Advertisment

ଝୁଲା ସରକାର ଗଠନ ହେବାର ସମ୍ଭାବନା ସୃଷ୍ଟି ହୋଇଛି : ଦାମୋଦର ରାଉତ

ଭୁବନେଶ୍ୱର: ଦୀର୍ଘ ଦିନର ବ୍ୟବଧାନ ପରେ ତୁଣ୍ଡ ଖୋଲିଛନ୍ତି ବିଜେପିର ବରିଷ୍ଠ ନେତା ଦାମ ରାଉତ। କହିଛନ୍ତି ଏଥର ଓଡ଼ିଶାରେ କେହି ପାଇବେନି ବହୁମତ। ଏଠି ଝୁଲା ବିଧାନସଭା ହେବ। ତେବେ ମେଣ୍ଟ ସରକାର ହେଲେ ଓଡ଼ିଶାରେ ଅଫିସର ରାଜ୍ ସରିବ ବୋଲି କହିଛନ୍ତି ବରିଷ୍ଠ ବିଜେପି ନେତା ଡାକ୍ତର ଦାମୋଦର ରାଉତ। ତା’ସହ ଗତଥର ରାଜ୍ୟରେ ଗୋଟିଏ ମାତ୍ର ଗୋଟିଏ ଲୋକସଭା ଆସନ ଜିତିଥିବା ବିଜେପି ଏଥର ୧୩ରୁ ୧୪ଟି ଆସନ ପାଇବ ବୋଲି ଆକଳନ କରିଛନ୍ତି […]

ଝୁଲା ସରକାର ଗଠନ ହେବାର ସମ୍ଭାବନା ସୃଷ୍ଟି ହୋଇଛି : ଦାମୋଦର ରାଉତ

7u

Advertisment

ଭୁବନେଶ୍ୱର: ଦୀର୍ଘ ଦିନର ବ୍ୟବଧାନ ପରେ ତୁଣ୍ଡ ଖୋଲିଛନ୍ତି ବିଜେପିର ବରିଷ୍ଠ ନେତା ଦାମ ରାଉତ। କହିଛନ୍ତି ଏଥର ଓଡ଼ିଶାରେ କେହି ପାଇବେନି ବହୁମତ। ଏଠି ଝୁଲା ବିଧାନସଭା ହେବ। ତେବେ ମେଣ୍ଟ ସରକାର ହେଲେ ଓଡ଼ିଶାରେ ଅଫିସର ରାଜ୍ ସରିବ ବୋଲି କହିଛନ୍ତି ବରିଷ୍ଠ ବିଜେପି ନେତା ଡାକ୍ତର ଦାମୋଦର ରାଉତ। ତା’ସହ ଗତଥର ରାଜ୍ୟରେ ଗୋଟିଏ ମାତ୍ର ଗୋଟିଏ ଲୋକସଭା ଆସନ ଜିତିଥିବା ବିଜେପି ଏଥର ୧୩ରୁ ୧୪ଟି ଆସନ ପାଇବ ବୋଲି ଆକଳନ କରିଛନ୍ତି ଦାମ।

Advertisment
Left Top
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ