Advertisment

ବୃଦ୍ଧଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

କଟକ: କଟକ ଜିଲ୍ଲା ମାହାଙ୍ଗା ପଲ୍ଲି ସାହିରେ ଟ୍ରକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ହାଟପଡ଼ାର ଧ୍ରୁବଚରଣ ସାହୁ। ଆଜି ସକାଳେ ଧ୍ରୁବ ପଲ୍ଲୀସାହି-ଏରକଣା ରାସ୍ତାରେ ଚାଲି ଚାଲି ଯାଉଥିବାବେଳେ ଏକ ଟ୍ରକ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଟ୍ରକ ଡ୍ରାଇଭରଙ୍କୁ ଅଟକ ରଖିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି। ମାହାଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କ […]

author-image
Sangita Sahu
ବୃଦ୍ଧଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

dead-body

କଟକ: କଟକ ଜିଲ୍ଲା ମାହାଙ୍ଗା ପଲ୍ଲି ସାହିରେ ଟ୍ରକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ହାଟପଡ଼ାର ଧ୍ରୁବଚରଣ ସାହୁ।

Advertisment

ଆଜି ସକାଳେ ଧ୍ରୁବ ପଲ୍ଲୀସାହି-ଏରକଣା ରାସ୍ତାରେ ଚାଲି ଚାଲି ଯାଉଥିବାବେଳେ ଏକ ଟ୍ରକ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଟ୍ରକ ଡ୍ରାଇଭରଙ୍କୁ ଅଟକ ରଖିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି।

ମାହାଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କରିଛନ୍ତି।

Advertisment
Advertisment