Advertisment

ପଶ୍ଚିମ ଓଡ଼ିଶାର କିଛି ଜାଗାରେ ଭୂକମ୍ପ ଝଟକା

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାର କିଛି ଜାଗାରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସମ୍ବଲପୁର, ଝାରସୁଗୁଡ଼ା, କୁଚିଣ୍ଡା ଓ ବଣାଇରେ କିଛି ସେକେଣ୍ଡ ପାଇଁ ଭୂକମ୍ପ ଅନୁଭୂତ ହୋଇଥିଲା। ସେହିପରି ରାଉରକେଲା ଓ ଦେବଗଡ଼ରେ ମଧ୍ୟ ଅନୁଭୂତ ହୋଇଛି। ଫଳରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିବା ଦେଖିବାକୁ ମିଳିଛି।  ମାତ୍ର କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିପାରି ନାହିଁ।

ପଶ୍ଚିମ ଓଡ଼ିଶାର କିଛି ଜାଗାରେ ଭୂକମ୍ପ ଝଟକା

earthwake

Advertisment

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାର କିଛି ଜାଗାରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସମ୍ବଲପୁର, ଝାରସୁଗୁଡ଼ା, କୁଚିଣ୍ଡା ଓ ବଣାଇରେ କିଛି ସେକେଣ୍ଡ ପାଇଁ ଭୂକମ୍ପ ଅନୁଭୂତ ହୋଇଥିଲା। ସେହିପରି ରାଉରକେଲା ଓ ଦେବଗଡ଼ରେ ମଧ୍ୟ ଅନୁଭୂତ ହୋଇଛି। ଫଳରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିବା ଦେଖିବାକୁ ମିଳିଛି।  ମାତ୍ର କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିପାରି ନାହିଁ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles: