/odishatv-khabar/media/post_attachments/uploadimage/library/16_9/16_9_0/earthquake-8_1625458518.jpg)
earthquake-8
ଭୁବନେଶ୍ୱର: ଆଜି ସକାଳୁ ସକାଳୁ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି।ଗଞ୍ଜାମ ଜିଲ୍ଲାର ପାତ୍ରପୁର, ଚିକିଟି ଓ ଦିଗପହଣ୍ଡି ଓ ଗଜପତି ଜିଲ୍ଲାର ମୋହନା, ଅଡ଼ବା, ଆର୍. ଉଦୟଗିରିରେ ମୃଦୁ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି।
Advertisment
ସକାଳ ୭ଟା ୧୦ରେ ପ୍ରାୟ ୩ରୁ ୪ ସେକେଣ୍ଡ ଯାଏ ଭୂକମ୍ପର ଝଟ୍କା ଅନୁଭୂତ ହୋଇଥିଲା।
ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୮ ରେକର୍ଡ କରାଯାଇଛି। ଭୂକମ୍ପ ଯୋଗୁ ଭୟରେ ଲୋକମାନେ ଘରୁ ବାହାରି ଆସିଥିବା ଦେଖିବାକୁ ମିଳିଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)