Advertisment

ଜଳିଗଲା ଫଳ ବଜାର !

ଭୁବନେଶ୍ୱର  : ଭୁବନେଶ୍ୱର କଳ୍ପନା ଛକ ଓଭରବ୍ରିଜ ପାଖରେ ଥିବା ଫଳ ବଜାରରେ ଅଗ୍ନିକାଣ୍ଡ । ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ମା ତାରିଣୀ ଭେଣ୍ଡିଂ ଜୋନରେ ଥିବା ୨୫ଟି ଫଳ ଦୋକାନ ଜଳିଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଫଳ ଓ ସାମଗ୍ରୀ ପୋଡ଼ିଯାଇଛି।

ଜଳିଗଲା ଫଳ ବଜାର !

fire-3

Advertisment

ଭୁବନେଶ୍ୱର  : ଭୁବନେଶ୍ୱର କଳ୍ପନା ଛକ ଓଭରବ୍ରିଜ ପାଖରେ ଥିବା ଫଳ ବଜାରରେ ଅଗ୍ନିକାଣ୍ଡ । ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ମା ତାରିଣୀ ଭେଣ୍ଡିଂ ଜୋନରେ ଥିବା ୨୫ଟି ଫଳ ଦୋକାନ ଜଳିଯାଇଛି।

Advertisment

ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଫଳ ଓ ସାମଗ୍ରୀ ପୋଡ଼ିଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ