ ୫୦୦ ମିଟର ଚାଲିବାକୁ ପଡୁଛି।

Vegetable Loss
ଅଦିନ ମେଘ ଉଜାଡ଼ିଲା ଦାନା; ସଢି ଯାଉଛି କଞ୍ଚା ପରିବା, ଚାଷୀ ମୁଣ୍ଡରେ ଚଡ଼କ

ବିଲରେ ଥାଇ ପୋକ ଲାଗିଲାଣି । ପତ୍ର ହଳଦିଆ ପଡିଯାଉଛି ତ କୋବି କଳା ପଡ଼ି ଯାଉଛି । ୨ଟଙ୍କାରେ ବେପାରୀଙ୍କୁ ଯାଚିଲେ ବି ନେଉନାହାନ୍ତି । ସୋରଡ଼ା ବ୍ଲକର କୈଳାସପୁର, ମୂଳିଆପଲ୍ଲୀ, ହାତୀଗଡା ଓ ରାମଚନ୍ଦ୍ରପୁର ଭଳି ଅନେକ ଗାଁରେ ଏଥର ଭଲ ଫୁଲକୋବି ଫଳିଥିଲା, କିନ୍ତୁ ଅଦିନିଆ ବର୍ଷା ସବୁ ଉଜାଡି ଦେଲା ।

Teacher Recruitment Scam
ଗହନ ହେଉଛି ଜୁନିୟର ଟିଚର ନିଯୁକ୍ତି ଅଙ୍କ

ହାଇକୋର୍ଟରେ ରାଜ୍ୟ ସରକାରଙ୍କ ତଥ୍ୟ ଦାଖଲ । ଏଣେ ପଲିଟିକ୍ସ ପଶାପାଲିରେ ‘ମାହଲ ମାଣ୍ଡା’ ଗୋଟି ।

Girl Child
ରାଜ୍ୟରେ କମୁଛନ୍ତି ଝିଅ ! ୭ ଜିଲ୍ଲାରେ ପୁଅଙ୍କ ଅନୁପାତରେ ଝିଅଙ୍କ ସଂଖ୍ୟା ଢେର୍ କମ୍

ନୟାଗଡ, ଗଞ୍ଜାମ, ସୁବର୍ଣ୍ଣପୁର, କଟକ, ଜଗତସିଂହପୁର, ଢେଙ୍କାନାଳ ଓ ଝାରସୁଗୁଡା ।

Weather Update
ଖସୁଛି ପାରଦ...ସକାଳୁ ସକାଳୁ ବର୍ଷାରେ ଭିଜିଲା ଟ୍ୱିନସିଟି

ଟ୍ୱିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା । ଆସନ୍ତାକାଲି ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିବ କୋହଲା ପାଗ । ଦକ୍ଷିଣ ଛତିଶଗଡ଼ ବାୟୁମଣ୍ଡଳ ଉପରି ଭାଗରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଜାରି ରହିବ ।

Bali Yatra
ତଦନ୍ତ ଆଳରେ ଲୁଚିଯିବ କି ବାଲିଯାତ୍ରା ଦୁର୍ନୀତି ? ବିରୋଧୀ ଉଠାଇଲେ ପ୍ରଶ୍ନ

ବାଲିଯାତ୍ରା ଦୁର୍ନୀତିର କେବେ ହେବ ତଦନ୍ତ ? ଯାଞ୍ଚ ଆଳରେ ଲୁଚିଯିବକି ବାଲିଯାତ୍ରା ମହାଦୁର୍ନୀତି ? କେତେ ଦିନ ଭିତରେ ତଦନ୍ତ ୫୭୮ ରିପୋର୍ଟ ଦେବ କମିଟି ? ଯାଞ୍ଚ କମିଟି ଗଠନ କରି ସିଏମସି ଚୁପ୍ ବସିଥିବା ବେଳେ, ଏବେ ଉଠିଛି ଏଭଳି ପ୍ରଶ୍ନ ।

Sudhakar Basanta
ପାର୍କିଂ ଟ୍ରକକୁ ଧକ୍କା ଦେଲା କାର, ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ଗୁରୁତର

କଟକ ନିକଟ ମଙ୍ଗୁଳି ଛକରେ ଦୁର୍ଘଟଣା । କାର ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଚୌଦ୍ୱାର ଦମକଳ ବାହିନୀ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି ।

Anadi Sahu
ପୂର୍ବତନ ପୋଲିସ ଅଧିକାରୀ ଅନାଦି ସାହୁଙ୍କ ପରଲୋକ

ସିଡିଏ-୬ ସ୍ଥିତ ବାସଭବନରେ ୮୪ ବର୍ଷ ବୟସରେ ଅନାଦିଙ୍କ ପରଲୋକ ।

Ayodhya Ram Mandir
ଶ୍ରୀରାମଲାଲାଙ୍କ ପାଇଁ ଆଠଗଡ଼ରୁ ଗଲା ଅହିଂସା ଖଣ୍ଡୁଆ ପାଟ

ଆଠଗଡ଼ ନୂଆପାଟଣାରୁ ଅଯୋଧ୍ୟା ଗଲା ଖଣ୍ଡୁଆ ପାଟ । ପ୍ରାଣ ପ୍ରତିଷ୍ଠା ଉତ୍ସବ ଦିନ ଖଣ୍ଡୁଆ ପାଟ ପିନ୍ଧିବେ ରାମଲାଲା ।

Highcourt
ନାବାଳକ ସହ ଅପ୍ରାକୃତିକ ଯୌନ ସଂପର୍କ, କୋର୍ଟ ଦେଲେ ବଡ଼ ରାୟ..!

ଖାନନଗର ହାଇସ୍କୁଲରେ ଘଟିଥିଲା ଘଟଣା । ନାବାଳକକୁ ପ୍ରଲୋଭିତ କରି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲା ଚିନ୍ତାମଣି।

Mo Bus Accident
କାର୍‌କୁ ଧକ୍କା ଦେଲା ମୋ ବସ୍‌; ଅଟକ ରଖିଲେ ସ୍ଥାନୀୟ ଲୋକେ

ଦୁର୍ଘଟଣାରେ କାର କ୍ଷତିଗ୍ରସ୍ତ ହୋଇଛି । ‘ମୋ ବସ୍‌’ ଚାଳକ ବେପରୁଆ ଭାବେ ଗାଡ଼ି ଚଳାଉଥିବା ଅଭିଯୋଗ କରି ସ୍ଥାନୀୟ ଲୋକେ ବସକୁ ଅଟକ ରଖିଛନ୍ତି ।

Arindam Roy
ବିଜେପି ଆଡ଼କୁ ଢଳୁଛନ୍ତି କି ଅରିନ୍ଦମ ? ଫଟୋ ଭାଇରାଲ ପରେ ଚର୍ଚ୍ଚା ଜୋର୍‌..

ପୁଣି ଥରେ ଚର୍ଚ୍ଚାରେ ବିଜେଡି ନେତା ଅରିନ୍ଦମ ରାୟ। କଟକ ବିଜେପି ଜିଲ୍ଲା ସଭାପତି ପ୍ରକାଶ ବେହେରାଙ୍କ ସହ ତାଙ୍କର ଏକ ଫଟୋ ସୋସିଆଲ ମିଡ଼ିଆରେ ଭାଇରଲ ହେଉଛି।