ଅଦ୍ୟତନ ହୋଇଛି
baliuda
Advertisment
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ସାରଙ୍ଗଡ଼ ଥାନା ଅନ୍ତର୍ଗତ ବିଷୋୟୀ ସାହିରେ ପୂର୍ବତନ ସରପଞ୍ଚଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ମୃତକଙ୍କ ନାଁ ବ୍ରଜରାଜ ବିଷୋୟୀ।
Advertisment
ଗତକାଲି ସଂଧ୍ୟାରେ ତାଙ୍କୁ ଘରୁ ଡାକିନେଇ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲକୁ ନିଆଯାଇଥିଲା। ସେଠାରେ କିନ୍ତୁ ଡାକ୍ତର ବ୍ରଜରାଜଙ୍କୁ ମୃତ ଘୋଷଣା କରିଥିଲେ।
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ସାରଙ୍ଗଡ଼ ପୋଲିସ ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ ଜାରି ରଖିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/baliuda_1625511992.jpg)