Advertisment

ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ପ୍ରଶ୍ନ

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ସମୟ ନିକଟତର ହେଉଛି। ଆଉ ଏଭଳି ସମୟରେ ଓଡ଼ିଶାର ବିକାଶ ପ୍ରସଙ୍ଗ ଉଠାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତୀର୍ଯ୍ୟକ ସମାଲୋଚନା କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଚାରି ଚାରି ଥର ମୁଖ୍ୟମନ୍ତ୍ରୀ ଭାବେ ଶାସନ ଗାଦିରେ ବସିଥିଲେ ମଧ୍ୟ ରାଜ୍ୟର ବିକାଶ କାହିଁକି ହୋଇନାହିଁ ବୋଲି ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ସ୍ୱଚ୍ଛ ପାନୀୟ ଜଳ, ଚାଷ-ଚାଷୀ, ଶିକ୍ଷକ ସମସ୍ୟା, ନାରୀଙ୍କୁ ସୁରକ୍ଷା ଆଦି ଅନେକ ପ୍ରସଙ୍ଗରେ ପ୍ରଶ୍ନ […]

ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ପ୍ରଶ୍ନ

gggg

Advertisment

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ସମୟ ନିକଟତର ହେଉଛି। ଆଉ ଏଭଳି ସମୟରେ ଓଡ଼ିଶାର ବିକାଶ ପ୍ରସଙ୍ଗ ଉଠାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତୀର୍ଯ୍ୟକ ସମାଲୋଚନା କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଚାରି ଚାରି ଥର ମୁଖ୍ୟମନ୍ତ୍ରୀ ଭାବେ ଶାସନ ଗାଦିରେ ବସିଥିଲେ ମଧ୍ୟ ରାଜ୍ୟର ବିକାଶ କାହିଁକି ହୋଇନାହିଁ ବୋଲି ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ।

Advertisment

ସ୍ୱଚ୍ଛ ପାନୀୟ ଜଳ, ଚାଷ-ଚାଷୀ, ଶିକ୍ଷକ ସମସ୍ୟା, ନାରୀଙ୍କୁ ସୁରକ୍ଷା ଆଦି ଅନେକ ପ୍ରସଙ୍ଗରେ ପ୍ରଶ୍ନ କରି ଉତ୍ତର ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆହ୍ୱାନ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ରଙ୍କ କଡ଼ା ଆକ୍ଷେପ ଓ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ ସହ ପ୍ରଶ୍ନ ନେଇ ବିଜେଡିର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ