Advertisment

Early Preparations Begin for Rath Yatra: ୬ ମାସ ପୂର୍ବରୁ ବସିଲା ‘ରଥ’ ବୈଠକ, ସବୁ ବିଭାଗକୁ ପ୍ରସ୍ତୁତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ରଥଯାତ୍ରାକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତୁତି ବୈଠକ। ସବୁ ବିଭାଗକୁ ପ୍ରସ୍ତୁତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ। ଏଣିକି ପ୍ରତି ମାସ ସମୀକ୍ଷା ହେବ ‘ରଥ ଯାତ୍ରା’ ପ୍ରସ୍ତୁତି।

author-image
Chinmayee Sahoo
Ratha Yatra

Ratha Yatra Photograph: (OTV)

ରଥଯାତ୍ରାକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତୁତି ବୈଠକ। ୬ ମାସ ପୂର୍ବରୁ ସବୁ ବିଭାଗକୁ ପ୍ରସ୍ତୁତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ। ଏଣିକି ପ୍ରତି ମାସ ସମୀକ୍ଷା ହେବ ରଥ ଯାତ୍ରା ପ୍ରସ୍ତୁତି। ବିଗତ ଦିନରେ ହୋଇଥିବା ତ୍ରୁଟିକୁ ଚିହ୍ନଟ ସହ କେମିତି ସୁଧାରି ହେବ ଏବଂ ଆଉ କଣ ଆବଶ୍ୟକୀୟ ପଦକ୍ଷେପ ହାତକୁ ନିଆଯିବ ସେନେଇ ରିପୋର୍ଟରେ ଉଲ୍ଲେଖ କରିବାକୁ ସବୁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। 

Advertisment

ସ୍ୱାସ୍ଥ୍ୟ, ପିଇବା ପାଣି, ସ୍ୱଚ୍ଛତାକୁ ଗୁରୁତ୍ୱ ଦିଆଯାଇଛି। ସେହିପରି ଭିଡ଼ ପରିଚାଳନା, ଟ୍ରାଫିକ ସମସ୍ୟା ନେଇ ମଧ୍ୟ ଆଲୋଚନା ହୋଇଛି। ବୈଠକରେ ପୋଲିସ ଡିଜି, ଅଗ୍ନିଶମ ବିଭାଗ ଡିଜିଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଏକାଧିକ ବିଭାଗର ସଚିବ ଉପସ୍ଥିତ ଥିଲେ।

୬ ମାସ ପୂର୍ବରୁ ବସିଲା ‘ରଥ’ ବୈଠକ
ରଥଯାତ୍ରାକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତୁତି ବୈଠକ
ସବୁ ବିଭାଗକୁ ପ୍ରସ୍ତୁତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ 
ଏଣିକି ପ୍ରତି ମାସ ସମୀକ୍ଷା ହେବ ‘ରଥ ଯାତ୍ରା’ ପ୍ରସ୍ତୁତି 
ବିଗତ ତ୍ରୁଟିକୁ ସୁଧାରିବାକୁ ଗୁରୁତ୍ବ 
ଫୋକସରେ ଭିଡ଼ ପରିଚାଳନା ଓ ଟ୍ରାଫିକ ସମସ୍ୟା 

Advertisment

Ratha Yatra
Advertisment
Related Articles
Advertisment