Advertisment

ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରଶଂସା କଲେ ଦାମ

ଭୁବନେଶ୍ୱର: ବିଜେପି ରାଜ୍ୟସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡିର ସମର୍ଥନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ନେତା ଡାକ୍ତର ଦାମୋଦର ରାଉତ। ଦାମ କହିଛନ୍ତି, ଅଶ୍ୱିନୀ ଜଣେ ଦକ୍ଷ ପ୍ରଶାସକ ଓ ନବୀନଙ୍କୁ ଅନେକ ପରାମର୍ଶ ଦେଇଛନ୍ତି। ଦିଲ୍ଲୀରେ ମୋଦି ଓ ଶାହାଙ୍କ ସହ ନବୀନଙ୍କୁ ସେ ସାକ୍ଷାତ କରାଉଥିଲେ। ତାଛଡ଼ା ବିଜେଡି ସହ ତାଙ୍କର ସମ୍ପର୍କ ଏବେ ବି ଥିବା ନେଇ ଚାଲିଥିବା ଆଲୋଚନା ଉପରେ ପ୍ରତିକ୍ରିୟା ରଖି ଦାମ କହିଛନ୍ତି, ଯେଉଁ ଦଳ ତାଙ୍କୁ […]

author-image
Mihir Pattnayak
ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରଶଂସା କଲେ ଦାମ

DAMA-ROUT

ଭୁବନେଶ୍ୱର: ବିଜେପି ରାଜ୍ୟସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡିର ସମର୍ଥନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ନେତା ଡାକ୍ତର ଦାମୋଦର ରାଉତ। ଦାମ କହିଛନ୍ତି, ଅଶ୍ୱିନୀ ଜଣେ ଦକ୍ଷ ପ୍ରଶାସକ ଓ ନବୀନଙ୍କୁ ଅନେକ ପରାମର୍ଶ ଦେଇଛନ୍ତି। ଦିଲ୍ଲୀରେ ମୋଦି ଓ ଶାହାଙ୍କ ସହ ନବୀନଙ୍କୁ ସେ ସାକ୍ଷାତ କରାଉଥିଲେ। ତାଛଡ଼ା ବିଜେଡି ସହ ତାଙ୍କର ସମ୍ପର୍କ ଏବେ ବି ଥିବା ନେଇ ଚାଲିଥିବା ଆଲୋଚନା ଉପରେ ପ୍ରତିକ୍ରିୟା ରଖି ଦାମ କହିଛନ୍ତି, ଯେଉଁ ଦଳ ତାଙ୍କୁ ବହିଷ୍କାର କରିଛି ତାସହ ସେ ନାହାନ୍ତି ନବୀନ ସରକାରର ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୋଧରେ ପୂର୍ବରୁ କହି ଆସୁଥିଲେ ଓ ଭବିଷ୍ୟତରେ ମଧ୍ୟ କହିବେ।

Advertisment
Left Top
Advertisment
Advertisment