death
Advertisment
ସୁନ୍ଦରଗଡ଼(ବିଜୟ ବରୁଆ):ସୁନ୍ଦରଗଡ଼ ଜିଲ୍ଲା ଗୋପାଳପୁର ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଝୁପରୁଙ୍ଗା ପତ୍ରାପାଲ୍ଲିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ମୁରଲି ସା।
Advertisment
ମୁରଲି ମହୁଲ ଗୋଟାଇବାକୁ ଯାଇଥିବାବେଳେ ହାତୀ ତାଙ୍କୁ ଦଳି ଦେଇଥିଲା।