/odishatv-khabar/media/post_attachments/uploadimage/library/16_9/16_9_0/explosion-raid_1626691129.jpg)
explosion raid
ଗଂଜାମ : ଗଂଜାମ ରମ୍ଭାଥାନା ଗୋପାଳପୁର ଅଂଚଳରେ ଚଢ଼ଉ। ବିସ୍ଫୋରକ ସାମଗ୍ରୀ ରଖାଯାଇଥିବା ଏକ ଗୋଦାମ ଉପରେ ଏସଟିଏଫ୍ ପକ୍ଷରୁ ଚଢ଼ଉ କରାଯାଇଛି। ଗୋଦାମରୁ ୧୯୬ କ୍ୱିଣ୍ଟାଲ ଆମୋନିୟମ ନାଇଟ୍ରେଟ୍ ଜବତ ହୋଇଛି।
Advertisment
ଏଥିସହ ୩୨ଶହ ଖଣ୍ଡ ଜିଲାଟିନ ଷ୍ଟିକ ଓ ୪୦୬ ଖଣ୍ଡ ଡିଟୋନେଟର ଜବତ କରାଯାଇଛି। ବେଆଇନ ବିସ୍ପୋରକ ସାମଗ୍ରୀ ରଖିଥିବା ଅଭିଯୋଗରେ ଜଣଙ୍କୁ ଗିରଫ କରାଯାଇଛି। ବେଆଇନ ବିସ୍ଫୋରକ ସାମଗ୍ରୀ ମହଜୁଦ ସମ୍ପର୍କରେ ଖବର ପାଇଁ ଏସଟିଏଫ୍ ପକ୍ଷରୁ ଚଢ଼ଉ ହୋଇଥିଲା। ଯାଞ୍ଚବେଳେ ଅଭିଯୁକ୍ତ ଜଣଙ୍କ ଆବଶ୍ୟକ କାଗଜପତ୍ର ଦେଖାଇ ପାରି ନଥିଲେ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)