/odishatv-khabar/media/post_attachments/uploadimage/library/16_9/16_9_0/arresst-90_1626760600.jpg)
arresst
ନୀଳଗିରି(ବିଶ୍ୱମ୍ୱର ଦାସ): ବାଲେଶ୍ୱର ଜିଲ୍ଲା କୁଲଢ଼ିଆ ଅଭୟାରଣ୍ୟର ଭାଲିଆପୋଷି ଗାଁରୁ ଏକ ହରିଣ ଛାଲ, ଶିଙ୍ଗ ଓ ୩ଟି ବନ୍ଧୁକ ବନ ବିଭାଗ ଜବତ କରିଛି। ଏଥିସହ ୨ ଜଣ ଶିକାରୀଙ୍କୁ ମଧ୍ୟ ଗିରଫ କରାଯାଇଛି।
Advertisment
ଏହି ୨ ଶିକାରୀ କିଛି ଦିନ ହେବ ମୟୂରଭଞ୍ଜରୁ ଆସି ଅଭୟାରଣ୍ୟ ପାଖରେ ଏକ ଅସ୍ଥାୟୀ ଘର କରି ରହୁଥିଲେ। ତେବେ ଏମାନେ ଶିକାର କରୁଥିବା ଅଭିଯୋଗ ପାଇବା ଆଜି ସକାଳେ ବନ ବିଭାଗ ଚଢ଼ଉ କରିଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)