Advertisment

Forester Comes under Vigilance Scanner: ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ନେଲା ବେଳେ ଧରାପଡିଲେ

ଲାଞ୍ଚୁଆ ଫରେଷ୍ଟରଙ୍କୁ ଧରିଲା ଭିଜିଲାନ୍ସ। ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଫରେଷ୍ଟର ଅଶୋକ କୁମାର ନାୟକଙ୍କୁ ମାଡ଼ିବସିଲା ଭିଜିଲାନ୍ସ।

VIGILANCE_RAID

VIGILANCE_RAID Photograph: (OTV)

Advertisment

ଲାଞ୍ଚୁଆ ଫରେଷ୍ଟରଙ୍କୁ ଧରିଲା ଭିଜିଲାନ୍ସ। ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଫରେଷ୍ଟର ଅଶୋକ କୁମାର ନାୟକଙ୍କୁ  ମାଡ଼ିବସିଲା ଭିଜିଲାନ୍ସ। 

Advertisment

ସୂଚନା ମୁତାବକ କୌଶିକ କୁମାର ଭୋଇ ନାମକ ଜଣେ ବ୍ୟକ୍ତିଠାରୁ ରେଙ୍ଗାଲ ଗଛ କାଟିବା ପାଇଁ ଅନୁମତି ଦେବାକୁ ଲାଞ୍ଚ ଦାବି କରିଥିଲେ ବଲାଙ୍ଗୀର ମୁରିବାହାଲ ରେଞ୍ଜ ଗୁଲମୀ ଫରେଷ୍ଟର ଅଶୋକ କୁମାର ନାଏକ। 

ତେବେ ଏ ନେଇ କୌଶିକ ବଲାଙ୍ଗୀର ଭିଜିଲାନ୍ସଠାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ଆଜି ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଫରେଷ୍ଟର ଅଶୋକ ନାୟକଙ୍କୁ ଭିଜିଲାନ୍ସ ରଙ୍ଗେ ହାତ ଧରିଥିଲା।

Advertisment

ଲାଞ୍ଚୁଆ ଫରେଷ୍ଟରଙ୍କୁ ଧରିଲା ଭିଜିଲାନ୍ସ
ମୁରିବାହାଲ ରେଞ୍ଜ ଗୁଲମୀ ଫରେଷ୍ଟର ଅଶୋକ କୁମାର ନାଏକ
ଗଛକାଟ ଅନୁମତି ଦେବାକୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ
୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ

Vigilance Raid
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ