/odishatv-khabar/media/post_attachments/uploadimage/library/16_9/16_9_0/seat_1626691041.jpg)
seat
ଭୁବନେଶ୍ୱର : ଏଣିକି ବସ୍ରେ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ସିଟ୍ରେ ପୁରୁଷ ବସିଲେ ଦେବାକୁ ପଡିବ ଜରିମାନା। ଏହାସହ କଟକଣା ଅବମାନନା କଲେ ମଧ୍ୟ ଦେବାକୁ ପଡିବ ଫାଇନ୍।
Advertisment
ମଙ୍ଗଳବାର ୫ଟି ବସ୍ ମାଲିକ ସଂଘକୁ ନେଇ କମିଶନରେଟ୍ ପୁଲିସ୍ ତରଫରୁ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ପୁଲିସ୍ ଭବନରେ ଅନୁଷ୍ଠିତ ଏହି ବୈଠକରେ ମହିଳାଙ୍କ ସୁରକ୍ଷା ପାଇଁ ବସ୍ରେ ଏକ ଏମରଜେନ୍ସି ଫୋନ୍ ନମ୍ବର ରହିବ ବୋଲି ନିଷ୍ପତ୍ତି ହୋଇଛି। ଏହାସହ ଏସ୍ପିଓ ହ୍ୱାଟ୍ସ ଆପ୍ ଗ୍ରୁପ୍ରେ ଜଣେ ମହିଳା କର୍ମଚାରୀଙ୍କୁ ଆଡ୍ କରାଯିବ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)