Advertisment

ଦଳି ମାରିଦେଲା ହାତୀ

କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଗଡ଼ପଳାଶୁଣି ଗାଁର ଜଣେ ବ୍ୟକ୍ତିଙ୍କୁ ଏକ ଦନ୍ତା ହାତୀ କଚାଡ଼ି ଦେବାରୁ ତାଙ୍କ ମୃତ୍ୟୁ ଘଟିଛି ।  ମୃତକଙ୍କ ନାଁ ନାରାୟଣ ନାଏକ। ଗତକାଲି ବିଳମ୍ୱିତ ରାତିରେ ନାରାୟଣ ଗୁଡ଼ିଆନାଳୀ ନିକଟରେ ଧାନ ଫସଲ ଜଗିଥିବା ବେଳେ ଦନ୍ତା ସହ ମୁହାଁମୁହିଁ ହୋଇଥିଲେ। ତାଙ୍କୁ ହାତୀଟି କଚାଡ଼ି ଦେଇଥିଲା। ପ୍ରଥମେ ତାଙ୍କୁ ପରଜଙ୍ଗ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।  ମାତ୍ର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କାମାକ୍ଷାନଗର ଡାକ୍ତରଖାନାରେ […]

ଦଳି ମାରିଦେଲା ହାତୀ

death

Advertisment

କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଗଡ଼ପଳାଶୁଣି ଗାଁର ଜଣେ ବ୍ୟକ୍ତିଙ୍କୁ ଏକ ଦନ୍ତା ହାତୀ କଚାଡ଼ି ଦେବାରୁ ତାଙ୍କ ମୃତ୍ୟୁ ଘଟିଛି ।  ମୃତକଙ୍କ ନାଁ ନାରାୟଣ ନାଏକ।

Advertisment

ଗତକାଲି ବିଳମ୍ୱିତ ରାତିରେ ନାରାୟଣ ଗୁଡ଼ିଆନାଳୀ ନିକଟରେ ଧାନ ଫସଲ ଜଗିଥିବା ବେଳେ ଦନ୍ତା ସହ ମୁହାଁମୁହିଁ ହୋଇଥିଲେ। ତାଙ୍କୁ ହାତୀଟି କଚାଡ଼ି ଦେଇଥିଲା। ପ୍ରଥମେ ତାଙ୍କୁ ପରଜଙ୍ଗ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।  ମାତ୍ର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କାମାକ୍ଷାନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ