Advertisment

ରାଜଧାନୀ ଭୁବନେଶ୍ୱରରେ ଘନ କୁହୁଡ଼ି ଆସ୍ତରଣ

ଭୁବନେଶ୍ୱର : କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ଫେରିଲା କୁହୁଡ଼ି। ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘନ କୁହୁଡ଼ି ଆସ୍ତରଣ ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ୱର ସମେତ କଟକ, ପୁରୀ, ରାଉରକେଲା, ଭୁବନେଶ୍ୱରରେ କୁହୁଡ଼ି ଆସ୍ତରଣ ରହିଛି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଖାଲି ଓଡ଼ିଶା ନୁହେଁ ପଞ୍ଜାବ, ଉତ୍ତର ରାଜସ୍ଥାନ, ବିହାରରେ ବି ଆଜି ଘନ କୁହୁଡ଼ି ନେଇ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ।

ରାଜଧାନୀ ଭୁବନେଶ୍ୱରରେ ଘନ କୁହୁଡ଼ି ଆସ୍ତରଣ

fog

Advertisment

ଭୁବନେଶ୍ୱର : କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ଫେରିଲା କୁହୁଡ଼ି। ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘନ କୁହୁଡ଼ି ଆସ୍ତରଣ ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ୱର ସମେତ କଟକ, ପୁରୀ, ରାଉରକେଲା, ଭୁବନେଶ୍ୱରରେ କୁହୁଡ଼ି ଆସ୍ତରଣ ରହିଛି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି।

Advertisment

ଖାଲି ଓଡ଼ିଶା ନୁହେଁ ପଞ୍ଜାବ, ଉତ୍ତର ରାଜସ୍ଥାନ, ବିହାରରେ ବି ଆଜି ଘନ କୁହୁଡ଼ି ନେଇ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ