2
Advertisment
ଭୁବନେଶ୍ୱର: ବାତ୍ୟା ‘ଫୋନି’ ପରେ ବିଏମ୍ସି ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଗତକାଲି ସୁଦ୍ଧା ପ୍ରାୟ ୮୦ହଜାର ହିତାଧିକାରୀଙ୍କୁ ୨୫୦୦ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।
Advertisment
ରାସ୍ତାରେ ପଡ଼ିଥିବା ଗଛକୁ ସଫା କରିବା ପାଇଁ ୫୦୦ରୁ ଅଧିକ ଟ୍ରାକ୍ଟର, ଜେସିବିକୁ କାର୍ଯ୍ୟରେ ଲଗାଯାଇଛି। ତେବେ ୨ଦିନ ମଧ୍ୟରେ ରାଜଧାନୀର ସ୍ଥିତି ସ୍ୱାଭାବିକ ହେବ ବୋଲି ବିଏମ୍ସି ଅତିରିକ୍ତ ଆୟୁକ୍ତ ସୁରଥ ଚନ୍ଦ୍ର ମଲ୍ଲିକ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/2-8_1626429297.jpg)