Advertisment

ଲାଲଗଡ଼ରେ ଉଡ଼ିଲା ତ୍ରିରଙ୍ଗା

ଚିତ୍ରକୋଣ୍ଡା(ରତ୍ନାକର ପ୍ରଧାନ): ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ଲାଲଗଡ଼ରେ ଉଡ଼ିଲା ତ୍ରିରଙ୍ଗା। ଏହି ଅଞ୍ଚଳରେ ତ୍ରିରଙ୍ଗା ପତାକା ଉଡେଇବା ପାଇଁ ପ୍ରଶାସନ ଭୟ କରୁଥିଲା। ତେଣୁ ସେଠାରେ ତ୍ରିରଙ୍ଗା ବଦଳରେ ନକ୍ସଲଙ୍କ କଳା ରଙ୍ଗର ପତାକା ଉଡୁଥିଲା। ଗତକାଲି ସେହି ଅଞ୍ଚଳରେ ପ୍ରଥମ ଥର ପାଇଁ ମାଲକାନଗିରି ଏସ୍‌ପି ଶ୍ରୀ ହୃଷୀକେଶ ଡି ହିଲାରୀ  ତ୍ରିରଙ୍ଗା  ଉଡ଼ାଇଛନ୍ତି। ହାନ୍ତାଳଗୁଡ଼ା ଠାରେ ବିଏସଏଫ କ୍ୟାମ୍ପର ପ୍ରତିଷ୍ଠା ବେଳେ ତ୍ରିରଙ୍ଗା ଉଡ଼ାଇ ସେହି ଅଞ୍ଚଳବାସୀଙ୍କୁ ଓ ସୁରକ୍ଷା ବାହିନୀକୁ […]

author-image
Pradesh Pratyush
ଲାଲଗଡ଼ରେ ଉଡ଼ିଲା ତ୍ରିରଙ୍ଗା

tri

ଚିତ୍ରକୋଣ୍ଡା(ରତ୍ନାକର ପ୍ରଧାନ): ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ଲାଲଗଡ଼ରେ ଉଡ଼ିଲା ତ୍ରିରଙ୍ଗା। ଏହି ଅଞ୍ଚଳରେ ତ୍ରିରଙ୍ଗା ପତାକା ଉଡେଇବା ପାଇଁ ପ୍ରଶାସନ ଭୟ କରୁଥିଲା। ତେଣୁ ସେଠାରେ ତ୍ରିରଙ୍ଗା ବଦଳରେ ନକ୍ସଲଙ୍କ କଳା ରଙ୍ଗର ପତାକା ଉଡୁଥିଲା।

Advertisment

ଗତକାଲି ସେହି ଅଞ୍ଚଳରେ ପ୍ରଥମ ଥର ପାଇଁ ମାଲକାନଗିରି ଏସ୍‌ପି ଶ୍ରୀ ହୃଷୀକେଶ ଡି ହିଲାରୀ  ତ୍ରିରଙ୍ଗା  ଉଡ଼ାଇଛନ୍ତି। ହାନ୍ତାଳଗୁଡ଼ା ଠାରେ ବିଏସଏଫ କ୍ୟାମ୍ପର ପ୍ରତିଷ୍ଠା ବେଳେ ତ୍ରିରଙ୍ଗା ଉଡ଼ାଇ ସେହି ଅଞ୍ଚଳବାସୀଙ୍କୁ ଓ ସୁରକ୍ଷା ବାହିନୀକୁ ସମ୍ୱୋଧିତ କରାଯାଇଥିଲା।

Advertisment
Advertisment