Advertisment

ରାଉରକେଲାରେ ଏନ୍‌କାଉଣ୍ଟର

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ରୁଟୁକୁପିଢୀ-ଚିକଟଫଣ୍ଡି ଫରେଷ୍ଟ ରୋଡରେ ପୁଲିସ୍‌ ଏନକାଉଣ୍ଟରରେ କୁଖ୍ୟାତ ଡକାୟତ ଅନୀଲ ତିର୍କି ଆହତ ହୋଇଛି। ଗତକାଲି ସନ୍ଧ୍ୟାରେ ଅନୀଲ ଡକାୟତି ଯୋଜନା କରୁଥିବାବେଳେ ପୁଲିସ୍‌ ଅତର୍କିତ ଚଢ଼ଉ କରିଥିଲା। ଏହି ସମୟରେ ସେ ପୁଲିସ୍‌ ଉପରକୁ ଗୁଳି ଚଳାଇଥିଲା। ତେବେ ପୁଲିସର ପାଲଟା ଫାୟାରିଂରେ ଅନୀଲର ଆଣ୍ଠୁରେ ଗୁଳି ବାଜିଥିଲା। ଆହତ ଅନୀଲକୁ ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଛି। ତା’ ନିକଟରୁ ଗୋଟିଏ ପିସ୍ତଲ ଓ ବାଇକ ପୁଲିସ୍‌ […]

ରାଉରକେଲାରେ ଏନ୍‌କାଉଣ୍ଟର

encou-up

Advertisment

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ରୁଟୁକୁପିଢୀ-ଚିକଟଫଣ୍ଡି ଫରେଷ୍ଟ ରୋଡରେ ପୁଲିସ୍‌ ଏନକାଉଣ୍ଟରରେ କୁଖ୍ୟାତ ଡକାୟତ ଅନୀଲ ତିର୍କି ଆହତ ହୋଇଛି।

Advertisment

ଗତକାଲି ସନ୍ଧ୍ୟାରେ ଅନୀଲ ଡକାୟତି ଯୋଜନା କରୁଥିବାବେଳେ ପୁଲିସ୍‌ ଅତର୍କିତ ଚଢ଼ଉ କରିଥିଲା। ଏହି ସମୟରେ ସେ ପୁଲିସ୍‌ ଉପରକୁ ଗୁଳି ଚଳାଇଥିଲା। ତେବେ ପୁଲିସର ପାଲଟା ଫାୟାରିଂରେ ଅନୀଲର ଆଣ୍ଠୁରେ ଗୁଳି ବାଜିଥିଲା।

ଆହତ ଅନୀଲକୁ ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଛି। ତା’ ନିକଟରୁ ଗୋଟିଏ ପିସ୍ତଲ ଓ ବାଇକ ପୁଲିସ୍‌ ଜବତ କରିଛି।

Advertisment

ଅନୀଲ ନାଁରେ ରାଉରକେଲା ସମେତ ରାଜ୍ୟର ଅନେକ ସ୍ଥାନରେ ୨୨ଟି ଡକାୟତି ମାମଲା ରହିଥିବା ପୁଲିସ୍‌ କହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ