Advertisment

ନିର୍ବାଚନରୁ ଓହରିଲେ ପ୍ରୀତିନନ୍ଦା

ଭୁବନେଶ୍ୱର: ନିର୍ବାଚନରୁ ଓହରିଲେ ବରିଷ୍ଠ ବିଜେପି ନେତା ଦାମୋଦର ରାଉତଙ୍କ ଝିଅ ପ୍ରୀତିନନ୍ଦା ରାଉତରାୟ। ବିଜେଡି ଛାଡ଼ି ସ୍ୱାଧୀନ ପ୍ରାର୍ଥୀ ଭାବେ ସେ ଭୁବନେଶ୍ୱର ଉତ୍ତର ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ତେବେ ସ୍ୱାଧୀନ ପ୍ରାର୍ଥୀ ହୋଇଥିବାରୁ ନିର୍ବାଚନୀ ଚିହ୍ନ ମିଳିବାରେ ବିଳମ୍ବ ହେବାରୁ କମ୍ ସମୟ ମଧ୍ୟରେ ନୂଆ ଚିହ୍ନ ନେଇ ଲୋକଙ୍କ ନିକଟରେ ପହଞ୍ଚି ହେବନାହିଁ ବୋଲି ପ୍ରୀତିନନ୍ଦା କହିଛନ୍ତି। ନୂଆ ଚିହ୍ନରେ ପ୍ରଚାର ପତ୍ର ଛପେଇ ମାତ୍ର ୮ରୁ ୯ ଦିନ ମଧ୍ୟରେ […]

ନିର୍ବାଚନରୁ ଓହରିଲେ ପ୍ରୀତିନନ୍ଦା

priti

Advertisment

ଭୁବନେଶ୍ୱର: ନିର୍ବାଚନରୁ ଓହରିଲେ ବରିଷ୍ଠ ବିଜେପି ନେତା ଦାମୋଦର ରାଉତଙ୍କ ଝିଅ ପ୍ରୀତିନନ୍ଦା ରାଉତରାୟ। ବିଜେଡି ଛାଡ଼ି ସ୍ୱାଧୀନ ପ୍ରାର୍ଥୀ ଭାବେ ସେ ଭୁବନେଶ୍ୱର ଉତ୍ତର ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ତେବେ ସ୍ୱାଧୀନ ପ୍ରାର୍ଥୀ ହୋଇଥିବାରୁ ନିର୍ବାଚନୀ ଚିହ୍ନ ମିଳିବାରେ ବିଳମ୍ବ ହେବାରୁ କମ୍ ସମୟ ମଧ୍ୟରେ ନୂଆ ଚିହ୍ନ ନେଇ ଲୋକଙ୍କ ନିକଟରେ ପହଞ୍ଚି ହେବନାହିଁ ବୋଲି ପ୍ରୀତିନନ୍ଦା କହିଛନ୍ତି।

Advertisment

ନୂଆ ଚିହ୍ନରେ ପ୍ରଚାର ପତ୍ର ଛପେଇ ମାତ୍ର ୮ରୁ ୯ ଦିନ ମଧ୍ୟରେ ନିର୍ବାଚନମଣ୍ଡଳୀର ସମସ୍ତ ଅଞ୍ଚଳରେ ନୂଆ ଚିହ୍ନକୁ ସଫଳତାର ସହ ପହଞ୍ଚାଇବା ସମ୍ଭବ ହୋଇପାରିବ ନାହିଁ ବୋଲି ପ୍ରୀତିନନ୍ଦା କହିଛନ୍ତି।

ନିଜର ସମର୍ଥକଙ୍କ ସହ ଆଲୋଚନା କରି ସେ ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି। ଏଥିସହ ସମସ୍ତଙ୍କ ସମର୍ଥନ ଓ ଆଶୀର୍ବାଦ ପାଇଁ କୃତଜ୍ଞ ରହିବି ବୋଲି କହିଛନ୍ତି।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ