CEC Photograph: (OTV)
ଓଡ଼ିଶାରେ ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି। ପ୍ରଥମେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଓ ପରେ କୋଣାର୍କ ଯିବେ ECI।
ଆସନ୍ତାକାଲି ରଘୁରାଜପୁର, ଧଉଳି, ଖଣ୍ଡଗିରି, ଉଦୟିଗିରି, ମୁକ୍ତେଶ୍ବର ମନ୍ଦିର ବୁଲିବେ। ୨୯ରେ OUATରେ ବୁଥସ୍ତରୀୟ ଅଧିକାରୀଙ୍କୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି।
ଭୁବନେଶ୍ବରରେ ECI
ଭୁବନେଶ୍ବରରେ ଭାରତର ନିର୍ବାଚନ କମିଶନର
୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ECI ଜ୍ଞାନେଶ କୁମାର
ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ
ମହାପ୍ରଭୁଙ୍କ ଦର୍ଶନ ପରେ କୋଣାର୍କ ଯିବେ ECI
୨୮ରେ ରଘୁରାଜପୁର, ଧଉଳି, ଖଣ୍ଡଗିରି, ଉଦୟିଗିରି, ମୁକ୍ତେଶ୍ବର ମନ୍ଦିର ବୁଲିବେ
୨୯ରେ OUATରେ ବୁଥସ୍ତରୀୟ ଅଧିକାରୀଙ୍କୁ ସମ୍ବୋଧନ କରିବେ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/12/27/cec-2025-12-27-09-51-57.jpg)