Advertisment

ଆସୁଛି ବାତ୍ୟା, ୧୧୦ କିମି ବେଗରେ ବହିବ ପବନ !

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତ ଅଧିକ ଘନୀଭୂତ ହେଉଛି। ଆସନ୍ତା ୨୪ ଘଣ୍ଟାରେ ଅବପାତ ସାଇକ୍ଲୋନିକ ଷ୍ଟର୍ମ ରୂପ ନେଇପାରେ। ସାଇକ୍ଲୋନିକ ଷ୍ଟର୍ମ ପରେ ଉତ୍ତର-ପଶ୍ଚିମକୁ ମୁହାଁଇବା ସମ୍ଭାବନା ରହିଛି। ତାମିଲନାଡୁ ଓ ପୁଡୁଚେରୀ ଉପକୂଳ କରାଇକାଲ ଓ ମାମଲାପୁରମ ମଧ୍ୟରେ ଗତି କରିବ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୫ ତାରିଖ ମଧ୍ୟାହ୍ନରେ ଭୀଷଣ ବାତ୍ୟା ଆଶଙ୍କା କରାଯାଇଛି। ୧୦୦ରୁ ୧୧୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ ଏହାର […]

ଅଦ୍ୟତନ ହୋଇଛି
ଆସୁଛି ବାତ୍ୟା, ୧୧୦ କିମି ବେଗରେ ବହିବ ପବନ !

cyclone

Advertisment

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତ ଅଧିକ ଘନୀଭୂତ ହେଉଛି। ଆସନ୍ତା ୨୪ ଘଣ୍ଟାରେ ଅବପାତ ସାଇକ୍ଲୋନିକ ଷ୍ଟର୍ମ ରୂପ ନେଇପାରେ।

Advertisment

ସାଇକ୍ଲୋନିକ ଷ୍ଟର୍ମ ପରେ ଉତ୍ତର-ପଶ୍ଚିମକୁ ମୁହାଁଇବା ସମ୍ଭାବନା ରହିଛି। ତାମିଲନାଡୁ ଓ ପୁଡୁଚେରୀ ଉପକୂଳ କରାଇକାଲ ଓ ମାମଲାପୁରମ ମଧ୍ୟରେ ଗତି କରିବ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୫ ତାରିଖ ମଧ୍ୟାହ୍ନରେ ଭୀଷଣ ବାତ୍ୟା ଆଶଙ୍କା କରାଯାଇଛି। ୧୦୦ରୁ ୧୧୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

Advertisment

ତେବେ ଓଡ଼ିଶା ଉପରେ ଏହାର ସିଧା ପ୍ରଭାବ ପଡ଼ିବ ନାହିଁ। ୨୫-୨୬ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

୨୬ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୨୫ ତାରିଖ ଯାଏଁ ଗଭୀର ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ