deadbody
Advertisment
ଆନନ୍ଦପୁର(ମୁନା ସିଂହ): କେନ୍ଦୁଝର ଘଷିପୁରାରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ଜଣକ ନିକଟସ୍ଥ ଟିକିରା ଗାଁର ବିଦ୍ୟାଧର ମୁଣ୍ଡା। କୋଳିମାଟି ଗାଁରୁ ଗୋଡ଼ ହାତ ବନ୍ଧା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି।
Advertisment
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିବା ପୁଲିସ୍ ସନ୍ଦେହ କରୁଛି। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଖୋଲତାଡ଼ ଆରମ୍ଭ କରିଛି। ହେଲେ ଏ ଯାଏ ଅପରାଧୀଙ୍କ ଟେର ପାଇପାରିନି ପୁଲିସ୍।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/deadbody-1_1626424239.jpg)