Advertisment

ରଥଯାତ୍ରା ବନ୍ଦ ପାଇଁ ଆବେଦନ କରିଥିବା ବ୍ୟକ୍ତିଙ୍କ ଘର ଉପରକୁ ଅଣ୍ଡା ମାଡ଼

ଭୁବନେଶ୍ୱର: ରଥଯାତ୍ରା ବନ୍ଦ ନେଇ ଆବେଦନ କରିଥିବା ଆବେଦନକାରୀଙ୍କ ଘର ଉପରକୁ ଅଣ୍ଡା ମାଡ଼ ହୋଇଛି। ରଥଯାତ୍ରା କରିବାକୁ ଅନୁମତି ନ ଦେବାକୁ ଅପିଲ୍ କରିଥିବା ଆବେଦନକାରୀ ଓକିଲ ସୁଶାନ୍ତ ପାଢୀଙ୍କ ଭୁବନେଶ୍ୱର ସ୍ଥିତ ଭଡା ଘର ଉପରକୁ ଏହି ଅଣ୍ଡା ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ବମିଖାଲ ସାଈ ବିହାର ସ୍ଥିତ ସୁଶାନ୍ତଙ୍କ ଘର ଉପରକୁ କିଛି ଲୋକ ଅଣ୍ଡାମାଡ଼ କରିବା ସହ ତାଙ୍କର ଗାଡ଼ି ବି ଭାଙ୍ଗି ଦେଇଛନ୍ତି। ଏ ନେଇ ସୁଶାନ୍ତ ଅଭିଯୋଗ […]

ରଥଯାତ୍ରା ବନ୍ଦ ପାଇଁ ଆବେଦନ କରିଥିବା ବ୍ୟକ୍ତିଙ୍କ ଘର ଉପରକୁ ଅଣ୍ଡା ମାଡ଼

BeFunky-collage (2)

Advertisment

ଭୁବନେଶ୍ୱର: ରଥଯାତ୍ରା ବନ୍ଦ ନେଇ ଆବେଦନ କରିଥିବା ଆବେଦନକାରୀଙ୍କ ଘର ଉପରକୁ ଅଣ୍ଡା ମାଡ଼ ହୋଇଛି। ରଥଯାତ୍ରା କରିବାକୁ ଅନୁମତି ନ ଦେବାକୁ ଅପିଲ୍ କରିଥିବା ଆବେଦନକାରୀ ଓକିଲ ସୁଶାନ୍ତ ପାଢୀଙ୍କ ଭୁବନେଶ୍ୱର ସ୍ଥିତ ଭଡା ଘର ଉପରକୁ ଏହି ଅଣ୍ଡା ମାଡ଼ ହୋଇଥିବା ଅଭିଯୋଗ ହୋଇଛି।

Advertisment

ବମିଖାଲ ସାଈ ବିହାର ସ୍ଥିତ ସୁଶାନ୍ତଙ୍କ ଘର ଉପରକୁ କିଛି ଲୋକ ଅଣ୍ଡାମାଡ଼ କରିବା ସହ ତାଙ୍କର ଗାଡ଼ି ବି ଭାଙ୍ଗି ଦେଇଛନ୍ତି। ଏ ନେଇ ସୁଶାନ୍ତ ଅଭିଯୋଗ କରିଛନ୍ତି।

ପୁଲିସ୍‌ ଉପସ୍ଥିତି ସତ୍ତ୍ୱେ ଏହି ଅଣ୍ଡାମାଡ଼ ହୋଇଥିବା ସୂଚନା ମିଳିଛି। ଏହାସହ ସେହି ସମୟରେ ପୁଲିସ୍ ଓ କିଛି ଲୋକଙ୍କ ମଧ୍ୟରେ‌ ଠେଲାପେଲା ମଧ୍ୟ ହୋଇଥିଲା ବୋଲି ଜଣାପଡ଼ିଛି।

Advertisment

ଆହୁରି ମଧ୍ୟ ପଢ଼ନ୍ତୁ: ରାତି ପାହିଲେ ରଥଯାତ୍ରା: ବଡ଼ଦାଣ୍ଡରୁ ହଟୁଛନ୍ତି ଉଠା ଦୋକାନୀ

Rath Yatra ପୁରୀ ରଥଯାତ୍ରା Puri Rath Yatra 2020 Update Rath Yatra Latest News Puri Rath Yatra 2020 Puri Rath Yatra 2020 News In Odia Puri News Rath Yatra News
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ