Advertisment

ଏସ୍‌ସିବି ମେଡିକାଲର ରେକର୍ଡ ବିଭାଗରେ ଅଗ୍ନିକାଣ୍ଡ

କଟକ(ପ୍ରଭାତ ବିଷୋୟୀ):ଗତକାଲି ରାତିରେ କଟକ ଏସ୍‌ସିବି ମେଡିକାଲ କଲେଜର ରେକର୍ଡ ବିଭାଗରେ ଅଗ୍ନିକାଣ୍ଡ ଘଟିଛି। ଏନେଇ ଖବର ପାଇ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜ ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

ଏସ୍‌ସିବି ମେଡିକାଲର ରେକର୍ଡ ବିଭାଗରେ ଅଗ୍ନିକାଣ୍ଡ

fire

Advertisment

କଟକ(ପ୍ରଭାତ ବିଷୋୟୀ):ଗତକାଲି ରାତିରେ କଟକ ଏସ୍‌ସିବି ମେଡିକାଲ କଲେଜର ରେକର୍ଡ ବିଭାଗରେ ଅଗ୍ନିକାଣ୍ଡ ଘଟିଛି। ଏନେଇ ଖବର ପାଇ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Advertisment

ଅଗ୍ନିକାଣ୍ଡରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜ ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ