Advertisment

ହୋଟେଲରେ ଅଗ୍ନିକାଣ୍ଡ

କେନ୍ଦୁଝର (ପ୍ରଣୟ କୁମାର ପାଣି): କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଟେଲିଫୋନ ଛକ ନିକଟରେ ଥିବା ଏକ ଟିଣ ଛପର ହୋଟେଲରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ହୋଟେଲ ଭିତରେ ଥିବା ସବୁ ଜିନିଷ ପୋଡ଼ି ପାଉଁଶ ହୋଇଯାଇଛି। ଆଜି ସକାଳେ ହୋଟେଲରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ନିଆଁ ହୁ ହୁ ହୋଇ ଜଳୁଥିଲା। ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଥିଲା। ହୋଟେଲଟି […]

ହୋଟେଲରେ ଅଗ୍ନିକାଣ୍ଡ

fire

Advertisment

କେନ୍ଦୁଝର (ପ୍ରଣୟ କୁମାର ପାଣି): କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଟେଲିଫୋନ ଛକ ନିକଟରେ ଥିବା ଏକ ଟିଣ ଛପର ହୋଟେଲରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ହୋଟେଲ ଭିତରେ ଥିବା ସବୁ ଜିନିଷ ପୋଡ଼ି ପାଉଁଶ ହୋଇଯାଇଛି।

Advertisment

ଆଜି ସକାଳେ ହୋଟେଲରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ନିଆଁ ହୁ ହୁ ହୋଇ ଜଳୁଥିଲା। ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଥିଲା।

ହୋଟେଲଟି ସତ୍ୟାନନ୍ଦ ସାହୁଙ୍କର ବୋଲି ଜଣାପଡ଼ିଛି। ସର୍ଟ ସର୍କିଟ୍‌ରୁ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ