Advertisment

ଶାରଳା ପୁରସ୍କାର ବିଜେତା ବିଶିଷ୍ଟ ସାହିତ୍ୟିକ ମନୋଜ ପଣ୍ଡାଙ୍କ ପରଲୋକ

ବଲାଙ୍ଗିର: ଶାରଳା ପୁରସ୍କାର ବିଜେତା ବିଶିଷ୍ଟ ସାହିତ୍ୟିକ ମନୋଜ ପଣ୍ଡାଙ୍କ ଗତକାଲି ହୃଦ୍‌ଘାତରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରିଛନ୍ତି। ଶାରଳା ପୁରସ୍କାର ବିଜେତା ବିଶିଷ୍ଟ ସାହିତ୍ୟିକ ମନୋଜ ପଣ୍ଡାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସାହିତ୍ୟ ଜଗତରେ ସେ ଛାଡ଼ି ଯାଇଥିବା ସୃଜନସୃଷ୍ଟି ତାଙ୍କୁ ସର୍ବଦା ଅମର କରି ରଖିବ। […]

ଶାରଳା ପୁରସ୍କାର ବିଜେତା ବିଶିଷ୍ଟ ସାହିତ୍ୟିକ ମନୋଜ ପଣ୍ଡାଙ୍କ ପରଲୋକ

manoj panda

Advertisment

ବଲାଙ୍ଗିର: ଶାରଳା ପୁରସ୍କାର ବିଜେତା ବିଶିଷ୍ଟ ସାହିତ୍ୟିକ ମନୋଜ ପଣ୍ଡାଙ୍କ ଗତକାଲି ହୃଦ୍‌ଘାତରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରିଛନ୍ତି।

Advertisment

୧୯୫୪ ମସିହା ଅକ୍ଟୋବର ୪ ତାରିଖରେ ବଲାଙ୍ଗିରରେ ଜନ୍ମଗ୍ରହଣ କରିଥିଲେ ବିଶିଷ୍ଟ ସାହିତ୍ୟିକ ତଥା ଲେଖକ ମନୋଜ କୁମାର ପଣ୍ଡା। ସେ ‘ହାଡ ବଗିଚା’, ‘ମାୟା ବଗିଚା’, ‘ବର୍ଣ ବଗିଚା’ ପରି ଅନେକ ଗଳ୍ପ ସଂକଳନ ରଚନା କରିଥିଲେ। ଗଳ୍ପ ସଂକଳନ ‘ମାୟା ବଗିଚା’ ପାଇଁ ତାଙ୍କୁ ୨୦୧୫ ମସିହାରେ ଶାରଳା ପୁରସ୍କାର ପ୍ରଦାନ କରାଯାଇଥିଲା।  ଏହା ପୂର୍ବରୁ ୨୦୧୦ରେ ତାଙ୍କ ଦ୍ୱାରା ଅନୁଦିତ ପୁସ୍ତକ The Bone Garden and Other Stories  ଅନ୍ତର୍ଜାତୀୟ ଗଳ୍ପ ପୁରସ୍କାର ପାଇଁ ସମଗ୍ର ଏସିଆ ମହାଦେଶରୁ ୧୦ ଜଣ ଗାଳ୍ପିକଙ୍କ ମଧ୍ୟରେ ସ୍ଥାନିତ ହୋଇଥିଲେ ମନୋଜ ପଣ୍ଡା।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ