ଅଦ୍ୟତନ ହୋଇଛି
odisha-coronavirus
Advertisment
ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁ ହାର କମୁଛି। ଗତ କାଲି ୫ ଆକ୍ରାନ୍ତ ଆଖି ବୁଜିଥିବାବେଳେ ଆଜି ଆଖି ବୁଜିଛନ୍ତି ୫। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୩୯ରେ ପହଞ୍ଚିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।
Advertisment
ମୃତକଙ୍କ ମଧ୍ୟରୁ ୩ ଜଣ ଖୋର୍ଦ୍ଧା ଜିଲ୍ଲାରୁ ଥିବାବେଳେ ୨ ଜଣ ଅଛନ୍ତି ନୂଆପଡ଼ା ଜିଲ୍ଲାର।
ସୂଚନାଥାଉ କି, ଆଜି ମଧ୍ୟ ରାଜ୍ୟରୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଆଜି ୪୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/odisha-coronavirus_1625065743.jpg)