Advertisment

୪ ଗାଡ଼ିରେ ଆସି ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଲେ କିଛି ଲୋକ

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କିଛି ଲୋକ ଉଠାଇନେଇଥିବା ସୂଚନା ମିଳିଛି। କ୍ରାଇମବ୍ରାଞ୍ଚ ପରିଚୟ ଦେଇ କିଛି ଲୋକ ପ୍ରଦୀପଙ୍କୁ ତାଙ୍କ ଭୁବନେଶ୍ୱର ସରକାରୀ ବାସଭବନରୁ ଉଠାଇ ନେଇଥିବା ତାଙ୍କ ପତ୍ନୀ ସୁଜାତା ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସୁଜାତାଙ୍କ ସୂଚନା ଅନୁସାରେ, ୪ଟି ଗାଡ଼ିରେ କିଛି ଲୋକ ଆସି କ୍ରାଇମବ୍ରାଞ୍ଚ ପରିଚୟ ଦେଇ ପ୍ରଦୀପଙ୍କୁ ଉଠାଇ ନେଇଛନ୍ତି। ଗାଡ଼ିରେ ଆସିଥିବା ଲୋକମାନେ ଇଓଡବ୍ଲୁ କହି ପ୍ରଦୀପଙ୍କୁ ନେଇ ଆସିଥିଲେ। କିନ୍ତୁ ପ୍ରଦୀପ କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ଅଫିସରେ […]

author-image
Otv Khabar Bureau
ଅଦ୍ୟତନ ହୋଇଛି
୪ ଗାଡ଼ିରେ ଆସି ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଲେ କିଛି ଲୋକ

pradeep-panigahrui

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କିଛି ଲୋକ ଉଠାଇନେଇଥିବା ସୂଚନା ମିଳିଛି। କ୍ରାଇମବ୍ରାଞ୍ଚ ପରିଚୟ ଦେଇ କିଛି ଲୋକ ପ୍ରଦୀପଙ୍କୁ ତାଙ୍କ ଭୁବନେଶ୍ୱର ସରକାରୀ ବାସଭବନରୁ ଉଠାଇ ନେଇଥିବା ତାଙ୍କ ପତ୍ନୀ ସୁଜାତା ପାଣିଗ୍ରାହୀ ସୂଚନା ଦେଇଛନ୍ତି।

Advertisment

ସୁଜାତାଙ୍କ ସୂଚନା ଅନୁସାରେ, ୪ଟି ଗାଡ଼ିରେ କିଛି ଲୋକ ଆସି କ୍ରାଇମବ୍ରାଞ୍ଚ ପରିଚୟ ଦେଇ ପ୍ରଦୀପଙ୍କୁ ଉଠାଇ ନେଇଛନ୍ତି। ଗାଡ଼ିରେ ଆସିଥିବା ଲୋକମାନେ ଇଓଡବ୍ଲୁ କହି ପ୍ରଦୀପଙ୍କୁ ନେଇ ଆସିଥିଲେ। କିନ୍ତୁ ପ୍ରଦୀପ କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ଅଫିସରେ ନଥିବା ସୁଜାତା କହିଛନ୍ତି।

Pradeep Panigrahi
Advertisment
Advertisment