/odishatv-khabar/media/post_attachments/uploadimage/library/16_9/16_9_0/fire-3-1_1626690588.jpg)
fire-3
ଭୁବନେଶ୍ୱର : ଭୁବନେଶ୍ୱର କଳ୍ପନା ଛକ ଓଭରବ୍ରିଜ ପାଖରେ ଥିବା ଫଳ ବଜାରରେ ଅଗ୍ନିକାଣ୍ଡ । ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ମା ତାରିଣୀ ଭେଣ୍ଡିଂ ଜୋନରେ ଥିବା ୨୫ଟି ଫଳ ଦୋକାନ ଜଳିଯାଇଛି।
Advertisment
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଫଳ ଓ ସାମଗ୍ରୀ ପୋଡ଼ିଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)