death
Advertisment
ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ସଡ଼କ ଦୁର୍ଘଟଣାରେ ବଲାଙ୍ଗିର ଜିଲ୍ଲା ବଙ୍ଗମୁଣ୍ଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଦସ୍ୟ ରାଷ୍ଟ୍ରପତି ବେହେରାଙ୍କ ମୃତ୍ୟୁ ଘଟିଛି। ଏଥିସହ ତାଙ୍କ ସହଯୋଗୀଙ୍କର ମଧ୍ୟ ମୃତ୍ୟୁ ଘଟିଛି।
Advertisment
କଣ୍ଟାବାଞ୍ଜିରୁ ଭୁବନେଶ୍ୱର ଆସିବାବେଳେ ଖାରି ପାଖରେ ତାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ଦୁହିଁଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ରାଷ୍ଟ୍ରପତି ଓ ତାଙ୍କ ସହଯୋଗୀମାନେ ଏକ ସ୍କର୍ପିଓରେ ଭୁବନେଶ୍ୱର ଆସୁଥିଲେ। ତେବେ ଖାରି ପାଖରେ ତାଙ୍କ ସ୍କର୍ପିଓକୁ ଏକ ହାଇଓ୍ୱା ଧକ୍କା ଦେଇଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/death-123_1626760232.jpg)