/odishatv-khabar/media/media_files/2025/10/16/da-hike-2025-10-16-12-50-42.jpg)
DA Hike Photograph: (OTV)
ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦୀପାବଳି ଭେଟି। ବଢିଲା ମହଙ୍ଗା ଭତ୍ତା । ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର। ମହଙ୍ଗା ଭତ୍ତା ୫୫%ରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ୨୦୨୫ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନସନଭୋଗୀଙ୍କ ଟି.ଆଇରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ୮ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)