କଟକ ବାଦାମବାଡ଼ିରେ ଥିବା ଭି ବଜାରରେ ପୋଲିସ୍ ଚଢ଼ଉ କରିଛି। ଏକ୍ସପାଏରୀ ସାମଗ୍ରୀ ବିକ୍ରି ଅଭିଯୋଗରେ ଏହି ଚଢାଉ ହୋଇଛି।
କଟକ ଏସ୍ସିବି ମେଡିକାଲ(SCB Medical)ର କିଡ୍ନୀ ପ୍ରତିରୋପଣରେ ପୁଣି ସଫଳତା। ପ୍ରଥମଥର ପାଇଁ ବ୍ରେନ୍ ଡେଡ୍ ଘୋଷିତ ଜଣେ ମହିଳାଙ୍କ ୨ଟି କିଡ୍ନୀ କଢା ଯାଇ ୨ ଜଣଙ୍କଠାରେ ସଫଳ ପ୍ରତିରୋପଣ କରାଯାଇଛି।
ପ୍ରୀତିରଞ୍ଜନ ବେହେରା କଟକରେ 6th ବାଟାଲିୟନରେ କନେଷ୍ଟବଳ ଭାବରେ ନିଯୁକ୍ତ ଅଛନ୍ତି । ତେବେ ଜଣେ ଯୁବତୀଙ୍କ ସହ ସେ ୭ ବର୍ଷ ସମ୍ପର୍କ ରଖିବା ପରେ ବର୍ତ୍ତମାନ ତାଙ୍କୁ ଧୋକାଦେଇଥିବା ନେଇ ଅଭିଯୋଗ କରିଛନ୍ତି ସଂପୃକ୍ତ ଯୁବତୀ ।
ଚୌଦ୍ୱାରରେ ରହିଛି ରହସ୍ୟମୟ ଭୂତକୋଠି। ରାତି କଥା ଛାଡ଼ନ୍ତୁ ଦିନରେ ବି ଏହି ସ୍ଥାନକୁ ଆସିବାକୁ ଲୋକମାନେ ଭୟ କରନ୍ତି।
ଫ୍ଲାଟ୍ କିଣିବା ପାଇଁ ଯୋଜନା କରୁଛନ୍ତି କି ? ତା’ହେଲେ ସାବଧାନ ! ନଚେତ୍ ଆପଣ ବି କେତେବେଳେ ଠକାମିର ଶିକାର ହୋଇପାରନ୍ତି।
ଆଜି ପାଇଁ ୧୦ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଗଂଜାମ, ଗଜପତି, କନ୍ଧମାଳ, ରାୟଗଡ଼ାଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।
ଆଜି ୪୦ରୁ ୫୦ କିମି, କାଲି ୩୦ରୁ ୪୦ କିମି ବେଗରେ ପବନ ବହିପାରେ
ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
୨ ସପ୍ତାହ ମଧ୍ୟରେ ଗ୍ରାମର ୫ ଜଣ ଚାଷୀଙ୍କର ୩୬ ମେଣ୍ଢାକୁ ଖାଇଲା ଅଜଣା ଜନ୍ତୁ ।
ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପୁଣି ଝଟ୍କା। ସୋସିଆଲ ମିଡିଆରେ ସାଂସଦ ଅନୁଭବ ମହାନ୍ତିଙ୍କ ମନ୍ତବ୍ୟ ପ୍ରସଙ୍ଗକୁ ନେଇ ବର୍ଷାଙ୍କ ପକ୍ଷରୁ ଦାୟର ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି।
ରାଜ୍ୟର ୭ ସହରରେ ପ୍ରଦୂଷଣ ମାତ୍ରା ବିପଦଜନକ ସ୍ଥିତିରୋ ଏହାକୁ ଦୃଷ୍ଟିରେ ରଖି ଏହି ସହର ଗୁଡ଼ିକୁ ନନ୍ ଆଟେନ୍ମେଣ୍ଟ ସିଟି ଭାବେ ଚିହ୍ନଟ କରାଯାଇଛି।
ରାଜ୍ୟରେ ଗୋଟିଏ ପଶ୍ଚିମା ଝଡ଼ର ତାଣ୍ଡବ ନସରୁଣୁ ଆସୁଛି ଆଉ ଏକ ପଶ୍ଚିମା ଝଡ଼। ଆସନ୍ତାକାଲି ଉତ୍ତର ପଶ୍ଚିମ ଭାଗରେ ଆଉ ଏକ ପଶ୍ଚିମା ଝଡ଼ ପ୍ରଭାବିତ କରିବାର ସମ୍ଭାବନା ରହିଛି।
ଭେଡା ଅଂଚଳର ବରାହିପୁର ଗାଁରେ ୮ ବଖରା ଘରକୁ ସର୍ବନାଶ କରିଦେଇଛି କୁଆପଥର ମାଡ ସାଙ୍ଗକୁ ପ୍ରବଳ ଝଡ ବର୍ଷା ।
ଆରଟିଆଇ ଓ ବିଧାନସଭା ତଥ୍ୟରୁ ମିଳିଛି ଏଭଳି ସାଂଘାତିକ ତଥ୍ୟ ।
କଟକ, ଭୁବନେଶ୍ୱରରେ ଯଦି ଆପଣ ଘର ଭଡ଼ାରେ ଦେଉଛନ୍ତି ତା’ହେଲେ ସାବଧାନ ! କାହିଁକି ନା ଭଡ଼ା ଶୁତ୍ରରେ ରହିବା ପରେ ବ୍ଲାକମେଲ୍ କରୁଛନ୍ତି କିଛି ଲୋକ।
କୁଆପଥର ମାଡ଼ ସହ ୪୦ରୁ ୫୦ କି.ମି. ବେଗରେ ପବନ ବହିପାରେ। ଏନେଇ ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଆଜି ଅଧିକ ପ୍ରଭାବ ଦେଖାଇବ ପଶ୍ଚିମା-ଝଡ଼ା ଗତ ଦୁଇ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଥିବା ବର୍ଷାର ପରିମାଣ ଆଜି ଅଧିକ ବଢ଼ିବ।
ଦୀର୍ଘ ୧୩ ବର୍ଷ ଧରି ଯନ୍ତ୍ରଣା ପାଉଥିଲେ ମହିଳା, SCB ଡାକ୍ତର ଦେଲେ ନୂଆ ଜୀବନ ।
୨୦୧୭ରେ କଟକ ପୋଲିସ ମୁଖ୍ୟାଳୟରେ ହ୍ୟୁମାନ ରାଇଟସ୍ ପ୍ରୋଟେକସନ ସେଲରେ ଆଇଜି ଭାବେ ଅବସ୍ଥାପିତ ହୋଇଥିଲେ ୧୯୯୮ ବ୍ୟାଚର ଆଇପିଏସ୍ ଅଧିକାରୀ ଏନବି ଭାରତୀ ।
ଆସନ୍ତା ୧୮ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ। ଗଣ୍ଡଗୋଳ ଏତେ ଉଗ୍ରରୂପ ନେଇଛି ଯେ, ଉଭୟ ପକ୍ଷ ପରସ୍ପର ଉପରକୁ ଟେକାପଥର ମାଡ଼ କରିଛନ୍ତି। ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବାକୁ ଯାଇ ପୋଲିସ୍ ଆକ୍ରମଣର ଶିକାର ହୋଇଛି।
ଆପଣଜାଣି ଆଶ୍ଚର୍ଯ୍ୟ ହେବେ କି, ଘରେ ଥିବା ସବୁ ଆସବାବପତ୍ର ସହ ଗାଁରେ ଥିବା ନିଜ ଘର ଜମିକୁ ସବୁ ନିଜ ଝିଅ ନାଁରେ କରିଦେଇଥିଲେ ବାପା-ମାଆ । ହେଲେ ଜାଗା, ଜମି ସବୁ ପାଇବା ପରେ ଏବେ ବୁଢା ବାପା-ମାଆଙ୍କୁ ଘରୁ ବାହାର କରିଦେଉଛି ଝିଅ । ସବୁଠୁ ଆଶ୍ଟର୍ଯ୍ୟକର କଥା ହେଲେ ଯେଉଁ ବାପା-ମାଆ ଜାଗା, ଘର ଓ ଜମିକୁ ପିଲାଙ୍କ ନାଁରେ କରିଦେଇଥିଲେ, ଆଜି ସେହି ବାପା-ମାଆ ଅବହେଳିତ ।
ସ୍କୁଲ ପରିସରକୁ ଯିବା ଲାଗି ଏହି ଲୁହା ପ୍ଲେଟ ହିଁ ଭରସା । ଡ୍ରେନ ଉପରେ ପଡିଥିବା ଲୁହା ପ୍ଲେଟ ହିଁ ପାଲିଟିଛି ଦୈନିକ ସ୍କୁଲ ପଥ । ପିଲାଙ୍କ କଥା ଛାଡନ୍ତୁ, ଶିକ୍ଷୟିତ୍ରୀ ବି ଭୟଭୀତ ହୋଇ ହାତ ଧରାଧରି ହୋଇ ଲୁହା ପ୍ଲେଟ ପାରିହେଉଛନ୍ତି ।