firing
Advertisment
ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧାର ତାଳଚୁଆ ପଥରମୁଣ୍ଡିଆ ପାହାଡ଼ରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଛି। ଏଥିରେ ୨ଜଣ ଆହତ ହୋଇଛନ୍ତି।
Advertisment
/odishatv-khabar/media/post_attachments/wp-content/uploads/2019/04/fire-1.jpg)
ଏଥିସହ ପଥରଫଟା କାର୍ଯ୍ୟରେ ବ୍ୟବହାର କରାଯାଉଥିବା ଏକ ହିଟାଚି ମେସିନକୁ ଦୁର୍ବୃତ୍ତମାନେ ଜାଳି ଦେଇଛନ୍ତି। ତେବେ କେଉଁ କାରଣରୁ ଗୁଳିମାଡ଼ ହୋଇଛି ସେ ନେଇ ସ୍ପଷ୍ଟ ଜଣାପଡ଼ିନାହିଁ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/firing_1626341743.jpg)