Advertisment

ପୂର୍ବ ଶତ୍ରୁତାରୁ ଗୁଳିମାଡ଼

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧାର ତାଳଚୁଆ ପଥରମୁଣ୍ଡିଆ ପାହାଡ଼ରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଛି। ଏଥିରେ ୨ଜଣ ଆହତ ହୋଇଛନ୍ତି। ଏଥିସହ ପଥରଫଟା କାର୍ଯ୍ୟରେ ବ୍ୟବହାର କରାଯାଉଥିବା ଏକ ହିଟାଚି ମେସିନକୁ ଦୁର୍ବୃତ୍ତମାନେ ଜାଳି ଦେଇଛନ୍ତି। ତେବେ କେଉଁ କାରଣରୁ ଗୁଳିମାଡ଼ ହୋଇଛି ସେ ନେଇ ସ୍ପଷ୍ଟ ଜଣାପଡ଼ିନାହିଁ।

author-image
Sangita Sahu
ପୂର୍ବ ଶତ୍ରୁତାରୁ ଗୁଳିମାଡ଼

firing

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧାର ତାଳଚୁଆ ପଥରମୁଣ୍ଡିଆ ପାହାଡ଼ରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଛି। ଏଥିରେ ୨ଜଣ ଆହତ ହୋଇଛନ୍ତି।

Advertisment

fire

ଏଥିସହ ପଥରଫଟା କାର୍ଯ୍ୟରେ ବ୍ୟବହାର କରାଯାଉଥିବା ଏକ ହିଟାଚି ମେସିନକୁ ଦୁର୍ବୃତ୍ତମାନେ ଜାଳି ଦେଇଛନ୍ତି। ତେବେ କେଉଁ କାରଣରୁ ଗୁଳିମାଡ଼ ହୋଇଛି ସେ ନେଇ ସ୍ପଷ୍ଟ ଜଣାପଡ଼ିନାହିଁ।

Advertisment
Advertisment