muniguda
Advertisment
ମୁନିଗୁଡ଼ା: ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ରେଳ ଷ୍ଟେସନରେ କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ। ଷ୍ଟେସନରେ ଛିଡ଼ା ହୋଇଥିବା କୋଇଲା ବୋଝେଇ ଟ୍ରେନର ୪ଟି ବଗିରୁ ସକାଳେ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ଏହା ଦେଖି ଷ୍ଟେସନ କର୍ମଚାରୀ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।
Advertisment
ଦମକଳବାହିନୀ ପହଞ୍ଚି ନିଆଁ ଲିଭାଇଛନ୍ତି। ପ୍ରବଳ ଗରମ ଯୋଗୁଁ ନିଆଁ ଲାଗିଥିବା କୁହାଯାଉଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/muniguda_1626341348.jpg)