/odishatv-khabar/media/post_attachments/uploadimage/library/16_9/16_9_0/fire-123_1626760026.jpg)
fire
କଟକ(ଦେବାଶିଷ ମହାନ୍ତି): କଟକ ସିଡିଏ ସେକ୍ଟର ୧୦ରେ ଥିବା ବ୍ୟାଙ୍କ ଅଫ୍ ଇଣ୍ଡିଆରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ବ୍ୟାଙ୍କ ଭିତରେ ଥିବା କମ୍ପ୍ୟୁଟର ଓ ଆସବାବପତ୍ର ଜଳିଯାଇଛି। ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।
Advertisment
ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)