Advertisment

ଆଜି ବିଜେଡିରେ ମିଶି ପାରନ୍ତି ଦିଲ୍ଲୀପ ରାୟ

ଭୁବନେଶ୍ୱର: ଆଜି ଦିଲ୍ଲୀପ ରାୟ ବିଜେଡିରେ ମିଶିପାରନ୍ତି। ଗତକାଲି ସନ୍ଧ୍ୟାରେ ସେ ନବୀନ ନିବାସ ଆସି ଆଲୋଚନା କରି ଫେରି ଯାଇଥିଲେ। ଏହାପରେ ଦିଲ୍ଲୀପ ବିଜେଡିକୁ ପ୍ରତ୍ୟାବର୍ତ୍ତନ କରିବା ଏକ ପ୍ରକାର ସ୍ପଷ୍ଟ ହୋଇଛି। ତେବେ ଏନେଇ ଦିଲ୍ଲୀପ କିମ୍ବା ବିଜେଡି ପକ୍ଷରୁ କୌଣସି ବିଧିବଦ୍ଧ ସୂଚନା ଦିଆଯାଇ ନାହିଁ। ସୂଚନାଯୋଗ୍ୟ, ରାଉରକେଲାର ପୂର୍ବତନ ବିଧାୟକ ଦିଲୀପ ରାୟ, ଗତବର୍ଷ ନଭେମ୍ବରରେ ବିଜେପିରୁ ଇସ୍ତଫା ଦେବା ସହ ରାଉରକେଲା ବିଧାୟକ ପଦ ମଧ୍ୟ ଛାଡ଼ିଥିଲେ। ତା’ପରେ ସେ […]

ଆଜି ବିଜେଡିରେ ମିଶି ପାରନ୍ତି ଦିଲ୍ଲୀପ ରାୟ

dilip-ray

Advertisment

ଭୁବନେଶ୍ୱର: ଆଜି ଦିଲ୍ଲୀପ ରାୟ ବିଜେଡିରେ ମିଶିପାରନ୍ତି। ଗତକାଲି ସନ୍ଧ୍ୟାରେ ସେ ନବୀନ ନିବାସ ଆସି ଆଲୋଚନା କରି ଫେରି ଯାଇଥିଲେ। ଏହାପରେ ଦିଲ୍ଲୀପ ବିଜେଡିକୁ ପ୍ରତ୍ୟାବର୍ତ୍ତନ କରିବା ଏକ ପ୍ରକାର ସ୍ପଷ୍ଟ ହୋଇଛି। ତେବେ ଏନେଇ ଦିଲ୍ଲୀପ କିମ୍ବା ବିଜେଡି ପକ୍ଷରୁ କୌଣସି ବିଧିବଦ୍ଧ ସୂଚନା ଦିଆଯାଇ ନାହିଁ।

Advertisment

ସୂଚନାଯୋଗ୍ୟ, ରାଉରକେଲାର ପୂର୍ବତନ ବିଧାୟକ ଦିଲୀପ ରାୟ, ଗତବର୍ଷ ନଭେମ୍ବରରେ ବିଜେପିରୁ ଇସ୍ତଫା ଦେବା ସହ ରାଉରକେଲା ବିଧାୟକ ପଦ ମଧ୍ୟ ଛାଡ଼ିଥିଲେ। ତା’ପରେ ସେ କେଉଁ ଦଳକୁ ଯିବେ ସେ ନେଇ ଚର୍ଚ୍ଚା ଲାଗି ରହିଥିଲା। ସେ ବିଜେଡିର ପ୍ରତିଷ୍ଠାତା ସଦସ୍ୟ ଥିଲେ। ତା’ସହ ସେ ବିଜୁ ବାବୁଙ୍କ ଘନିଷ୍ଠ ସହଯୋଗୀ ମଧ୍ୟ ଥିଲେ। ୨୦୦୨ରେ ତାଙ୍କୁ ବିଜେଡିରୁ ବହିଷ୍କାର କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ