Advertisment

ମଦ ଦୋକାନ ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ଜଣେ ଗୁରୁତର

ଜଳେଶ୍ୱର(ଅଜିତ୍‌ କୁମାର ଦାସ): ବାଲେଶ୍ୱର ଜିଲ୍ଲା ରୂପସାରେ ଗୋଷ୍ଠୀ ସଂଘର୍ଷ ଘଟି ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି। ଗତ ରାତିରେ ମଦ ଦୋକାନ ବିବାଦକୁ ନେଇ ରୂପସାରେ ଏହି ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଖଣ୍ଡାରେ ଆକ୍ରମଣ କରାଯିବାରୁ ତାଙ୍କ ମୁଣ୍ଡରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

author-image
Jyotsnamayee Pradhan
ମଦ ଦୋକାନ ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ଜଣେ ଗୁରୁତର

737157-lynching-illustration