ଦୃଷ୍ଟିବାଧିତ ମାଆର ପେଟପାଟଣା ପାଇଁ ଇଟା ଭାଟିରେ କାମ କରୁଥିଲା ପୁଅ । ଯାହା ଯେତିକି ଟଙ୍କା ରୋଜଗାର ହେଉଥିଲା ସେତିକିରେ ଚଳୁଥିଲା ପୁରା ପରିବାର । ପୁଅର ସୀମିତ ରୋଜଗାରରେ ବି ବେଶ୍ ଖୁସି ଥିଲା ମାଆ । ହେଲେ ଦୈବ ଯାହାର ଭାଗ୍ୟରେ ଦୁଃଖ ଲେଖିଥିବ ସିଏ କରିବ ବା କଣ ?
ଆଲୋକର ପର୍ବ ଦୀପାବଳି, କେଉଁଠି ହସ ତ ଆଉ କେଉଁଠି କାନ୍ଦ...କେଉଁଠି ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ଼ ହୋଇଛି ତ ପୁଣି କେଉଁଠି ବାଣ ଫୁଟାକୁ ନେଇ ବଚସାର କାହାର ଯାଇଛି ଜୀବନ।
ଏଣିକି ଟ୍ରେନ ଧକ୍କାରେ ଯିବନି ହାତୀଙ୍କ ଜୀବନ । ହାତୀଙ୍କ ସୁରକ୍ଷା ଲାଗି ବନବିଭାଗର ଏଭଳି ବଡ଼ ପଦକ୍ଷେପ ।
ଗେଣ୍ଡାଳିଆଙ୍କୁ ବି ବେଶ୍ ଆକର୍ଷଣୀୟ ଢଙ୍ଗରେ ସ୍ୱାଗତ କରନ୍ତି ସ୍ଥାନୀୟ ଲୋକ । କାରଣ ବିଶ୍ୱାସ ରହିଛି ଏମାନେ ରହୁଥିବା ସ୍ଥାନରେ ଭଲ ବର୍ଷା ହେବ ।
ମମତା ଏବେ ପରଦୁଆରେ ମୂଲ ଲାଗିବା ସହିତ ବିଲରେ କାମ ବି କରୁଛନ୍ତି । ଆଉ ସେଥିରୁ ଯେତିକି ଟଙ୍କା ରୋଜଗାର କରୁଛନ୍ତି ସେତିକିରେ ପରିବାର ଚଳାଉଛନ୍ତି ।
ଦିନ ମଜୁରିଆ ଭାବେ କାର୍ଯ୍ୟ କରୁଥିବା ବେଳେ ମାଆ ପର ଘରେ କାମ କରି ପରିବାର ପ୍ରତିପୋଷଣ କରନ୍ତି।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତା ୨ ତାରିଖରୁ ଅର୍ଥାତ୍ ମହାସପ୍ତମୀରୁ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏ ଯୁଗର ଶ୍ରବଣ କୁମାର। ରୋଗାଗ୍ରସ୍ତ ବାପାଙ୍କୁ ଧରି ବାଣ୍ଟୁଛନ୍ତି ଡାକ...କରୋନା ସମୟରେ ପାରାଲିସିସ୍ ହେବା ପରେ ଚାଲି ପାରୁନାହାନ୍ତି ବାପା। ଆଉ ଚିଠି ଦେବା ପାଇଁ କ୍ୟାରିଅରକୁ ପଛରେ ପକାଇ ବାପାର ସେବା କରୁଛି ପୁଅ... ପୁଅର ଏଭଳି କାମକୁ ପ୍ରଶଂସା କରିଛନ୍ତି ଢେଙ୍କାନାଳ ମୁଖ୍ୟ ଡାକଘରର ଆସିଷ୍ଟାଣ୍ଟ ପୋଷ୍ଟ ମାଷ୍ଟର ରାମଚନ୍ଦ୍ର ବେହେରା ।
ଡାକ୍ତର ଛୁଟିରେ ଥିବାରୁ ୧୩ ସେପ୍ଟେମ୍ବର ଠାରୁ ୬ ନଭେମ୍ବର ପର୍ଯ୍ୟନ୍ତ ଏହି ବିଭାଗ ବନ୍ଦ ରହିବ ।
ସମସ୍ତଙ୍କର ଗୋଟିଏ ଲକ୍ଷ୍ୟ ଆମେ ତାଲିମ୍ ନେବା, ଆଉ ନିଜ ପଂଚାୟତକୁ ଜିଲ୍ଲା ତଥା ରାଜ୍ୟରେ ଶ୍ରେଷ୍ଠ କରିବା ।
ପଞ୍ଚାୟତର ବିକାଶ ପାଇଁ ନବ ର୍ନିବାଚିତ ସରପଞ୍ଚ ଶିକ୍ଷାଲାଭ କରୁଛନ୍ତି। ର୍ନିବାଚନ ପରେ ପଞ୍ଚାୟତ ସ୍ତରରେ ଉନ୍ନୟନମୂଳକ କାମ କିଭଳି ହେବ ସେଥିପାଇଁ ବ୍ଲୁ ପ୍ରିଣ୍ଟ୍ ପ୍ରସ୍ତୁତ ହେଉଛି।
ଗଜଲକ୍ଷ୍ମୀ ପୂଜା ପାଇଁ ଢେଙ୍କାନାଳରେ ଜୋରସୋର ପ୍ରସ୍ତୁତି । ବାଉଁଶରେ ତିଆରି ହେଉଛି ୬୫ ଫୁଟ୍ ଉଚ୍ଚର ତୋରଣ ।
ବୌଦ୍ଧ କଣ୍ଟାମାଳ ବ୍ଲକ ପ୍ରୋଜେକ୍ଟ କୋର୍ଡିନେଟର ଠାକୁର ବେହେରାଙ୍କ ସନ୍ଦେହଜନଙ୍କ ମୃତ୍ୟୁ ହୋଇଛି । ବ୍ଲକ କଲୋନୀ ସ୍ଥିତ ସରକାରୀ ବାସଭବନରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।
ଢେଙ୍କାନାଳ ସଦର ଥାନା ଡିଏସ୍ପି ଇନ୍-ଚାର୍ଜ ଅଭିନବ ଡାଳୁଆ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଛନ୍ତି। ୩୦ ହଜାର ଟଙ୍କା ନେବାବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିବା ସୂଚନା ମିଳିଛି।
ଗତ ୨୫ ତାରିଖରେ କେନ୍ଦୁଝର ସଦର ରେଂଜ ଅନ୍ତର୍ଗତ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ବିଦ୍ୟୁତ ତାର ଲାଗି ଦୁଇଟି ମାଈ ହାତୀଙ୍କ ମୃତ୍ୟୁ ହୋଇଥିଲା ।
ଗତ ଶନିବାର ହସ୍ପିଟାଲ୍ ଛାତରୁ ଡେଇଁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ବେଳେ ଗତକାଲି ପୁଣି ଜଣେ ରୋଗୀ ଛାତରୁ ଡେଇଁ ପଡ଼ିଛନ୍ତି। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି।
ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟର ପଞ୍ଚମ ମହଲାରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଢେଙ୍କାନାଳ ଜିଲ୍ଲା ଡାକ୍ତରଖାନାରେ ଚିକିତ୍ସା କରାଯାଉଛି।
୨୦ ଘଣ୍ଟାରୁ ଅଧିକ ସମୟ ବିତିଗଲାଣି, ସକାଳରୁ ସଞ୍ଜ ହେଲା, ପୁଣି ସକାଳ ହେଲା, କିନ୍ତୁ ପୋଲିସ ନଆସିବାରୁ ହୋଇପାରୁନି ଶବ ବ୍ୟବଚ୍ଛେଦ। ଏବେ ବି ମୃତଦେହ ସେମିତି ହସ୍ପିଟାଲ୍ରେ ପଡ଼ି ରହିଛି।
ଜଳଲାଗି ପାଇଁ ରେଙ୍ଗାଳୀ ବାମ ପାର୍ଶ୍ଵ କେନାଲରେ ଗାଧୋଉଥିବା ବେଳେ ଜଳସ୍ରୋତରେ ୨ ଜଣ ସାଙ୍ଗ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ କୂଳରେ ବସିଥିବା ଆଉ ଜଣେ ସାଙ୍ଗ ଜଣଙ୍କୁ ଉଦ୍ଧାର କରିଥିଲେ।
ଝିଅକୁ ହତ୍ୟା କରି ଆତ୍ମହତ୍ୟା ରୂପ ଦେବାକୁ ଯୋଜନା କରିଥିଲେ ବାପା। ହେଲେ ତାଙ୍କର ସବୁ ଚେଷ୍ଟା ଶେଷରେ ଫସର ଫାଟି ଯାଇଥିଲା। ଆଉ ପୋଲିସ୍ ହାତରେ ଧରାପଡ଼ି ଯାଇଥିଲେ।
ଲାଞ୍ଚ ନେବା ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମେଡିସିନ ବିଭାଗ ଡାକ୍ତର ଉମାକାନ୍ତ ଖେଜୁରିଆଙ୍କୁ ଗିରଫ କରାଯାଇଛି। ମୃତ୍ୟୁ ପ୍ରମାଣପତ୍ର ବାବଦରେ ଫର୍ମରେ ଦସ୍ତଖତ କରାଇ ଦେବା ପାଇଁ ୧୧ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ।
୨୧ ବର୍ଷୀୟ ମେଧାବୀ ଛାତ୍ର ସୌମ୍ୟରଞ୍ଜନ ବାରିକଙ୍କ ପାଇଁ ସାଙ୍ଗସାଥୀ, ବନ୍ଧୁବାନ୍ଧବଙ୍କଠୁ ନେଇ ଗାଁର ଆବାଳ ବୃଦ୍ଧବନୀତା ଏବେ କାନ୍ଦୁଛନ୍ତି। କାରଣ ସୌମ୍ୟ ଏବେ ଭୁବନେଶ୍ୱର ଏମ୍ସରେ ଜୀବନ ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି।
୨୨ ବର୍ଷର ସ୍ଥିର ସରକାର। ଫୁଟିକିଆ ଘରେ ରହୁଛି ୫ ଫୁଟିଆ ମଣିଷ। ଖାଇବାକୁ ନାହିଁ ପିଇବାକୁ ନାହିଁ....ବର୍ଷା ହେଲେ ମୁଣ୍ଡ ଉପରେ ବର୍ଷୁଛି, ଖରା ହେଲେ ଟିଣ ଘରେ ଦେହ ଜଳିଯାଉଛି। ଘର ଖଣ୍ଡିଏ ପାଇଁ ଗୁହାରି କରି କରି ହାଲିଆ ହେଲେ ଲାଞ୍ଚ ବିନା ଘର ହେଉନି। ରାସନ କାର୍ଡ ନାହିଁ କି ଭତ୍ତା ନାହିଁ। ଅତି ଦୟନୀୟ ଅବସ୍ଥାରେ ଜୀବନ ବିତାଉଛନ୍ତି ବାସନ୍ତୀ।
ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। କାନ୍ଥରେ କଳା ଅଙ୍ଗାରରେ ‘ଆମେ ବିଷ ପିଇଛୁ’ ବୋଲି ଲେଖାଯାଇଛି।